-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

28-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏଡିଇଓ ସେବାଶ୍ରୀ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏଡିଇଓ ପ୍ରବୀର ପଣ୍ଡା,ମୁଖ୍ୟ ବକ୍ତା ଭାବେ ରୀନା କୁମାରୀ ବେହେରା, ସମ୍ମାନୀତ ଅତିଥି ଭାବେ ଶିକ୍ଷାବିତ ଭକ୍ତ ବନ୍ଧୁ ମିଶ୍ର, ଶିକ୍ଷାବିତ ସନାତନ ଠାକୁର,ପୂର୍ବତନ ଡିଏସଏସ ରାଜେଶ ମିଶ୍ର, ବଲାଙ୍ଗୀର ବ୍ଲକ ବିଇଓ ନୀଳମଣି ପଟେଲ, ସଇଁତଳା ବିଇଓ ଦିଲୀପ ଯୋଶୀ, ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମାନ୍ତରା ମଂଚାସୀନ ଥିଲେ। ମୁଖ୍ୟ ଅତିଥି ଶ୍ରୀ ପଣ୍ଡା ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ କାର୍ଯ୍ୟକ୍ରମ ସମାଜରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିଥାଏ ବୋଲି କହିଥିଲେ।ମୁଖ୍ୟ ବକ୍ତା ରୀନା କୁମାରୀ ବେହେରା ନିଜ ବକ୍ତବ୍ୟରେ ପରିବେଶ ବଞ୍ଚିଲେ ହିଁ ମାନବ ବଂଚିବ ବୋଲି କହିଥିଲେ।

ଏଡିଇଓ ସେବାଶ୍ରୀ ଭୋଇ ପୁସ୍ତକୀୟ ଜ୍ଞାନ ଛଡା ଛାତ୍ରଛାତ୍ରୀ ମାନେ ବ୍ୟବହାରିକ ଅନୁଭବ ମାଧ୍ୟମରେ ପ୍ରକୃତି ସହ ସମ୍ପର୍କ ସୃଷ୍ଟି କରନ୍ତି ବୋଲି କହିଥିଲେ।ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ।ଏହି ଅବସରରେ ପୂର୍ବତନ ସମସ୍ତ ଡିଏସଏସ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ନିମନ୍ତ୍ରିତ ଅତିଥି ତଥା ବିଚାରକ ଭାବେ ବରଗଡ଼ ଜିଲ୍ଲାରୁ ଡ.ମନୋଜ କୁମାର ସାହୁ, ପ୍ରଧାନଶିକ୍ଷକ ଶିବ ଶଙ୍କର ଦାଶ, ପ୍ରଧାନଶିକ୍ଷକ ଭାଗିରଥି ନାଏକ ପ୍ରମୁଖ ଦାୟିତ୍ୱ ତୁଲାଇଥିଲେ।ଜିଲ୍ଲାର ୧୪ଗୋଟି ବ୍ଲକରୁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ହୋଇଥିବା ୪୨ଜଣ ପ୍ରତିଯୋଗୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଥିଲେ।ବରିଷ୍ଠ ବିଜ୍ଞାନ ଶିକ୍ଷକ ସରୋଜ ନାୟକ ଓ ବରିଷ୍ଠ ବିଜ୍ଞାନ ଶିକ୍ଷୟତ୍ରୀ ନୂତନ ନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ଏହି ପ୍ରତିଯୋଗିତାରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ଛାତ୍ରୀ ଅଳକା ବେହେରା, ରାମଚନ୍ଦ୍ରପୁର ପ୍ରଥମ ସ୍ଥାନ,ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ମିର୍ଧାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ର ଓମ ପ୍ରକାଶ ନାଏକ 

ଦ୍ଵିତୀୟ ସ୍ଥାନ ଓ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କର୍ଲ୍ଲାର ଛାତ୍ରୀ ପୂଜା ବୁଡ଼େକ ତୃତୀୟ ସ୍ଥାନ ଅଧିକାର କରି ଅତିଥି ମାନଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର, ବିଜ୍ଞାନ ଶିକ୍ଷକ ତାରାକାନ୍ତ ମିଶ୍ର, ରାଜ ପ୍ରସାଦ ପଧାନ,ବିଷ୍ଣୁ ମିଶ୍ର,କାର୍ତ୍ତିକ ପଣ୍ଡା,ବିଜ୍ଞାନ ଶିକ୍ଷୟତ୍ରୀ ଧାରାଶ୍ରୀ ଧୀମହୀ ବେହେରା,ବିନ୍ଦୁ ରେଖା ସାହୁ, ଜସ୍ମିନ ସାହୁ, ସୋମନାଞ୍ଜଳି ସାହୁ,ସଂଗୀତା ସାହୁ,ପ୍ରଜ୍ଞା ପରମିତା ବଘାର, ରଶ୍ମିତା ଦାଶ,ସୌମ୍ୟାଶ୍ରୀ ବେହେରାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like