-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଶିଶୁ ସେବିକା ପଦବୀ ନିମନ୍ତେ ବୁଦୁଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଚୟନ ପ୍ରକ୍ରିୟା ଚୁଡାନ୍ତ, ଚୟନ ହେଲେ ପ୍ରମିଳା ତାଣ୍ଡି

28-Jan-2026



ଆଗଲପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ର ବୁଦୁଲା ପଞ୍ଚାୟତ ର ବୁଦୁଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଶିଶୁ ସେଵିକା ପଦବୀ ନିମନ୍ତେ ସର୍ବ ସମ୍ବତୀକ୍ରମେ ଚୟନ ପ୍ରକ୍ରିୟା ଶେଷ ହୋଇଛି। ସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ରୀ ଉତ୍ତରା ନାଗ ଙ୍କ ସଭାପତିତ୍ବ ରେ ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଦସ୍ୟ ସଦସ୍ୟା ଙ୍କ ଉପସ୍ଥିତି ରେ ଆଜିର ଚୟନ ପ୍ରକ୍ରିୟା କରା ଯାଇଥିଲା। ଏହି ପ୍ରାର୍ଥୀ ଚୟନ ପ୍ରକ୍ରିୟା ରେ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରୁ ଚାରିଜଣ ସି ଆର ସି ସି ମଧ୍ୟ ଆସି ପ୍ରାର୍ଥୀ ଚୟନ ଚୁଡାନ୍ତ କରିଥିଲେ। ସେମାନେ ହେଲେ ଶ୍ରୀ ରମେଶ ଚନ୍ଦ୍ର ତ୍ରିପାଠୀ ସି ଆର ସି ସି ଭରସୂଜା, ଶ୍ରୀ ସରୋଜ କୁମ୍ଭାର ସି ଆର ସି ସି ଲକ୍ଷ୍ମଣପାଲି, ଶ୍ରୀ ଦେବାଶିଷ ସାହୁ ସି ଆର ସି ସି ନଅଗାଁ କ ଓ ପରେଶ ସାହୁ ବାବୁଫାଷଡ୍। ସରକାରଙ୍କ ଗାଇଡଲାଇନ ଅନୁଯାୟୀ ଏହି ଚୟନ ପ୍ରକ୍ରିୟା କରା ଯାଇଥିଲା। ସ୍କୁଲ ପରିଚାଳନା କମିଟି ର ସଭାପତି ଶ୍ରୀ ସଫେତ୍ ବିଶ୍ଵାଳ ମଧ୍ୟ ଏହି ଚୟନ ପ୍ରକ୍ରିୟା ରେ ସାମିଲ ହୋଇ ପ୍ରାର୍ଥୀ ଙ୍କ ନାମ ଘୋଷଣା କରା ଯାଇଥିଲା। ସର୍ବ ମୋଟ ୬ ଜଣ ପ୍ରାର୍ଥୀ ଆବେଦନ କରିଥିଲେ। ଛଅ ଜଣ ଙ୍କ ସମସ୍ତ କାଗଜପତ୍ର ଯାଞ୍ଚ କରାଯାଇ ତହସିଲଭୁକ୍ତ ଜାତି ପ୍ରାର୍ଥୀ ପ୍ରମିଳା ତାଣ୍ଡି ଙ୍କୁ ସର୍ବସମ୍ମତି କ୍ରମେ ଶିଶୁ ସେବୀକା ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀନୀ ଭାବରେ ଘୋଷଣା କରାଗଲା। ସମସ୍ତଙ୍କ ମତାମତ କୁ ବିଚାର କରି ପ୍ରମିଳା ତାଣ୍ଡି ନାମ ଘୋଷଣା କରା ଯାଇଛି l କମିଟି ର ସମସ୍ତ ସଦସ୍ୟ ସଦସ୍ୟା ତଥା ସଭାପତି ଙ୍କ ସର୍ବ ସମ୍ମୁଖରେ ପ୍ରାର୍ଥୀ ପ୍ରମିଳା ତାଣ୍ଡି ଙ୍କୁ ଚୟନ କରା ଯାଇଥିବା ପ୍ରଧାନ ଶିକ୍ଷକ ଶ୍ରୀ ଉତ୍ତରା ନାଗ ସୂଚନା ଦେଇଛନ୍ତି।  ଏହି ଚୟନ ର ସମସ୍ତ ଦସ୍ତାବିଜ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ଏପ୍ରୋଭାଲ ପାଇଁ ପଠାଯିବ ବୋଲି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like