-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାଁ ଡ଼ୁମେର ଗୋଛିଏଁନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ୨୦୨୬

28-Jan-2026



ସିନାପାଲି: (ଚିନ୍ତାମଣି ନେତାମ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସିଙ୍ଗଝର ପଂଚାୟତ କୁଳିଆରି ବାହାଲ ଖେଳ ପଡିଆରେ ସିଜନ -୨  କ୍ରିକେଟ ଖେଳ ଉଦ୍ଘାଟିତ ହୋଇ ଯାଇଛି  l ଏହି ଉଦ୍ଘାଟନୀ ଉତ୍ସବ ରେ  ମୁଖ୍ୟ ଅତିଥି ଭାବରେ ରଘୁନାଥ ମାଝୀ, ସମ୍ମାନିତ ଅତିଥି ଭାବରେ ପୁରୁଷୋତ୍ତମ ମାଝୀ ଉପସ୍ଥିତ ଥିଲେ  l  ପେଣ୍ଡ୍ରେନ –କୁରିଆଳି ବାହାଲ ସ୍ପୋର୍ଟସ୍ ଏସୋସିଏସନ୍ ଆନୁକୁଳ୍ୟରେ ଆୟୋଜିତ ମାଁ  ଡ଼ୁମେର ଗୋଛିଏନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୬ ର ପ୍ରଥମ ମ୍ୟାଚ ଭୟଙ୍କର ରୋମାଞ୍ଚକର ହୋଇଥିଲା। ଶେଷରେ ପେଣ୍ଡ୍ରେନ  କ୍ରିକେଟ ଦଳ ଐତିହାସିକ ବିଜୟ ହାସଲ କରି ଚ୍ୟାମ୍ପିୟନ ହୋଇଥିଲା। ୧୦ ଓଭର ବିଶିଷ୍ଟ  ମ୍ୟାଚରେ  ପେଣ୍ଡ୍ରେନ ଟସ୍ ଜିତି ପ୍ରଥମେ ବେଟିଂ କରିଥିଲା। ପେଣ୍ଡ୍ରେନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୪ ଉଇକେଟ୍ ହରାଇ ୧୧୯ ରନ ସଂଗ୍ରହ କରିଥିଲା ଓ ବିପକ୍ଷକୁ ୯୦  ରନର ଲକ୍ଷ୍ୟ ଦେଇଥିଲା। ଶତାଧିକ ଖେଳପ୍ରେମୀ ଉପସ୍ଥିତ ହୋଇ ଦୁଇ ଦଳର ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଅମ୍ପାୟାର ଭାବେ  ମାନସ ରଞ୍ଜନ କୈଷ୍ୟପ, ଥବିର ମାଝୀ ,ସ୍କୋରବୋର୍ଡରେ  ମକର ବୈଠାରୁ ଦାୟିତ୍ୱ ନିଭାଇଥିଲେ।    କମିଟି ର  ସଭାପତି ଶ୍ରୀଯୁକ୍ତ  ଥବିର ମାଝୀ, ଉପସଭାପତି  ରୋହିତ ମାଝୀ,ସମ୍ପାଦକ କୁମ ଶଙ୍କର ମାଝୀ,, କୋଷାଧକ୍ଷ ଖୋର୍ଧେଶ୍ୱର ମାଝୀ, ଭାଷ୍ୟକାର ବିକାଶ ରଞ୍ଜନ କୈଶ୍ୟପ,  ସୁମୟ ମାଝୀ,ଗୌରହରୀ ମାଝୀ,ବିକ୍ରମ ମାଝୀ, ରତନ ମାଝୀ, ମୀନକେତନ ମାଝୀ,   ଦେବ କୁମର  ମାଝୀ, ବିଷମ ମାଝୀ,କୃଷ୍ଣ ମାଝୀ, ସୁରେନ୍ଦ୍ର ମାଝୀ,ଭୂପେନ୍ଦ୍ର ମାଝୀ, ମଣ୍ଟୁ ମାଝୀ,ଓମକାର ମାଝୀ,ପରମେଶ୍ୱର ମାଝୀ, ଲମ୍ବୋଦର ମାଝୀ, ବିଶିକେସନ ମାଝୀ, କୃତିବାସ ମାଝୀ, ରିତେଶ ମାଝୀ, ନରେଶ ମାଝୀ, ପ୍ରଫୁଲ୍ଲ ମାଝୀ  ଓ  ଝାଙ୍କର ନରହରି ମାଝୀ ପ୍ରମୁଖ  ସହଯୋଗ କରିଥିଲେ  l ଏହି ଟୁର୍ଣ୍ଣାମେଣ୍ଟ କେବଳ ଖେଳ ନୁହେଁ, ବରଂ ଯୁବପିଢିର ପ୍ରତିଭା, କ୍ରୀଡାମନୋଭାବ ଓ ଅଞ୍ଚଳୀୟ ଏକତାର ଉତ୍ସବ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like