-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||     

HOME   ଜିଲ୍ଲା

ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ (ଗ୍ରାମୀଣ) ବିକଶିତ ଭାରତ ଜୀ ରାମ ଜୀ ବିଲ୍-୨୦୨୫ ଆଇନ ଉପରେ ଏକ କର୍ମଶାଳା

30-Jan-2026



ବଲାଙ୍ଗିର(ଦେବାଶିଷ ବହିଦାର):  ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ (ଗ୍ରାମୀଣ) ବିକଶିତ ଭାରତ ଜୀ ରାମ ଜୀ ବିଲ୍-୨୦୨୫ ଆଇନ ଉପରେ ଏକ କର୍ମଶାଳା ଭୀମଭୋଇ ମେଡିକାଲ ଅଡିଟୋରିୟମ୍ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ, ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗ, ଓଡିଶା ସରକାର ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବେ ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ଟିଟିଲାଗଡ ବିଧାୟକ ନବୀନ ଜୈନ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା ପ୍ରମୁଖ ମଞ୍ଚାସିନ ଥିଲେ । ଏହି ନୂଆ ଆଇନ ଗ୍ରାମୀଣ ପରିବାର ପାଇଁ ପ୍ରତି ଆର୍ଥିକ ବର୍ଷରେ ବୈଧାନିକ ମଜୁରି ଭିତ୍ତିକ ନିଯୁକ୍ତି ଗ୍ୟାରେଣ୍ଟିକୁ ୧୨୫  ଦିନକୁ ବୃଦ୍ଧି କରିଛି । ଏହା ସଶକ୍ତିକରଣ ଓ ସମାବେଶୀ ଅଭିବୃଦ୍ଧି ସୁନିଶ୍ଚିତ କରିବା ସହ ଏକ ସମୃଦ୍ଧ, ସ୍ଥିର ଏବଂ ଆତ୍ମନିର୍ଭରଶୀଳ ଗ୍ରାମୀଣ ଭାରତ ପାଇଁ ମୂଳଦୁଆକୁ ମଜବୁତ କରିବ । ଏହା ଆଧୁନିକ ବୈଧାନିକ ଢାଞ୍ଚା ପ୍ରଦାନ କରିବ ଏବଂ ବିକଶିତ ଭାରତ ୨୦୪୭ର ଜାତୀୟ ଲକ୍ଷ୍ୟକୁ ସାକାର କରିବା ଲାଗି ଜୀବିକା ସୁରକ୍ଷାକୁ ବୃଦ୍ଧି କରିବ । ଏହା ମଜୁରି ସୁରକ୍ଷାକୁ ସୁଦୃଢ଼ କରିବ ଏବଂ ଶ୍ରମିକମାନଙ୍କୁ ବିଳମ୍ବରେ ପାଉଣା ପାଇବାରୁ ରକ୍ଷା କରିବ । ଏହା ରୋଜଗାର ତଥା ବେକାରୀ ଭତ୍ତା ପାଇଁ ବୈଧାନିକ ଅଧିକାରକୁ ସମ୍ପୂର୍ଣ୍ଣ ସଂରକ୍ଷିତ କରିବ। ବିକଶିତ ଭାରତ ଜୀ ରାମ ଜୀ ଆଇନର ଦ୍ଵାରା ଆମେ ବଲାଙ୍ଗିର ଜିଲ୍ଲାକୁ ଦାଦନ ମୁକ୍ତ କରାଯିବ, ଏହା ଲୋକଙ୍କୁ ସେମାନଙ୍କ ଅଞ୍ଚଳରେ ଗ୍ୟାରେଣ୍ଟି କାମ ଯୋଗାଇବ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବ । ଏହି ଯୋଜନା ଗ୍ରାମୀଣ ନିଯୁକ୍ତି ଏବଂ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ବଲାଙ୍ଗିର ଭଳି ଦାଦନ ପ୍ରବଣ ଅଞ୍ଚଳରେ ଏହି କଲ୍ୟାଣକାରୀ ଯୋଜନାକୁ ସୂଚାରୁ ରୂପେ କାର୍ଯ୍ୟକାରୀ କରାଯିବ; ଯଦ୍ଵାରା ତୃଣମୂଳସ୍ତରରେ ଲୋକ ଉପକୃତ ହୋଇପାରିବେ ଏବଂ ବଲାଙ୍ଗିର ଜିଲ୍ଲା ଦାଦନ ମୁକ୍ତ ହୋଇପାରିବ । ଏହା ସହ ବିକଶିତ ଭାରତ ଜୀ ରାମ ଜୀ ଭଳି କଲ୍ୟାଣକାରୀ ଯୋଜନାର ଲକ୍ଷ୍ୟ ଓ ଉପକାରିତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବା ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ଅତିଥି ବୃନ୍ଦ ଲୋକଙ୍କୁ ଦେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଆରଏସ, ପିଇଓ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026

You Might Also Like