-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

*ନୂଆପଡ଼ାରେ ଦୁଇଦିନିଆ ଜିଲ୍ଲାସ୍ତରୀୟ ଜୁନିଅର ରେଡ୍‌କ୍ରସ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ*

29-Jan-2026



(ଡୋଲେଶ୍ୱର ବାଗ)
ନୂଆପଡ଼ା ଜିଲ୍ଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଦୁଇଦିନିଆ ଜିଲ୍ଲାସ୍ତରୀୟ ୧୩ତମ ଜୁନିଅର ରେଡ୍‌କ୍ରସ ଅଧ୍ୟୟନ ଓ ପ୍ରଶିକ୍ଷଣ ଶିବିର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଶିବିରକୁ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡ୍‌କ୍ରସ ପତାକା ଉତ୍ଥୋଳନ କରି ଉଦ୍ଘାଟନ କରିଥିଲେ। ଜିଲ୍ଲାପାଳ ସମସ୍ତ ଜୁନିଅର ରେଡ୍‌କ୍ରସ ସଦସ୍ୟ ଓ କାଉନସିଲରମାନଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ‘Be a blood donor, be a hero’ ଶୀର୍ଷକରେ ଏକ ରକ୍ତଦାନ ଶିବିରର ମଧ୍ୟ ଉଦ୍ଘାଟନ କରାଯାଇଥିଲା।ସମ୍ମାନିତ ଅତିଥି ଭାବେ ରେଡ୍‌କ୍ରସ ଅଫ୍‌ ଇଣ୍ଡିଆର ସଦସ୍ୟ ଡଃ ଶିବ ପ୍ରସାଦ ବେହେରା, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଧନେଶ୍ୱର ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ  ପ୍ରଶାନ୍ତ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ  ରେଶମଲାଲ ନାୟକ ଏବଂ ବ୍ଲକ୍‌ ଶିକ୍ଷା ଅଧିକାରୀ ଶ୍ରୀମତୀ ଗୀତାରାଣୀ ଯୋଶୀ ଉପସ୍ଥିତ ଥିଲେ।ନିଜ ଉଦ୍ବୋଧନରେ ଜିଲ୍ଲାପାଳ କହିଥିଲେ ଯେ ସେବା କାର୍ଯ୍ୟ ସଦା ଶୃଙ୍ଖଳା ଓ ନିଷ୍ଠା ସହିତ କରିବା ଆବଶ୍ୟକ। କୌଣସି ସେବା କାର୍ଯ୍ୟ ସଫଳ ହେଲାପରେ ନିଜକୁ ଗର୍ବିତ ମନେ କରିବା ଉଚିତ ନୁହେଁ । ପିଲାମାନେ ପ୍ରାଥମିକ ଶିକ୍ଷା ଦିନରୁ ସେବା ମନୋଭାବ ଅଭ୍ୟାସ କରିବା ଦରକାର । ବାପା-ମାଙ୍କ ସେବା, ପରିବେଶ ପ୍ରତି ଦାୟିତ୍ୱବୋଧ ଓ ସମାଜ ପାଇଁ କାର୍ଯ୍ୟ କରିବା ହେଉଛି ପ୍ରକୃତ ସେବା ବୋଲି ସେ ଉଲ୍ଲେଖ କରିଥିଲେ। ଶୃଙ୍ଖଳା ଓ ନିୟମିତତା ଯେଉଁଠି ଥାଏ, ସେଠି ସଠିକ୍‌ ସେବାର ପରିଚୟ ମିଳେ ବୋଲି ଜିଲ୍ଲାପାଳ କହିଥିଲେ।ଏହି ଅବସରରେ ଜିଲ୍ଲାର ପାଞ୍ଚଟି ବ୍ଲକରୁ ଆସିଥିବା ଜୁନିଅର ରେଡ୍‌କ୍ରସ ଛାତ୍ରଛାତ୍ରୀ ମାନଙ୍କ ସହ ଅନେକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଶିବିରରେ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମରେ ୧୯ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like