-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ-୨୦୨୬ ଅନୁଷ୍ଠିତ

29-Jan-2026



ବଲାଙ୍ଗିର(ପ୍ରେରଣା ଖବର):  ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ସଭାପତିତ୍ଵରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗଙ୍କ ଆବାହନ କ୍ରମେ ଆଜି ପିଆର ହାଇସ୍କୁଲ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା

ଅଧିକାରୀ ପ୍ରବୀର କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା, ରସାୟନ ବୈଜ୍ଞାନିକ ଡାଃ ଶେଷ କିଷାନ, ସାଂସଦ ପ୍ରତିନିଧି ଦିନେଶ ଶର୍ମା ପ୍ରମୁଖ ବରେଣ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ । ସରକାରୀ ସ୍କୁଲକୁ ମଡେଲ ସ୍କୁଲରେ ପରିଣତ କରିବାର ଲକ୍ଷ୍ୟ ରଖିଛି, ଯାହା ଆଧୁନିକ

ପ୍ରଯୁକ୍ତିବିଦ୍ୟା, ସାମଗ୍ରିକ ବିକାଶ ଏବଂ ନବସୃଜନଶୀଳ ଶିକ୍ଷା ଉପରେ ଧ୍ୟାନ ଦେଇ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ଏବଂ ଉନ୍ନତ ଭିତ୍ତିଭୂମି ପ୍ରଦାନ କରିବ। ସହ ଏହି ସ୍କୁଲଗୁଡ଼ିକ ସ୍ମାର୍ଟ ଶ୍ରେଣୀଗୃହ, ବିଜ୍ଞାନ ପ୍ରୟୋଗଶାଳା ଏବଂ ଡିଜିଟାଲ୍ ଶିକ୍ଷା ଉପରେ ଗୁରୁତ୍ଵ ଦେଇ କାର୍ଯ୍ୟକାରୀ ହେବ । ଆମ ବଲାଙ୍ଗିର ଜିଲ୍ଲାର ଛାତ୍ରଛାତ୍ରୀ ଏହା ଦ୍ଵାରା ବେଶ ଉପକୃତ ହେବେ ବୋଲି ବିଧାୟକ ଶ୍ରୀ ସିଂହଦେଓ ମତବ୍ୟକ୍ତ କରିଛନ୍ତି । ପିଏମଶ୍ରୀ ଗୁଡିକ ଛାତ୍ରଛାତ୍ରୀଙ୍କୁ ପାଠପଢା, ଖେଳ ସହ ଅନ୍ୟ ସବୁ କ୍ଷେତ୍ରରେ ସୁଦକ୍ଷ କରିବାରେ ସହାୟକ ହେବ ବୋଲି ଜିଲ୍ଲାପାଳ ଶ୍ରୀ ଇସଲୱାର କହିଛନ୍ତି । ଏହି କାର୍ଯ୍ୟକ୍ରମ ଜାନୁଆରୀ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜିର କାର୍ଯ୍ୟକ୍ରମ ରେ ଜିଲ୍ଲାର ୧୪ ଟି ବ୍ଲକରୁ ପ୍ରାୟ ଦୁଇ ହଜାରରୁ ଊର୍ଦ୍ଧ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।  ଛାତ୍ରଛାତ୍ରୀ ମାନଙ୍କ ପାଇଁ ପ୍ରଦର୍ଶନୀ ଷ୍ଟଲ ଗୁଡିକ ଖୋଲା ଯାଇଛି, ଏଥିରେ ସକ୍ଷମ କେନ୍ଦ୍ର, ଚିତ୍ରକଳା , ଆକାଂକ୍ଷୀ ମେଳା, ଆକାଂକ୍ଷୀ ଛାତ୍ର ପରିଷଦ, ବ୍ୟବସାୟୀକ ଜ୍ଞାନ କୌଶଳ ବୃଦ୍ଧି ଏବଂ ଶିଳ୍ପ କୌଶଳକୁ ବିଜନେଶ ସମିଟ ଷ୍ଟଲରେ ପ୍ରକଳ୍ପ ପ୍ରଭୃତି ରହିଛି । ଏହା ବ୍ୟତୀତ ବେଶଭୂଷା ଓ ଅଭିନୟ ମାଧ୍ୟମ ୪୫ଟି ଦେଶର ପ୍ରତିନିଧି ଭାବେ ଛାତ୍ରଛାତ୍ରୀ ମିଳିତ ଜାତିସଂଘର ସଭା କାର୍ଯ୍ୟ ପରିବେଷଣ କରିଥିଲେ । ସନ୍ଧ୍ୟା କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ ଓ ବିଜ୍ଞାନ ଭିତ୍ତିକ ଡ୍ରାମା ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like