-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

୨୭ତମ ଘୁନସର ଫୁଟବଲ୍ ପ୍ରତିଯୋଗିତା ଉଦଯାପିତ

29-Jan-2026




ବଲାଙ୍ଗୀର, ତା.୨୯/୦୧ : (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ଘୁନସର  ଶ୍ରୀ ଅରବିନ୍ଦ ଯୁବକ ସଂଘ ଆନୁକୂଲ୍ୟରେ ୨୭ ତମ ଫୁଟବଲ୍ ପ୍ରତିଯୋଗିତା ଘୁନସର ବଣା ବିଜାର ଖେଳ ପଡିଆରେ ସମାପ୍ତ ହେଇ ଯାଇଛି । ବଲାଙ୍ଗୀର ତଥା କଳାହାଣ୍ଡି ଜିଲ୍ଲାରୁ ଆଠଟି ଦଳ ଭାଗ ନେଇ ଥିଲେ । ଫାଇନାଲ ମେଚରେ ଜରାସିଂହା ଦଳ ପ୍ଲାନ୍ଟିକରେ ମହିପୂର ଦଳ କୁ ପରାସ୍ତ କରି ଚମ୍ପିୟାନ ହୋଇଛି । ଘୁନସର  ଶ୍ରୀ ଅରବିନ୍ଦ ଯୁବକ ସଂଘର ସଭାପତି ପ୍ରେମାନନ୍ଦ ବାଗଙ୍କ ସଭାପତିତ୍ବ କାର୍ଯ୍ୟକ୍ରମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୁବ ବିଜେପି ନେତା ଡୋଳାମଣି ବସ୍ତିଆ, ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ  ଶିକ୍ଷାବିତ୍ ସୁରେନ୍ଦ୍ର ବାଗ,  ସମ୍ମାନୀତ ଅତିଥି ଭାବରେ ଘୁନସର୍ ଡାକ୍ତରଖାନାର ଡାକ୍ତର ସୁମନ୍ତ ନାଗ, ଭାରତୀୟ କିଷାନ ସଂଘର ସଭାପତି ତ୍ରିଲକ୍ଷ ସାହୁ, ଅକ୍ଷୟ ରଣା ଯୋଗଦେଇ ଥିଲେ  ।  ଫୁଟବଲ ମ୍ୟାଚ ଗୁଡିକ ବିନୋଦ ବେହେରା ରେଫରୀ , ସିଦ୍ଦୁ ରଣା,  ବିକି ନାଗ ଓ ରମାକାନ୍ତ ବାଗ ଲାଇନସ ମେନ୍ କାର୍ଯ୍ୟ ତୁଲାଇଥିଲେ । କାର୍ଯ୍ୟକ୍ରମକୁ ସ୍ଵାଗତ କୁମାର ନାଏକ, ଚକ୍ରଧର ବାଗ, ସୁବିନ୍ଦ୍ର ନାଏକ ମଞ୍ଚ ପରିଚାଳନା କରିଥିଲେ । ଅରବିନ୍ଦ ଯୁବକ ସଂଘ ର ସହ ସମ୍ପାଦକ ସୁନୀଲ କୁମାର ଗହୀର, କୋଷାଧକ୍ଷ ତୁଳସୀ ଦାଶ, ସତ୍ୟବାନ ଗହୀର, ଶତ୍ରୁଘନ ଗହୀର, ନିଧି ରଣା, ବବରୁ ବେହେରା,ବିଷ୍ଣୁ ଗହୀର, ମନୋଜ ନାୟକ, ପ୍ରମୋଦ କୁମ୍ଭାର, ଉତ୍ତମ କୁମ୍ଭାର,ମହାଜନ ରଣା, ପ୍ରେମାକାନ୍ତ ବାଗ  ଅମର ମହାଳିଙ୍ଗ, ପିଙ୍କୁ ରଣା, ସାନ ରଣା, ବିମଲ ବେହେରା, ବସୁଦେବ ଭୋଇ,ପାଣ୍ଡବ ଭୋଇ,  ପିଣ୍ଟୁ ଗହୀର, ଦେବରାଜ ପଧାନ,ସାନ ଗହୀର, ଗଗନ ବେହେରା, ମନମୋହନ ରଣା, ଗୁଣ ମହାଳିଙ୍ଗ, ବଡ ଗହୀର, ଟେଭାନ ବିନୋଦ ରଣା, ଇଲୁ ରଣା, ଅଶୋକ ରଣା, ଲୋକନାଥ ରଣା, ତୁଫାନ ଭରାସାଗର, ସଂଜୀବ ଭୋଇ, ବୁଲୁ ନାୟକ, ସୁନୀଲ ସେଠ, ମନହର ସବୁଜ ଗହୀର, ଅମର ରଣା, ଦିପୁ ରଣା, ସୁବେନ୍ଧୁ ଭୋଇ ତଥା ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ପରିଶେଷ ରେ ଅରବିନ୍ଦ ଯୁବକ ସଂଘର ସମ୍ପାଦକ ମନୋଜ ସାହୁ ଏବଂ ଉପ-ସଭାପତି ରବିଚନ୍ଦ୍ର ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଜୟୀ ଦଳକୁ ମୁଖ୍ୟ ଅତିଥି ଠାରୁ ସମ୍ମର୍ଦ୍ଧିତ କରାଯାଇଥିଲା ।  ବେଷ୍ଟ ପ୍ଲାଏର ଭାବରେ ଜିତୁ, ବେଷ୍ଟ ଗୋଲ କିପର ଭାବରେ ଜ୍ୟୋତିଷ ସିଂହ, ମେନ ଅଫ ଦ ମେଚ ଗୋବିନ୍ଦ ମାଝୀଙ୍କୁ ସମ୍ମର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ୧୦୦ ମିଟର ଦୌଡ଼ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ଯେଉଁ ଥିରେ ପ୍ରଥମ ଫକୀର ଭୋଇ, ଦ୍ଵିତୀୟରେ ସୁନୀଲ ସେଠ ଓ ତୃତୀୟରେ ଦିଲୀପ ହୋଇଥିବାରୁ ଅତୀର୍ଥଗଣ  ପୁରସ୍କୃତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like