-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ରାଜ୍ୟ

ଆଦିବାସୀ ମହାବିଦ୍ୟାଳୟର ୪୦ ତମ ବାର୍ଷିକ ଉତ୍ସବ

28-Jan-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୪୦ ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଉପଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ପ୍ରଣିତା ଦାସ,  ଆଇଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ମୁଖ୍ୟବକ୍ତା ଭାବେ ଡ଼.ହୃଷିକେଶ ପଣ୍ଡା, ଅଧ୍ଯକ୍ଷ ଲକ୍ଷ୍ମଣ ପାଳ, ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉଜ୍ଜ୍ବଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ଉଦାହରଣ ମାଧ୍ୟମରେ ଉପଦେଶ ଦେଇଥିଲେ। ପ୍ରଥମେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଅଧ୍ୟାପକ ଡ଼.ସୁଶାନ୍ତ କୁମାର ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଡ଼.ବିଭୁତି ଭୂଷଣ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପ‌ତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟାପକ ହିମାଂଶୁ ଚରଣ ସାହୁ, ଅରୁନ୍ଧତୀ ପ୍ରଧାନ, ଅସୀମ କୁମାର ନାୟକ, ବିଦ୍ୟାଧର ଦେହୁରି, ପରିଚାଳନା କମିଟିସଦସ୍ୟ, କର୍ମଚାରୀ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like