-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ବ୍ୟକ୍ତିତ୍ୱ ରାଧାମୋହନଙ୍କ ପରଲୋକ

27-Jan-2026



ବଲାଙ୍ଗିର- ବଲାଙ୍ଗିର ଏବଂ ବରଗଡ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ରେ ଦୀର୍ଘ ସମୟ ଧରି ଶିକ୍ଷକତା କରିଥିବା,ବିଶିଷ୍ଟ ଶିକ୍ଷାବିଦ୍‌, ସମାଜସେବୀ ଓ ଧର୍ମନିଷ୍ଠ ବ୍ୟକ୍ତିତ୍ୱ ଶ୍ରୀ ରାଧାମୋହନ ତ୍ରିପାଠୀ କାଲି ସନ୍ଧ୍ୟାବେଳେ ୭୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।
ତାଙ୍କର ଜୀବନ କାଳରେ ସେ ଅନେକ କୃତୀ ଛାତ୍ରଛାତ୍ରୀଙ୍କୁ ଗଢ଼ିତୋଳି ଶିକ୍ଷାକ୍ଷେତ୍ରକୁ ସମୃଦ୍ଧ କରିଥିଲେ।ଏକାଧାରରେ ସେ ଜଣେ ଉତ୍ତମ ଶିକ୍ଷକ,ସଜାଗ ସମାଜସେବୀ ଓ ମାନବଧର୍ମର ପଥିକ ଭାବେ ସମାଜରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିତ୍ଵ ଥିଲେ।
ଧର୍ମ ଉପଦେଶ,ନୀତିବାଣୀ,କବିତା ସଂଗ୍ରହ ଗଳ୍ପ ସଂଗ୍ରହ ଓ ଶିଶୁମନର ବିକାଶକୁ କେନ୍ଦ୍ର କରିଥିବା ପିଲାମନ ବାଣୀ,ପ୍ରବୃତ୍ତି ସହିତ ସାତଟି ମୂଲ୍ୟବାନ ପୁସ୍ତକର ରଚୟିତା ଭାବେ ଶ୍ରୀ ତ୍ରିପାଠୀ ସାହିତ୍ୟ ଜଗତରେ ଅଲିଭା ଛାପ ରଖିଯାଇଛନ୍ତି।ଆଜି ବଲାଙ୍ଗିର ପୁଣି ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଙ୍କୁ ହରାଇଛି।ଆଉ ସେ ମହାନ ବ୍ୟକ୍ତିତ୍ୱ ଙ୍କୁ ଦେଖା ହେବ ନାହିଁ ଏ ଜନମରେ।ସମସ୍ତଙ୍କୁ ଶୋକ ସାଗରରେ ଭସାଇ ଚିରନିଦ୍ରା ରେ ଚାଲିଗଲେ ଚିରଦିନ ପାଇଁ।ଦୁଃଖ ଦେଇଗଲେ ପରିବାର,ଆତ୍ମୀୟ ସ୍ୱଜନ ତଥା ତାଙ୍କୁ ଭଲ ପାଉଥିବା ସମସ୍ତଙ୍କୁ।
ତାଙ୍କର ଶେଷକୃତ୍ୟ କାଲି ରାତିରେ ବଲଙ୍ଗିର ଠାରେ ସମ୍ପନ୍ନ ହୋଇଥିଲା।ଏହି ଶୋକସନ୍ତପ୍ତ ମୁହୂର୍ତ୍ତରେ ତାଙ୍କର ଧର୍ମପତ୍ନୀ,ପୁତ୍ର, ପୁତ୍ରବଧୂ ସହିତ ସମାଜର ଅନେକ ଗଣ୍ୟମାନ୍ୟ ବ୍ୟକ୍ତିବର୍ଗ ଉପସ୍ଥିତ ରହି ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ଶ୍ରୀ ରାଧାମୋହନ ତ୍ରିପାଠୀଙ୍କ ଅକାଳ ବିୟୋଗରେ ବଲାଙ୍ଗିର, ବରଗଡ ଓ କଟାପାଲି ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି।ତାଙ୍କର ସ୍ମୃତି,କର୍ମ ଓ ଆଦର୍ଶ ସଦା ସର୍ବଦା ଆମ ପାଇଁ ପ୍ରେରଣାର ଦୀପଶିଖା ଭାବେ ଜ୍ଵଳମାନ ହୋଇ ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like