-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ:

03-Feb-2021



ବାଲିଗୁଡା: (ସୁଶୀଲ କୁମାର ପାଣିଗ୍ରାହୀ): ଅନୁସୁଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଦିନିକିଆ କନ୍ଧମାଳ ଗସ୍ତ କରି ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର କ.ନୂଆଗାଁ ଠାରେ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଓ ଡାମେରିକିଆ ଠାରେ ଜନଜାତି ଗୋଷ୍ଠୀ ଗୃହର ଶୁଭ ଉଦଘାଟନ କରିଛନ୍ତି । ଏଥିସହିତ କ.ନୁଆଗାଁ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ରାଜ୍ୟସ୍ତରୀୟ ବିଧାୟକ ଫୁଟବଲ ପ୍ରତିଯୋଗିତାର ମଧ୍ୟ ଶୁଭାରମ୍ଭ କରିଛନ୍ତି । ମହାମାରୀ କରୋନା ଯୋଗୁଁ ରାଜ୍ୟବାସୀ ଅଣାୟତ ହୋଇପଡ଼ିଥିଲେ । ବର୍ତ୍ତମାନ ସମୟରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାସହ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ରୀଡ଼ା ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି ।

ଏହା ମାଧ୍ୟମରେ ଅଞ୍ଚଳର ଯୁବକ ଯୁବତୀ କ୍ରୀଡ଼ା ପ୍ରତି ଆକୃଷ୍ଟ ହେବାସହ ସେମାନଙ୍କ ଅନ୍ତର୍ନିହିତ ଗୁଣ ସାମ୍ନାକୁ ଆସିପାରିବ ବୋଲି କହିଛନ୍ତି ମାନ୍ୟବର ମନ୍ତ୍ରୀ । ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ରାଜ୍ୟ ପରିଷଦ ସଦସ୍ୟ କୃଷ୍ଣ ମୋହନ ପାଣିଗ୍ରାହୀ, ବ୍ଲକ୍‌ ବିଜେଡ଼ି ସଭାପତି ବାସୁଦେବ ପଣ୍ଡା, ବ୍ଲକ୍‌ ଅଧ୍ୟକ୍ଷା ସୁଲୋଚନା ଦଳବେହେରାଙ୍କ ସହ କ.ନୂଆଗାଁ ବ୍ଲକର ଅନ୍ୟ ପଦାଧିକାରୀଙ୍କ ସମେତ ଶତାଧିକ ବିଜେଡ଼ି କର୍ମୀ ବିଶାଳ ଶୋଭାଯାତ୍ରାରେ ବାହାରି ମନ୍ତ୍ରୀ ଓ ବିଧାୟକଙ୍କୁ ପାଛୋଟି ନେବାସହ ସମସ୍ତ କାର୍ଯ୍ୟ ସୁଚାରୁରୂପେ ସମ୍ପାଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like