-+91-9937148622 |
prerana_bgr@rediffmail.com |
Thursday 30th April 2026 |
R.N.I. Regd No. ODIODI/2010/46693
Breaking News
30-Jan-2026
( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର)
ବିଗତ କିଛି ବର୍ଷ ପୁର୍ବେ ଘଟିଥିବା ହିଲ୍ ପାଟଣା ଅଞ୍ଚଳର ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ଅଭିଯୁକ୍ତ ୫ ଜଣକୁ ଙ୍କୁ ଆଜି ମାନ୍ୟବର ଅତିରିକ୍ତ ଜିଲ୍ଲା ଜଜ୍ ବିବଶ୍ଵତ ଗୌତମ ଆଜି ଆଜୀବନ କାରାଦଣ୍ଡ ସହ ନଗଦ ୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଆଦେଶ ଦେଇଛନ୍ତି ଓ ଜରିମାନା ଅନାଦେୟ ଅଧିକ ଚାରି ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।