-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ସୁବର୍ଣ୍ଣପୁର ବନ୍ଦ

29-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଡ଼ାକରା ଦିଆଯାଇଥିବା ଓଡିଶା ବନ୍ଦକୁ ସୁବର୍ଣ୍ଣପୁର ର ସମଗ୍ର ଜିଲ୍ଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏହି ବନ୍ଦ ଡାକରାକୁ ଜିଲ୍ଲା କୃଷକ ସଂଗଠନ, କଂଗ୍ରେସ ଦଳ ସହ ଅନ୍ୟାନ୍ୟ ଚାଷୀ ସଂଗଠନ ସ୍ୱତଃ ପ୍ରବୃତ ଭାବରେ ନିଜ ସମର୍ଥନ ଘୋଷଣା କରିଥିବା ହେତୁ ଏହି ବନ୍ଦ ର ପ୍ରଭାବ ସମଗ୍ର ଜିଲ୍ଲାରେ ପଡିଥିବା ଦେଖାଯାଇଛି। ମଣ୍ଡି ବ୍ୟବସ୍ଥାର ସରଳୀକରଣ,  ଚାଷୀର ଉତ୍ପାଦିତ ସମସ୍ତ ଧାନକୁ ୩୧୬୯ଟଙ୍କାରେ କିଣିବା,  ଟାଟା ପାୱାର ର ଶୋଷଣ ବନ୍ଦ କରିବା,  କୃଷି ମନ୍ତ୍ରୀ ଙ୍କ ଉପସ୍ଥିତି ରେ ଚାଷୀ ଙ୍କ ଉପରେ‌ ମରଣାନ୍ତକ ଆକ୍ରମଣ ପ୍ରତିବାଦ ସହ ପଲ୍ୟୁସନ ନାମରେ ନିରିହ ଲୋକ ଙ୍କଠାରୁ ହଜାର ହଜାର ଟଙ୍କା ଫାଇନ ଆଦାୟ ସବୁକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଥିଲା। ଆଜିକାର ବନ୍ଦ ଡାକରା ଯୋଗୁଁ ସମସ୍ତ‌ ଦୋକାନ ବଜାର କାର୍ଯ୍ୟାଳୟ ସହ‌ ଜନଜୀବନ ପ୍ରଭାବିତ ହୋଇ ଥିଲା। ନବ ନିର୍ମାଣ କୃଷକ ସଂଗଠନର ସଭାପତି ରାଜେନ୍ଦ୍ର ମିଶ୍ର ସଂଯୋଜକ ପ୍ରଦ୍ୟୁମ୍ନ ପାଢ଼ୀ, ସୁଧୀର ବଘାର, ଜିଲ୍ଲା କୃଷକ ସଂଗଠନ ର ସଭାପତି ବୈକୁଣ୍ଠ ଶତପଥି, ପଦ୍ମଲୋଚନ ମିଶ୍ର, ଗୋବିନ୍ଦ ମିଶ୍ର, ପ୍ରଦୀପ ପୁରୋହିତ, ପ୍ରମୋଦ ଗୁରୁ ଜିଲ୍ଲା କଂଗ୍ରେସ ଦଳର ସୋନପୁର ର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଜିତେନ୍ଦ୍ର ପଟ୍ଟନାୟକ, ସୁଧିର ପଣ୍ଡା, ଶେଷଦେବ ମେହେର, ରଞ୍ଜିତ ରାୟ, ତରଣୀ ବାରିକ, ସଚ୍ଚିଦାନନ୍ଦ ସାହୁ, ଭରତ ଜେନା, ରାଜେନ୍ଦ୍ର ମେହେର ପ୍ରମୁଖ ଙ୍କ ସହ ଅନେକ ଦଳୀୟ କର୍ମୀ ଏହି ବନ୍ଦ ପାଳନରେ ସକ୍ରୀୟ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like