-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ପକ୍ଷରୁ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ

30-Jan-2026



ବଲାଙ୍ଗିର: ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ଓଡ଼ିଆ, ଇଂରାଜୀ, ସଂସ୍କୃତ ଓ ହିନ୍ଦୀ ବିଭାଗସମୂହ ପକ୍ଷରୁ ଫେବୃୟାରୀ  ୨୭ ରୁ ୨୮ ତାରିଖ ପର୍ଯ୍ୟନ୍ତ ୨ଦିନ ଧରି ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଏହି ଦ୍ଵିଦିବସୀୟ ଜାତୀୟ ଆଲୋଚନାଚକ୍ରରେ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଦୀପ୍ତ କୁମାର ବେହେରା ମୁଖ୍ୟ ଅତିଥି,ଅନ୍ୟତମ ସମ୍ମାନିତ ଅତିଥି ଭାବେ କୁଳସଚିବ ହରପ୍ରସାଦ ଭୋଇ,ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ପ୍ରତାପ କୁମାର ଦାଶ,ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ତଥା ଏହି ଆଲୋଚନାଚକ୍ର ର ସଂଯୋଜକ ଡ. ସୁଶାନ୍ତ କୁମାର ପଣ୍ଡା,ପି.ଏମ୍. ଉଷାର ସଂଯୋଜକ ଡ.ଗଣପତି ମେଣ୍ଡାଲି ଏବଂ ମୁଖ୍ୟବକ୍ତା ଭାବରେ  କୃଷି ବୈଷୟିକ ବିଶ୍ଵବିଦ୍ୟାଳୟ,ପୁଷାର ଅବସରପ୍ରାପ୍ତ କୁଳାଧିପତି ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ଯୋଗଦାନ କରିଥିଲେ ।
ଏହି ଆଲୋଚନାଚକ୍ରରେ ବିଷୟ ବିଶେଷଜ୍ଞ ଭାବେ ଓଡ଼ିଆ ବିଭାଗର ପ୍ରଫେସର କୃଷ୍ଣଚନ୍ଦ୍ର ପ୍ରଧାନ,ଆଡଜଣ୍ଟ ପ୍ରଫେସର ଓଡ଼ିଆ ଫକୀରମୋହନ ବିଶ୍ଵବିଦ୍ୟାଳୟ,ବାଲେଶ୍ଵର,ପ୍ରଫେସର ଗିରୀଶ ଚନ୍ଦ୍ର ମିଶ୍ର ଅବସରପ୍ରାପ୍ତ ପ୍ରାଧ୍ୟାପକ ଓଡ଼ିଆ ବିଭାଗ,ରେଭେନ୍ସା ବିଶ୍ଵବିଦ୍ୟାଳୟ,କଟକ,ବିଶ୍ଵଭାରତୀ ଶାନ୍ତିନିକେତନ ଓଡ଼ିଆ ବିଭାଗର ସହାୟକ ପ୍ରଫେସର ଶରତ କୁମାର ଜେନା,ଉତ୍କଳ ବିଶ୍ଵବିଦ୍ୟାଳୟ ବାଣୀବିହାର ଭୁବନେଶ୍ୱରର ସଂସ୍କୃତ ବିଭାଗର ସହଯୋଗୀ ପ୍ରଫେସର ଡ. ବ୍ରଜସୁନ୍ଦର ମିଶ୍ର,ଜାତୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ତିରୁପତି ସଂସ୍କୃତ ବିଭାଗର ସହଯୋଗୀ ପ୍ରଫେସର ଡ.ସୋମନାଥ ଦାଶ,କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଆସାମ,ସିଲଚରର ଇଂରାଜୀ ବିଭାଗର ପ୍ରାଧ୍ୟାପକ ପ୍ରଫେସର ଦିପେନ୍ଦୁ ଦାସ,ହିନ୍ଦୀ ବିଶ୍ଵବିଦ୍ୟାଳୟ ହାୱଡାର ଉପ-କୁଳାଧିପତି ପ୍ରଫେସର ଦାମୋଦର ମିଶ୍ର,କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ହିନ୍ଦୀ ବିଭାଗର ପ୍ରଫେସର ଚକ୍ରଧର ପ୍ରଧାନ ପ୍ରମୁଖ ବିଷୟ ବିଶେଷଜ୍ଞ ଭାବେ ଯୋଗଦାନ କରି ତୁଳନାତ୍ମକ ସାହିତ୍ୟ ଓ ଅନୁବାଦ ଅଧ୍ୟୟନର ବିବିଧ ଦିଗ,ସମକାଳୀନ ସାହିତ୍ୟରେ ତାହାର ଆବଶ୍ୟକତା, ଉପଯୋଗିତା ସମ୍ପର୍କରେ ଆଲୋକପାତ କରିଥିଲେ।ରାଜେନ୍ଦ୍ର
ବିଶ୍ଵବିଦ୍ୟାଳୟ ଅଧୀନସ୍ଥ ସମସ୍ତ ମହାବିଦ୍ୟାଳୟ,ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବଂ ଅନ୍ୟ ବିଶ୍ଵବିଦ୍ୟାଳୟରୁ ଆସିଥିବା ଗବେଷକ ଗବେଷିକା,ତାଙ୍କର ତୁଳନାତ୍ମକ ସାହିତ୍ୟ ଓ ଅନୁବାଦ ଅଧ୍ୟୟନ ଭିତ୍ତିକ ପ୍ରବନ୍ଧ ପାଠ କରିଥିଲେ।
ଆଲୋଚନାଚକ୍ରର ଉଦଯାପନୀ ସମାରୋହରେ ଅତୀବଡ଼ି ଜଗନ୍ନାଥ ଦାସ ପୁରସ୍କାର ପ୍ରାପ୍ତ ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗର ଅବସରପ୍ରାପ୍ତ ପ୍ରଫେସର ମଧୁସୂଦନ ପତି ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ତୁଳନାତ୍ମକ ସାହିତ୍ୟ ଓ ଅନୁବାଦ ଅଧ୍ୟୟନର ବିବିଧ ବିଭବ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ।ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ବିଶ୍ୱ ବିଦ୍ୟାଳୟର କୁଳସଚିବ ଶ୍ରୀ ହରପ୍ରସାଦ ଭୋଇ,ମାନବ ସମ୍ବଳ ଆୟୋଗର ନିର୍ଦ୍ଦେଶକ ପ୍ରଫେସର ରାଜକିଶୋର ପାତ୍ର,ପରୀକ୍ଷା ନିୟନ୍ତ୍ରକ ଡ. ନରେନ୍ଦ୍ର କୁମାର ରାଉତ,ପି.ଏମ୍.ଉଷାର ସଂଯୋଜକ ଡ.ଗଣପତି ମେଣ୍ଡାଲି,ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ପ୍ରତାପ କୁମାର ଦାସ,ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଡ.ସୁଶାନ୍ତ କୁମାର ପଣ୍ଡା,ହିନ୍ଦୀ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଡ.ରୂପଧର ଗୋମାଙ୍ଗୋ,ସଂସ୍କୃତ ଭାଷା ସାହିତ୍ୟ ବିଭାଗର ମୁଖ୍ୟ ଡ.ଅମରେଶ ନାଏକ ମଞ୍ଚାସୀନ ଥିଲେ।ପ୍ରବନ୍ଧ ଉପସ୍ଥାପକ ଉପସ୍ଥାପିକା ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ଶେଷରେ ଆଲୋଚନାଚକ୍ରର ସଂଯୋଜକ ଡ. ସୁଶାନ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଆଲୋଚନାଚକ୍ରରେ ଓଡ଼ିଆ, ଇଂରାଜୀ,ହିନ୍ଦୀ ଓ ସଂସ୍କୃତ ବିଭାଗସମୂହ ଏବଂ ବିଶ୍ଵବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ପ୍ରାଧ୍ୟାପକ, ପ୍ରଧ୍ୟାପିକା,ଛାତ୍ରଛାତ୍ରୀ, ଗବେଷକ,ଗବେଷିକା ଯୋଗଦାନ କରି ସଭାକୁ ସଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like