-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବି ଏମ ଏସ ର ଜିଲ୍ଲା ବୈଠକ - ଅତିଥି ଭାବେ ଯୋଗଦେଲେ ବିଧାୟକଙ୍କ ପରିବାର

30-Jan-2026



ନୂଆପଡ଼ା (ରାମନାଥ ପଣ୍ଡା)
ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ଶାଖା ତରଫରୁ ଆଜି ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକ ପ୍ରିୟ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାଜୁ ଭାଇ ଢୋଲକିଆଙ୍କ ସହଧର୍ମିଣୀ ତଥା ନୂଆପଡ଼ା ବିଧାୟକ ଜୟ ଢୋଲକିଆଙ୍କ ପୂଜ୍ୟ ମାଁ କଳ୍ପନା ଢୋଲକିଆ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବାବେଳେ ତାଙ୍କ ସହିତ ବିଧାୟକଙ୍କ ପତ୍ନୀ ସୁମନ ଢୋଲକିଆ  ଓ ଉପଦେଷ୍ଟା ଉତ୍କଳ ଯାଦବ ମହାସଭା ଓଡ଼ିଶା ତଥା ନୂଆପଡ଼ା ବିଧାୟକଙ୍କ ପର୍ଶନାଲ ଆସିଷ୍ଟାଣ୍ଟ ରାମଲାଲ ହଂସ,ବିଶିଷ୍ଟ ଅତିଥି ଭାବରେ ବି ଏମ ଏସ ରାଜ୍ୟ ପ୍ରଭାରୀ ଡ ବିରଞ୍ଚି ନାରାୟଣ ପଣ୍ଡା,ଜିଲ୍ଲା ପ୍ରଭାରୀ ବିଶ୍ଵ ରଞ୍ଜନ ସାହା,କଳାହାଣ୍ଡି ହେମାଳି ସଂଘ୍ ଜିଲ୍ଲା ସଭାପତି ରାଧା କାନ୍ତ ବେହେରା,ଜିଲ୍ଲା ସମ୍ପାଦକ ବାବୁଲାଲ ମାଝୀ,ଶ୍ରମିକ ନେତା ଭକ୍ତ ବନ୍ଧୁ ଧରୁଆ,ପୂର୍ବତନ ଜିଲ୍ଲା ସଭାପତି ସୁକ ଦେଓ ସାହୁ,ଜିଲ୍ଲା ମେଡିଆ ସେଲ ରାମନାଥ ପଣ୍ଡା,କାର୍ଯ୍ୟକାରୀ ସଭାପତି ଯଯାତି ମେହେର ପ୍ରମୁଖ ଯୋଗଦାନ କରିଥିଲେ ।କାର୍ଯ୍ୟକ୍ରମରେ ରାଜ୍ୟ ପ୍ରଭାରୀ ଶ୍ରୀଯୁକ୍ତ ପଣ୍ଡାଙ୍କ ସେବା ପ୍ରତି ଥିବା ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା ।ଉଭୟ ରାଜ୍ୟ ପ୍ରଭାରୀ ଓ ଜିଲ୍ଲା ପ୍ରଭାରୀ ଶ୍ରମିକ ମାନଙ୍କ କେଉଁ ସବୁ କାର୍ଯ୍ୟ କରିବାକୁ ହେବ ତାହା ବିସ୍ତୃତ ଭାବରେ ବୁଝାଇଥିଲେ ।ଧାନ ମଣ୍ଡି ହେଉ ଅବା କୃଷି କ୍ଷେତ୍ରରେ ଶ୍ରମିକ ଯେଉଁଭଳି ଭାବରେ ଅବହେଳିତ ତାକୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ହେମାଲି ମାନଙ୍କୁ ଉଦବୋଧନ ଦେଇ ଉଚିତ୍ ପ୍ରାପ୍ୟ ଓ ବକେୟା ଅର୍ଥ କେମିତି ପାଇ ପାରିବା ତାହାରି ଉପରେ ଆଲୋଚନା କରାଯାଇଥିଲା । ବୈଠକରେ ଜିଲ୍ଲାର ବିଭିନ୍ନ ବ୍ଲକରେ କାର୍ଯ୍ୟ କରୁଥିବା ହେମାଳ ମାନେ ଯୋଗଦାନ କରିଥିଲେ ।ନିଜ ଅଧିକାର ପାଇଁ କେମିତି ଲଢ଼ିବାକୁ ପଡ଼ିବ ସେସବୁ ଆଲୋଚନା କରି ଅତିଥି ମାନେ ଗୁରୁ ମନ୍ତ୍ର ପ୍ରଦାନ କରିଥିଲେ ।ଆସନ୍ତା ପୁରୀରେ ହେବାକୁ ଥିବା କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇ କେତେ ସଂଖ୍ୟାରେ ଯୋଗଦାନ କରି ପାରିବା ତାହା ସ୍ଥିର କରାଗଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like