-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ବୈଶାଖି ନାଟ୍ୟ ମହୋତ୍ସବ ୨୦୨୫ର ଆଲୋଚନା ଚକ୍ର ଓ ସମ୍ବର୍ଦ୍ଧନା ପର୍ବ

30-Jan-2026



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗୀର - ସୋନପୁର ନିର୍ମାଣ ଶ୍ରମିକ ସଂଘ ତରଫରୁ ହୋଇଥିବା ବୈଶାଖି ନାଟ୍ୟ ମହୋତ୍ସବ ର ଆଲୋଚନା ଚକ୍ର ପଥପ୍ରାନ୍ତ ନାଟକର ପ୍ରସ୍ତୁତି ଓ ପରିବେଷଣ ବିଷୟକୁ ନେଇ ଏକ କାର୍ଯ୍ୟକ୍ରମ ଲୋଇସିଂହା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟ ପାଣି ଉଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମାଜସେବୀ ଯୁଧିଷ୍ଠିର ପଧାନ, ବ୍ଳକ କଳାକାର ସଂଘ ସଭାପତି ସରୋଜ ବିଶ୍ବାଳ, କଳାକାର ସଂଘ ଆଇନ୍ ପରାମର୍ଶ ଦାତା ଭବାନୀଶଙ୍କର ଭୋଇ ପ୍ରମୁଖ ଯୋଗ ଦେଇଥିଲେ। ନିମନ୍ତ୍ରିତ ଅତିଥି ମାନଙ୍କ ଦ୍ଵାରା ସର୍ବ ପ୍ରଥମେ ମାଁ ସମଲେଶ୍ଵରୀ ଙ୍କ ଠାରେ ପୂଜାର୍ଚ୍ଚନା କରି କାର୍ଯ୍ୟକ୍ରମ ଉଦ୍ଘାଟନ କରାଯାଇଥିଲା  ଏହି ପରିପ୍ରେକ୍ଷୀରେ  ଭାରତୀୟ ସୈନ୍ୟ ବାହିନୀରେ ନୂତନ ଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କ ସହିତ ଅବସର ପ୍ରାପ୍ତ ସୈନିକ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହାପରେ ସରୋଜ ବିଶ୍ବାଳ ପଥପ୍ରାନ୍ତ ନାଟକ ର ପ୍ରସ୍ତୁତି ଓ ପରିବେଷଣ ବିଷୟରେ ବ୍ଳକର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରମାନଙ୍କୁ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ଲୋଇସିଂହା ବ୍ଳକ କଳାକାର ସଂଘ ସହଯୋଗ କରି ଶତାଧିକ କଳାକାର ଭାଗ ନେଇଥିଲେ। ସରୋଜ କୁମାର ମହାକୁର ପରିଚାଳନା କରିଥିବା ବେଳେ ଗୋପାଳ ଚନ୍ଦ୍ର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like