-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଟଳ ବୟୋ ଅଭ୍ୟୁଦୟ ଯୋଜନା କାର୍ଯ୍ୟକ୍ରମ

29-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଟଳ ବୟୋ ଅଭ୍ୟୁଦୟ ଯୋଜନା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଟିତ ହୋଇଥିଲା।ବିଡ଼ିଓ ଶରତ କୁମାର ବାଘଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ପ୍ରମୋଦ କୁମାର ପଣ୍ଡା ମୁଖ୍ୟ ଅତିଥି,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ ମୁଖ୍ୟ ବକ୍ତା, ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମାଜରେ ବରିଷ୍ଟ ନାଗରିକଙ୍କ ଅବଦାନ ଓ ତାଙ୍କ ପ୍ରତି ଆମ୍ଭମାନଙ୍କର କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିନିକାର ବିଭିନ୍ନ ମହାବିଦ୍ୟାଳୟରୁ ଯୋଗଦେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଏସଏସଓ ମନୋଜ ବିଭାର ବିଭିନ୍ନ ପ୍ରତିଯୋଗିତା କରିଥିଲେ ।ଏଥିରେ ବିଚାରକ ଭାବେ ଅଧ୍ୟାପକ ନୀଳ ମାଧବ ଛତ୍ର,ରୋହିତ ଧରୁଆ,ଝଲକ ମିଶ୍ର,ଦେବେଶ ଗଡ ନାୟକ,ପ୍ରଦୀପ ନାଏକ,ସୁବଳ ପ୍ରଧାନ,ଆକାଶ ପ୍ରଧାନୀ,ଆଶୀର୍ବାଦ ପ୍ରଧାନ,ବିଶ୍ଵମୟ ଗୁରୁ,ଅଧ୍ୟାପିକା ତୁଳସୀ ରାୟ ପ୍ରମୁଖ ଦାୟିତ୍ଵ ତୁଲାଇଥିଲେ।କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମକୁ ଅଧ୍ୟାପକ ଧନେଶ୍ୱର ସାହୁ ସଂଯୋଜନା କରିଥିବା ବେଳେ ଖେଲ ଶିକ୍ଷକ ନାରାୟଣ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ମାନିସ ଆଚାର୍ଯ୍ୟ ଓ ଅଧ୍ୟାପିକା ଡିପ୍ତିମୟୀ ଭୋଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like