-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

 କଣ୍ଟାମାଳରେ ଗଠନ ହେଲା ନୂଆ ବ୍ୟବସାୟୀ ସଂଘ l ପର୍ଶୁରାମ ସଭାପତି ଓ ସୁଧୀର ସମ୍ପାଦକ ମନୋନୀତ

27-Jan-2026



କଣ୍ଟାମାଳ(ଜୟ କୁମାର ସାହୁ : କଣ୍ଟାମାଳ ସଦର ମହକୁମାରେ ଗଠିତ ହୋଇଛି ଆଉ ଏକ ବ୍ୟବସାୟୀ ସଂଘ l ଗତକାଲି ସନ୍ଧ୍ୟାରେ ବ୍ୟବସାୟୀ ମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ବୈଠକ ଗଙ୍ଗା ଟେଣ୍ଟ ହାଉସ ପରିସରରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ଆଇନଜୀବି କୈଳାଶ ଚନ୍ଦ୍ର ବାରିକ, ନିମନ୍ତ୍ରିତ ଅତିଥି ଭାବେ ବରିଷ୍ଠ ବ୍ୟବସାୟୀ କୁମର ସାହୁ ଓ ଭୀମସେନ ସାହୁ ଯୋଗ ଦେଇଥିଲେ l ଉପସ୍ଥିତ ଅତିଥିମାନେ ବ୍ୟବସାୟୀ ମାନଙ୍କ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା ସହ କ୍ଷୁଦ୍ର ଏବଂ ବଡ଼ ବ୍ୟବସାୟୀଙ୍କ ମଧ୍ୟରେ କୌଣସି ତାରତମ୍ୟ ନରଖିବା, କଣ୍ଟାମାଳ ଖାଉଟିଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବା, ବ୍ୟବସାୟ ସହିତ ସମାଜସେବା ଏବଂ କଣ୍ଟାମାଳର ବିକାଶ ପ୍ରତ୍ୟେକଙ୍କ ଲକ୍ଷ୍ୟ ରହିବା ଦରକାର ବୋଲି ନିଜ ବକ୍ତବ୍ୟ ରେ ମତାବ୍ୟକ୍ତ କରିଥିଲେ l ଅନ୍ୟାନ୍ୟ ପ୍ରତିନିଧିଙ୍କ ନିଜସ୍ୱ ମତକୁ ନେଇ ମହାଲକ୍ଷ୍ମୀ ବ୍ୟବସାୟୀ ସଂଘ ନାମରେ ଏକ ସଂଘ ଗଠନକୁ ନେଇ ପ୍ରସ୍ତାବ ଆଗତ କରିଥିଲେ l ସଂଘ ଗଠନ ସହ ନୂତନ କର୍ମକର୍ତ୍ତଙ୍କ ନାମ ରଞ୍ଜିପ କୁମାର ସାହୁ ଘୋଷଣା କରି ଥିଲେ l ନୂତନ ସଂଘର ସଭାପତିଭାବେ ପର୍ଶୁରାମ ସ୍ୱାଇଁ (ସଭାପତି), ଚୈତନ୍ୟ ରଣା, ଉପ -ସଭାପତି, ସୁଧୀର କୁମାର ପାଣିଗ୍ରାହୀ (ସମ୍ପାଦକ), ପ୍ରଦୀପ କୁମାର ପ୍ରଧାନ (ସହ-ସମ୍ପାଦକ)  ଓ ଲଳିତ କୁମାର ସାହୁ (କୋଷାଧ୍ୟକ୍ଷ) ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ l ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ଦୁର୍ଗେଶ ବାରିକ, ଗଙ୍ଗାଧର ଛାତ୍ରିଆ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ l ନୂତନ ବ୍ୟବସାୟୀ ସଂଘର ଆଗାମୀ ଦିନର କାର୍ଯ୍ୟକ୍ରମ କଣ ହେବ ଏହାନେଇ ଏକ ବାର୍ଷିକ କାର୍ଯ୍ୟ ଖସଡ଼ା କଣ ହେବ ଏହାକୁ ନେଇ ଏକ ବାର୍ଷିକ କାର୍ଯ୍ୟ ଖସଡା ପ୍ରସ୍ତୁତ କରିବାକୁ ସତୀଶ ମାହାଣାଙ୍କୁ ନବ ନିର୍ବାଚିତ କମିଟି ସଦସ୍ୟ ମାନେ ଅନୁରୋଧ କରିଥିଲେ l ଶେଷରେ ବୈଠକର ସଫଳତା କାମନା କରି ଜଗନ୍ନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l

[22/01, 20:29] Jay Ku. maharana-kantamal: କଣ୍ଟାମାଳ ଥାନା ପକ୍ଷରୁ ଗଞ୍ଜେଇ ଚାଷରେ ସମ୍ପୃକ୍ତ ମାମଲାରେ ଅଭିଯୁକ୍ତକୁ କୋର୍ଟ ଚାଲାଣ

କଣ୍ଟାମାଳ:୨୨:୦୧:୨୦୨୬ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ନିକଟରେ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛି କଣ୍ଟାମାଳ ପୁଲିସ l ମିଳିଥିବା ସୂଚନା ଅନୁଯାୟୀ ବରଗାଁ ଗ୍ରାମର ରବି ଓରଫ ରବିନ୍ଦ୍ର କହଁର ୩୮ବର୍ଷ l ଗଞ୍ଜେଇ ଚାଷ ମାମଲାରେ ସମ୍ପୃକ୍ତ ଥିବା ନେଇ କଣ୍ଟାମାଳ ଥାନାରେ ୨୯୯/୨୦୨୫ ରେ ଏକ ମାମଲା ରୁଜୁ ହୋଇଥିଲା | ଆଜି ଅଭିଯୁକ୍ତକୁ କଣ୍ଟାମାଳ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଆଇଆଇସି ବାସୁଦେବ ଭୋଇ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like