-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

"କାର୍ଯ୍ୟସ୍ଥଳରେ ମହିଳା ଯୌନ ନିର୍ଯ୍ୟାତନା ରୋକାଥାମ, ନିଷେଧ, ପ୍ରତିକାର ଆଇନ ଓ ସାମ୍ବିଧାନିକ ଅଧିକାର" ଉପରେ ସଚେତନତା କାର୍ଯ୍ୟକ୍ରମ

27-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର): ରାଜ୍ୟ ଆଇନ ସେବା ପ୍ରାଧିକରଣ ର ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ମଳୟ ରଂଜନ ଦାସଙ୍କ ଅନୁମତି କ୍ରମେ ବଲାଙ୍ଗୀର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବଲାଙ୍ଗୀର ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ "କାର୍ଯ୍ୟସ୍ଥଳରେ ମହିଳା ଯୌନ ନିର୍ଯ୍ୟାତନା ରୋକାଥାମ, ନିଷେଧ, ପ୍ରତିକାର ଆଇନ ଓ ସାମ୍ବିଧାନିକ ଅଧିକାର" ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । 

ଏହି ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧକ୍ଷ ଶ୍ରୀଯୁକ୍ତ ଦାସ ଯୋଗ ଦେଇ କର୍ମ କ୍ଷେତ୍ରରେ ମହିଳାମାନେ କିଭଳି ଭାବରେ ସୁରକ୍ଷିତ ରହିବା ସହିତ, ମର୍ଯ୍ୟାଦାପୂର୍ଣ୍ଣ ସହିତ କାର୍ଯ୍ୟ ନିରୂପଣ କରିବେ ଓ ନାଗରିକର ସାମ୍ବିଧାନିକ କର୍ତ୍ତବ୍ୟ ମହିଳାମାନଙ୍କ ଉଦ୍ଦେଶ୍ୟରେ ଗୁରୁତ୍ୱାରୋପ କରିଥିଲେ । ଉକ୍ତ ଶିବିରରେ ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ ଜଜ୍ ଫ୍ୟାମିଲି କୋର୍ଟ ଯୋଗ ଦେଇ ନାରୀମାନଙ୍କୁ ସମ୍ମାନ ଦେବା ସହିତ ସେମାନଙ୍କର ସୁରକ୍ଷା ଉପରେ ଆଲୋକପାତ କରିଥିଲେ । ଏଥିରେ ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ପବିତ୍ରାନନ୍ଦ ପ୍ରଧାନ PosH ଆଇନର ଉଦ୍ଦେଶ୍ୟ, ଅଭିଯୋଗ ପ୍ରଣାଳୀ, ଅଭିଯୋଗ ନିବାରଣ ସମ୍ପର୍କରେ ସୂଚନା ଦେବାସହିତ ପ୍ରତ୍ୟେକ କାର୍ଯ୍ୟାଳୟରେ ଆନ୍ତରିକ ଅଭିଯୋଗ ସମିତି ଗଠନ ଏବଂ ସକ୍ରିୟତା ସହିତ ଏବଂ ମହିଳାମାନେ ନିର୍ଭୟରେ ତାଙ୍କର ଅଭିଯୋଗ ଦାଖଲ କରିବା ଏବଂ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ଅଭିଯୋଗର ସମାଧାନ ଉପରେ ଅବଗତ କରାଇଥିଲେ । ଏଥିରେ ବଲାଙ୍ଗୀର ଅତିରିକ୍ତ ଆରକ୍ଷୀ ଅଧିକାରୀ  ଗୁଣନିଧି ମଲ୍ଲିକ ଯୋଗ ଦେଇ ମହିଳାମାନଙ୍କୁ ସୁରକ୍ଷା ଦେବାରେ ପୋଲିସର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ । ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ  ଚଣ୍ଡିପ୍ରସାଦ ଖମାରୀ ସ୍ୱାଗତ ଭାଷଣ ଦେବା ସହିତ ଆଇନ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସୁସ୍ଥ ରାଷ୍ଟ୍ର ଗଠନ କରିବାରେ ଭୂମିକା ଉପରେ ଆଲୋକପାତ କରିଥିଲେ । ଏଥିରେ ରେଜିଷ୍ଟର ଶ୍ରୀଦିପ ମିଶ୍ର, ଜେ ଏମ ଏଫ ସି. ବଲାଙ୍ଗିର ସାଧକ କାରର୍ଜୀ, ଗ୍ରାମ ନ୍ୟାୟଧିକାରୀ ଶିଶିର କୁମାର ଭୋଇ ଯୋଗ ଦେଇଥିଲେ । ଅଧ୍ୟାପକ ସାର୍ଥକ କୁମାର ରଥ ପ୍ରାରମ୍ଭ ଭାଷଣ ଦେଇଥିଲେ । ଏଥିସ‌ହିତ ଅଧ୍ୟାପକ  ସୁଶୀଲ କୁମାର ଦୀପ, ମହାବିଦ୍ୟାଳୟର କର୍ମକର୍ତ୍ତା, ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like