-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିନିକା ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ

28-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଧାନ ବିକ୍ରିରେ ଅଚଳାବସ୍ଥା,ଟୋକନ ନ ମିଳିବା,ଧାନ ନ ଉଠିବା,କଟଣି ଛଟଣୀ,ପ୍ରଦୂଷଣ ନାଁରେ ସାଧାରଣ ଲୋକଙ୍କ ଠାରୁ ଜୋରିମାନା ଆଦାୟ,ସ୍ମାର୍ଟ ମିଟର ଲଗାଇ ବିଦ୍ୟୁତ୍ ଉପଭୋକ୍ତାଙ୍କ ଠାରୁ ମୋଟା ଅଙ୍କର ବିଲ ଆଦାୟ,ଚାଷୀ ନେତା ମାନଙ୍କ ଉପରେ ଆକ୍ରମଣ ଆଦି ପ୍ରତିବାଦରେ ନବ ନିର୍ମାଣ କୃଷକ ସଂଗଠନ ତରଫରୁ ରାଜ୍ୟ ବ୍ୟାପୀ ଦିଆଯାଇଥିବା ବନ୍ଦ ଡାକରା ବିନିକା ଅଞ୍ଚଳରେ ସମ୍ପୂର୍ଣ୍ଣ ସଫଳ ହୋଇଛି ।ସକାଳ ୬ଟା ରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଯୋଗୁଁ ରାସ୍ତାରେ ଅଖ,ଚକ ପୁରାପୁରି ଠପ ହୋଇ ପଡ଼ିଥିଲା ମୁଖ୍ୟ ରାସ୍ତାର ବିଭିନ୍ନ ସ୍ଥାନରେ ଯାନବାହନ ଅଟକି ରହିଥିଲା ।କୃଷକ ସଂଗଠନ ବନ୍ଦ ଡାକରାକୁ ସମର୍ଥନ ଜଣାଇ କଂଗ୍ରେସ କର୍ମୀ ମାନେ ସାମିଲ ହୋଇ ବିନିକା ସହର ପ୍ରମୁଖ ଛକ ମାନଙ୍କରେ ନାରାବାଜି ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସ୍ୱତ ପ୍ରବୃତ୍ତ ଭାବେ ଲୋକେ ନିଜର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରଖି ବନ୍ଦ ଡାକରାକୁ ସମର୍ଥନ ଦେଇଥିବା ଦେଖିବାକୁ ମିଳିଥିଲା।କେବଳ ଜରୁରୀ କାଳୀନ ସେବାରେ ନିୟୋଜିତ ଯାନବାହାନ ଚଳାଚଳ କରୁଥିବା ବେଳେ ବାକି ଯାନବାହାନ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା ସେହିପରି ବିବାହ,ବ୍ରତ ଆଦି ଥିବାରୁ ବିକ୍ଷୋଭ କାରୀ ଉକ୍ତ ଗାଡିଗୁଡିକ ସମ୍ମାନ ସହ ଛାଡ଼ିଦେଇଥିବା ଦେଖିବାକୁ ମିଳିଥିଲା।ତେବେ ମୋଟାମୋଟି ଭାବରେ ବିନିକା ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ମଧ୍ୟ ଏହି ବନ୍ଦର ପ୍ରଭାବ ପଡ଼ିଥିଲା ଯାହାକି ବିନିକାକୁ ସଂଯୋଗ କରୁଥିବା ଗୋଦଭାଗା,ରାମପୁର,ସୋନପୂର, ଚଡେଇପଙ୍କ ଆଦି ରାସ୍ତା ମଧ୍ୟ ଶୁନଶାନ୍ ହୋଇପଡ଼ିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like