-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଓଡିଶାରେ ଖରିଫ ଧାନ କିଣା ସମସ୍ୟାକୁ ନେଇ ରାଜ୍ୟସଭାରେ ଗର୍ଜିଲେ ସାଂସଦ ନିରଞ୍ଜନ ବିଶି

29-Jan-2026



ଦିଲ୍ଲୀ(ପ୍ରେରଣା ଖବର): ସଂସଦର ବଜେଟ ଅଧିବେଶନ  ଦ୍ଵିତୀୟ ଦିବସରେ ରାଜ୍ୟସଭାରେ ସାଂସଦ ନିରଞ୍ଜନ ବିଶି ଓଡିଶା ର କୃଷକ ମାନଙ୍କ ଖରିଫ ଧାନ ବିକ୍ରୟ କରିବାରେ ସରକାରୀ ଅବହେଳା, ମଣ୍ଡି ଅବ୍ୟବସ୍ଥା, ଟୋକନ ସମସ୍ୟା, କଟନୀଛଟନୀ, ସର୍ବନିମ୍ନ ସହାୟକ ମୂଲ୍ୟ(ଏମ.ଏସ.ପି ) ରେ ଧାନ କିଣିବା କଟକଣା, ଭାରତ ସରକାର ଦ୍ୱାରା ନିର୍ଦ୍ଧାରିତ ଉଚିତ ହାରାହାରି ଗୁଣବତ୍ତା(ଏଫଏକ୍ଯୁ) ର ଉଲଂଘନ ପ୍ରସଙ୍ଗ ଉପସ୍ଥାପନା କରିଥିଲେ l ସାଂସଦ ଶ୍ରୀ ବିଶି ଭାରତ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଯେ ଓଡିଶାର କିସାନ ବହୁତ ପରେଶlନ ଅଛନ୍ତି l ଚାଷୀ ମାନଙ୍କୁ ଟୋକନ ଦିଆଯାଉ ନାହିଁ l ଟୋକନ ଥିବା ଚାଷୀ ଧାନ ମଣ୍ଡିକୁ ନେଲେ, ମିଲର ଧାନ ଉଠାଉ ନ ଥିବାରୁ ଚାଷୀ ମଣ୍ଡିରେ ହଇରାଣ ହେଉଛନ୍ତି l  ଚାଷୀମାନେ ଏଫଏକ୍ଯୁ ଶତକଡା ୨୦ ରୁ ୨୨ ପ୍ରତିଶତ  ଦାବୀ କରୁଥିବା ବେଳେ ଭାରତ ସରକାର   ସମସ୍ତ ରାଜ୍ୟ ପାଇଁ ଶତକଡା ୧୭ ପ୍ରତିଶତ ଏଫଏକ୍ଯୁ ଧର୍ଯ୍ୟ କରିଛନ୍ତି l କିନ୍ତୁ ଓଡିଶା ସରକାର ୧୫ ପ୍ରତିଶତ ଏଫଏକ୍ଯୁ ଧର୍ଯ୍ୟ କରି କ୍ଯୁଇଣ୍ଟାଲ ପିଛା ୮ କେଜି ଧାନ ଚାଷୀ ଠାରୁ କାଟୁଛନ୍ତି  ବୋଲି ସାଂସଦ ଶ୍ରୀ ବିଶି ସର୍ବୋଚ୍ଚ ସଦନ ମାଧ୍ୟମ ରେ ଭାରତ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ସାଂସଦ ଶ୍ରୀ ବିଶି ଆହୁରି ଗୁରୁତ୍ୱପୁର୍ଣ ପ୍ରସଙ୍ଗରେ ପ୍ରକାଶ କରିଥିଲେ ଯେ ଓଡିଶା କୃଷିପ୍ରଧାନ ରାଜ୍ୟ l ଆଧୁନିକ ଯୁଗରେ ଚାଷୀ ମାନେ ବୈଜ୍ଞାନିକ ପ୍ରଣାଳୀ ରେ ଚାଷ କରୁଛନ୍ତି l ଧାନ ଉତ୍ପାଦନ ବଢ଼ୁଛି l ଏକର ପିଛା ୩୦ /୩୫ କ୍ଯୁଇଣ୍ଟାଲ ଧାନ ଉତ୍ପାଦନ ହେଉଛି l ବଡ଼ ଚାଷୀ ୫୦୦ କ୍ଯୁଇଣ୍ଟାଲ ଧାନ ଅମଳ କରୁଛନ୍ତି l ସରକାର ବର୍ତ୍ତମାନ  ବଡ଼ ଚାଷୀ ପିଛା ମାତ୍ର ୧୫୦କ୍ଯୁଇଣ୍ଟାଲ ଧାନ  ୩୧୦୦ ଟଙ୍କା ଏମଏସପି ରେ କିଣିବାକୁ ଘୋଷଣା କରିଛନ୍ତି l  ବଡ଼ ଚାଷୀଙ୍କ ବଳକାଧାନ ଅଭାବୀ ବିକ୍ରି ର ଶିକାର ହେବେ l ଅର୍ଥାତ ଏମ.ଏସ.ପି ରୁ କମ ଦରରେ  କ୍ଯୁଇଣ୍ଟାଲ ପିଛା ୧୫୦୦  ଟଙ୍କା ରେ  ମିଲର କିଣିବେ ବଳକା ଧାନ l ଚାଷୀ ଶୋଷଣ ର ଶିକାର ହେବେ l ଓଡିଶା ପାଇଁ ୭୩ ଲକ୍ଷ ମିଲିୟନ ଟନ ଧାନ ସଂଗ୍ରହ କରିବା ଲକ୍ଷ୍ୟ ଧର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷ ମେଟ୍ରିକ ଟନ ଧାନ ଉଠିଛି, ତେବେ ମାର୍ଚ୍ଚ ସୁଦ୍ଧା   ସରକାର ଚାଷୀଙ୍କ ଧାନ କ୍ରୟ କରିବା ଅସମ୍ଭବ ବୋଲି ସାଂସଦ ଶ୍ରୀ ବିଶି ଉଦବେଗ ପ୍ରକାଶ କରିଥିଲେ l ତେଣୁ ଭାରତ ସରକାର କୃଷକ ସମସ୍ୟା ସମାଧାନ କରିବାକୁ  ସାଂସଦ ଶ୍ରୀ ବିଶି ଦାବୀ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like