-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କେବଳ ଗାନ୍ଧୀବାଦ୍ ବିଶ୍ୱରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦେଇପାରିବ

30-Jan-2026



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ଜାତିରଜନକ ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ବଲାଙ୍ଗୀରର ଗାନ୍ଧୀ ସ୍ମୃତିକମିଟି ପକ୍ଷରୁ ସ୍ଥାନୀୟ ଗାନ୍ଧୀଭବନ ସମ୍ମୁଖରେ ସହିଦଦିବସ ପାଳିତ ହୋଇଯାଇଛି । ସ୍ମୃତିକମିଟିର ଆବାହକ ସାମ୍ବାଦିକ ଯୁଧିଷ୍ଠିର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ସୂଚନାଅଧିକାର କର୍ମି ହେମନ୍ତ ପଣ୍ଡା,ଯୁବନେତା ବିଧୁଭୂଷଣ ତ୍ରୀପାଠୀ,ବରିଷ୍ଠ ନାଗରିକ ଗୋପଭୂଷଣ ନାଥ, ସ୍ୱାଧିନତା ସଂଗ୍ରାମୀ ପରିବାରର  ସିଦ୍ଧେଶ୍ଵର ପାଣିଗ୍ରାହୀ,ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ତକ୍ଷକର ସଂପାଦକ ବିଶ୍ୱମୟ ପୂଜାରୀ,ଏକ୍ସନନ୍ୟୁଜର ସଂପାଦକ ଶ୍ରୀମନ୍ତ ପଣ୍ଡା ଓ ଗାନ୍ଧୀଭବନର ଯୁବ ପାଠକ/ପାଠିକାମାନେ ଯୋଗଦେଇ ମହାତ୍ମାଗାନ୍ଧୀଙ୍କ ଜୀବନଦର୍ଶନ ଓ ଗାନ୍ଧୀବାଦ ଉପରେ ଆଲୋଚନା କରିଥିଲେ । ପ୍ରଥମେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ତାଙ୍କ ବକ୍ତବ୍ୟରେ ଗାନ୍ଧୀବାଦକୁ ହତ୍ୟାକରାଯାଇପାରେ କିନ୍ତୁ ଗାନ୍ଧୀବାଦକୁ ନୁହେଁ ବୋଲି କହିବା ସହିତ ଆଗାମୀ ଯୁଗଯୁଗ ଧରି ଗାନ୍ଧୀବାଦ ବିଶ୍ୱକୁ ଦିଗଦର୍ଶନ ଦେଉଥିବ ବୋଲି କହିଥିଲେ । ବିଧୁଭୂଷଣ

ତ୍ରୀପାଠୀ ତାଙ୍କ ବକ୍ତବ୍ୟରେ ଗାନ୍ଧୀଜୀଙ୍କ ଆଦର୍ଶକୁ ସମସ୍ତ ଯୁବସମାଜ ଅନୁସରଣ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ଠିକ ସେହିପରି ହେମନ୍ତ ପଣ୍ଡା ତାଙ୍କ ବକ୍ତବ୍ୟରେ ଗାନ୍ଧୀଙ୍କୁ ସଶରୀରେ ସିନା ହତ୍ୟା କରାଗଲା କିନ୍ତୁ ତାଙ୍କର ଶାନ୍ତି,ମୈତ୍ରୀ ଓ ଅହିଂସାର ବିଚାର ଚିରଦିନ ଅମର ହୋଇ ରହିଥିବ । ଆଜି ବିଶ୍ୱରେ ଯୁଦ୍ଧର ବିଭୀଷୀକା ଲାଗିରହିଥିବା ବେଳେ କେବଳ ଗାନ୍ଧୀବାଦ ହିଁ ବିଶ୍ୱରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦେଇପାରିବ ବୋଲି କହିଥିଲେ । ସିଦ୍ଧେଶ୍ଵର ପାଣିଗ୍ରାହୀ ତାଙ୍କ ବକ୍ତବ୍ୟରେ ସୋନପୁର ଗଡ଼ଜାତ ଅଞ୍ଚଳରୁ ଗାନ୍ଧୀ ଙ୍କ ସହଯୋଗୀ ଭାବରେ ସ୍ଵାଧୀନତା ସଂଗ୍ରାମରେ ରହିଥିବା ବ୍ୟକ୍ତି ବିଶେଷ ଙ୍କ ଉପରେ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like