-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

♦️ବଲାଙ୍ଗୀର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ

27-Jan-2026



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଓଡିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ସଂସଦୀୟ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ମୁଖ୍ଯ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳିତ ଜୀବନଯାପନ AI ଶିକ୍ଷା ତଥା ସରକାରଙ୍କ  ନୂତନ ଶିକ୍ଷାନୀତି ଉପରେ ଗୁରୁତ୍ବାରୋପ କରିଥିଲେ।ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ବ କରି ସ୍ବାଗତ ଅଭିଭାଷଣ ରଖିଥିବା ବେଳେ ସ୍କୁଲର ଅଧ୍ୟକ୍ଷ ସତିଶ କୁମାର ପଧାନ ବାର୍ଷିକ ବିବରଣୀ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟର ପରିଚାଳନା କମିଟିର ସଂପାଦକ ଗୋପାଳକୃଷ୍ଣ ସିଂହଦେଓ, କୋଷାଧ୍ୟକ୍ଷ  ଆଲୋକ ରଂଜନ ବେଦବାକ,ସଭ୍ୟ  ବାଦଲ ମହାକୁର, ଶିରିଶ ଚନ୍ଦ୍ର ହୋତା ମଞ୍ଚାସୀନ ଥିଲେ। ବରିଷ୍ଠ ଶିକ୍ଷକ ହରେକୃଷ୍ଣ ନାୟକ ଓ ରିକୀ ପୁରୋହିତ ସଭା ସଂଯୋଜନା କରିଥିଲେ। ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ତଥା  ୨୦୨୫ ବର୍ଷର OAS ଅଟଲ ଦାସ ଓ ଶିବମ ସରୁପ ମହାନ୍ତିଙ୍କୁ  ସମ୍ବର୍ଦ୍ଧିତ କରାଯାଇଥିଲା। ଜାତୀୟସ୍ତରର ବଂଶି ବାଦକ ସତମନ୍ୟୁ ମିଶ୍ର ଙ୍କୁ ସମ୍ବଦ୍ଧିତ କରାଯାଇଥିଲା। ସେହିପରି ଶିକ୍ଷାବର୍ଷ ୨୦୨୫ ପାଇଁ ବିଦ୍ୟାଳୟର ଛାତ୍ରୀ ମୁକ୍ତାରାଣୀ ସାହୁଙ୍କୁ ଶ୍ରେଷ୍ଠ ଛାତ୍ରୀ ଭାବରେ ପୁରସ୍କାର ପ୍ରଦାନ କରାଯାଇଥିଲା। ସଭା ଶେଷରେ ଉପାଧ୍ୟକ୍ଷ ଦୀପକ ବରାଲ୍ ଧନ୍ୟବାଦ ଅର୍ପଣ କରିଥିଲେ। ପରେପରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ସଫଳ ଭାବରେ ଅନୁଷ୍ଠିତ ହୋଇଥିଲା।

♦️♦️♦️♦️♦️♦️♦️♦️♦️


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like