-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଖଡିଆଳ ମହୋତ୍ସବ ୨୦୨୬ ପାଳନ ନେଇ ଶାନ୍ତି କମିଟି ବୈଠକ, ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

29-Jan-2026



ନୂଆପଡା (ପରମେଶ୍ୱର ମେହେର ): ନୂଆପଡ଼ା ଜିଲ୍ଲା ପ୍ରମୁଖ  ସାଂସ୍କୃତିକ ମହୋତ୍ସବ ଖଡିଆଳ ମହୋତ୍ସବ ୨୦୨୬ ପାଳନ ନେଇ ଶାନ୍ତି କମିଟି ବୈଠକ, ପୋଲିସ ଆରକ୍ଷୀ ଅଧିକ୍ଷକ ଙ୍କ ଉପସ୍ଥିତିରେ ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି। ବୈଠକ ରେ ଖଡିଆଳ ମହୋତ୍ସବ ପାଳନ କମିଟି ଅଧ୍ୟକ୍ଷା ତଥା ଖଡିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀ ଅଧ୍ୟକ୍ଷତା କରିଥିବା ବେଳେ  ପୋଲିସ ଆରକ୍ଷୀ ଅଧିକ୍ଷକ ଅମୃତ ପାଲ ସିଂ ଯୋଗ ଦେଇ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପାଳନ କମିଟି ର ସହଯୋଗ ଏବଂ ପୋଲିସ ପ୍ରଶାସନ ର ମିଳିତ ଉଦ୍ୟମ ରେ  ମହୋତ୍ସବକୁ ଶାନ୍ତି ଶୃଙ୍ଖଳା ଏବଂ ସୁରକ୍ଷା ର ପ୍ରତ୍ୟେକ କ୍ଷେତ୍ର କୁ ଅନୁଧ୍ୟାନ କରିବା ସହ  ତାର ବିହିତ ପଦକ୍ଷେପ ନିଆଯିବ ବୋଲି ନିଷ୍ପତ୍ତି ହୋଇଅଛି। ମହୋତ୍ସବ କୁ ଆସିବାକୁ ଥିବା ଓଡ଼ିଶାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ   ସୁରକ୍ଷା ବ୍ୟବସ୍ଥା କୁ କଡା କୁଡ଼ି କରାଯିବ। ତେଣୁ ପାଳନ କମିଟି, ଖଡିଆଳ ନାଗରିକ ଏବଂ ଖଡିଆଳ ଅଞ୍ଚଳ ରୁ ଆସୁଥିବା ଦର୍ଶକ ବନ୍ଧୁ ଙ୍କୁ ବିଶେଷ ଅନୁରୋଧ ସହଯୋଗ କରି ମହୋତ୍ସବ କୁ ଉପଭୋଗ କରିବାକୁ ଆହ୍ବାନ କରିଛନ୍ତି। ଏହି ବୈଠକ ରେ ପୋଲିସ ଏସ ଡି ପି ଓ, ଖଡିଆଳ ବୋଡ଼େନ ଏବଂ ସିନାପାଲି ଥାନା ଅଧିକାରୀ ମାନେ ଯୋଗଦେଇ ଥିଲେ। ଖଡିଆଳ ମହୋତ୍ସବ ପାଳନ କମିଟି ସମ୍ପାଦକ ପ୍ରୁଥି ରାଜ୍ ମହାନ୍ତି, ସମସ୍ତ ପଦାଧିକାରୀ ଏବଂ ସଦସ୍ୟ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like