-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||     

HOME   ଜିଲ୍ଲା

ବିନିକାରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

27-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ କଲେଜ ପଡ଼ିଆ ଠାରେ ଏନଏସି ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଏଥିରେ ବୀରମହାରାଜପୁର ବିଧାୟକ ଇଁ ରଘୁନାଥ ଜଗଦଲା ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ଼ରେ ଅଭିବାଦନ ଜଣାଇଥିଲେ ।ସେ ତାଙ୍କ ବକ୍ତବ୍ୟରେ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଭୂମିକା ନିଭାଇଥିବା ମହାପୁରୁଷ ମାନଙ୍କ ତ୍ୟାଗ ଓ ବଳିଦାନ ଉପରେ ଆଲୋକପାତ କରିଥିଲେ। ଆମର ଭବିଷ୍ୟତ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜଳ କାମନା କରିବା ସହିତ ଅଞ୍ଚଳର ବହୁବିଧ ସମସ୍ୟାର ବିକାଶରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିଲେ  ।ଏହି ପରିପ୍ରେକ୍ଷୀରେ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଏଥିରେ କୃତିତ୍ତ ହାସଲ କରିଥିବା ସ୍କୁଲ ଗୁଡ଼ିକୁ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସାମାଜିକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା,ବିଶିଷ୍ଟ କଳାକାର ଗୋପାଳ ପଣ୍ଡା ସଂଯୋଜନା କରିଥିଲେ ।ଅନୁଷ୍ଟିତ କାର୍ଯ୍ୟକ୍ରମରେ ବିନିକା ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ସରକାରୀ/ବେସରକାରୀ କର୍ମଚାରୀ,ଜନସାଧାରଣ,ପରିଷଦ କାଉନସିଲର,ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ଉପସ୍ଥିତ ଥିଲେ ।ସେହିପରି ବିନିକା ସାମ୍ବାଦିକ ସଂଘ ଓ ସ୍ପୋର୍ଟସ କ୍ଲବ ତରଫରୁ ଅନୁଷ୍ଟିତ ଜନରାଜ୍ୟ ଦିବସରେ ସଂଘର ଉପଦେଷ୍ଟା ସୋମନାଥ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟ ପକ୍ଷରେ ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ,ଜୁନିଅର କଲେଜରେ ଅଧ୍ୟକ୍ଷା ରେଖା ପ୍ରଧାନ,ଫୁଲମୁଠି ମହିଳା ଜୁନିଅର କଲେଜରେ ଅଧ୍ୟକ୍ଷ ପଞ୍ଚାନନ ସାହୁ,ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ସୁବାସ ଭୋଇ,ବିନିକା ଥାନାରେ ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ପ୍ରମୁଖଙ୍କ ସମେତ ବିଭିନ୍ନ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026

You Might Also Like

   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk