-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଏମ୍‌ଭି–୭୯ରେ ଡାଃ ଶ୍ୟାମ ପ୍ରସାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

30-Jan-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଏମ୍‌ଭି–୭୯ ସ୍ଥିତ ଡାଃ ଶ୍ୟାମ ପ୍ରସାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଏମ୍‌ଭି–୭୯ ସ୍ଥାନୀୟ ଭାରତୀୟ ଷ୍ଟେଟ ବ୍ୟାଙ୍କର ଶାଖା ପରିଚାଳକ ପେଟଚି ମୁଥୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ କଲେଜର ପ୍ରତିଷ୍ଠାତା ସଦସ୍ୟ ନିମାଇଁ ଚନ୍ଦ୍ର ପାଲ ମୁଖ୍ୟ ବକ୍ତା ଭାବେ ଉପସ୍ଥିତ ଥିଲେ।ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ପରିତୋଷ ସରକାର ଓ ଶ୍ରୀମତୀ ପ୍ରଭାସିନି ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ, କଲେଜ ଅଧ୍ୟକ୍ଷ ଡାଃ ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବାର୍ଷିକ ଉତ୍ସବ ଅବସରରେ ଶିକ୍ଷାବର୍ଷ ୨୦୨୪–୨୫ରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ସୁସ୍ମିତା ଢ଼ାଳିଙ୍କୁ ଶ୍ରେଷ୍ଠ ଛାତ୍ରୀ ଭାବେ ସମ୍ମାନିତ କରାଯାଇ ପୁରସ୍କାର ପ୍ରଦାନ କରାଯାଇଥିଲା।ଅଧ୍ୟକ୍ଷ ଡାଃ ମିଶ୍ର ତାଙ୍କ ଭାଷଣରେ କଲେଜ ସ୍ଥାପନା ପରଠାରୁ ଆସି ଥିବା ବିଭିନ୍ନ ସମସ୍ୟା, ପୂର୍ବ ସ୍ଥିତି ଓ ବର୍ତ୍ତମାନର ଶିକ୍ଷାଗତ ସଫଳତା ସମ୍ପର୍କରେ ଅତିଥିମାନଙ୍କୁ ଅବଗତ କରାଇଥିଲେ। ସେହିପରି ଦୀର୍ଘ ବର୍ଷ ପୂର୍ବରୁ ଏମ୍‌ଭି–୭୯ ଅଞ୍ଚଳବାସୀଙ୍କ ସାମୂହିକ ପ୍ରଚେଷ୍ଟାରେ କଲେଜଟି ଗଢ଼ିଉଠିଥିବା କଥା ମଧ୍ୟ ସ୍ମରଣ କରାଯାଇଥିଲା।ଏହି ଅବସର ରେ କଲେଜର କୃତି ଛାତ୍ରଛାତ୍ରୀ ଓ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରା ଯାଇଥିବାବେଳେ, ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ଆକର୍ଷିତ କରିଥିଲା।ଇଂରାଜୀ ଅଧ୍ୟାପକ ବସନ୍ତ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସନ୍ତୋଷ କୁମାର ପ୍ରହରାଜ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସହ ଅନ୍ୟାନ୍ୟ ଅଧ୍ୟାପକ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like