-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜେଏମଡି ସ୍କୁଲର ତୃତୀୟ ବାର୍ଷିକୀ ଉତ୍ସବ

31-Jan-2026



ସିନ୍ଧେକେଲା (ଆନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅର୍ନ୍ତଗତ ସିନ୍ଧେକେଲା ସ୍ଥିତ (ଜେଏମଡି) ଜୟ ମାଁ ଦ୍ୱାରସେହ୍ନୀ ଇଂଲିଶ ମିଡିଅମ ସ୍କୁଲର ତୃତୀୟ ବାର୍ଷିକୀ ଉତ୍ସବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧ୍ୟକ୍ଷ ନିତେଷ କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ମୁଖ୍ୟ ବକ୍ତା ଭାବେ ପଲ୍ଲିଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦ କୁମାର ରଥ, ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ସାଂସଦ ପ୍ରତିନିଧି ଅନିଲ ନାଏକ, ଓଡ଼ିଶା ୟୂନିଅନ ଅଫ୍ ଜର୍ଣ୍ଣାଲିଷ୍ଟ ବଲାଙ୍ଗୀର ଜିଲ୍ଲା ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ, ସ୍କୁଲ ପରିଚାଳନା କମିଟିର ସଭାପତି ସୁରେଶ କୁମାର ସାହୁ, ଡାଇରେକ୍ଟର ଏକାଡେମିକ ତଥା ଉପଦେଷ୍ଟା ଗଣପତି ସାହୁ, ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ ପ୍ରମୁଖ ଯୋଗଦେଇ ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ଙ୍କ ଠାରେ ଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିବାସହ ଉକ୍ତ ସ୍କୁଲର ମଙ୍ଗଳ କାମନା କରିଥିଲେ। ସ୍କୁଲ ନିର୍ଦ୍ଦେଶକ ଗଣପତି ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଶ୍ରୀ ରଥ 
ଇଂଲିସ ମିଡିଅମ ସ୍କୁଲର ବର୍ତ୍ତମାନ ସମୟର ଆବଶ୍ୟକତା ଉପରେ ବିସ୍ତୃତ ଭାବେ ନିଜ ବକ୍ତବ୍ୟ ରଖିଥିଲେ। ଏହି ଉତ୍ସବରେ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅଭିଭାବକ ତଥା ଅତିଥି ମାନଙ୍କୁ ବେଶ୍ ମନ ମୁଗ୍ଧ କରିଥିଲା। ଶିକ୍ଷୟିତ୍ରୀ ବୈଶାଖୀ ସାହୁ, ଅଙ୍କିତା ପଣ୍ଡା, ସୁଜାତା ସିହ୍ନା ପ୍ରମୁଖ ମଞ୍ଚପରିଚାଳନା କରିଥିଲେ। ଶିକ୍ଷକ ମାନସ ସାହୁ, ସିମାଞ୍ଚଲ ସାହୁ, ହିମାଂଶୁ ସାହୁ, ଶିକ୍ଷୟିତ୍ରୀ ରଞ୍ଜିତା କୁମାରୀ ଦୁବେ, ପ୍ରତିମା ଷଡ଼ଙ୍ଗୀ, ସୌଭାଗ୍ୟ ସାହୁ, ସସ୍ମୀତା ନାଗ, ଶେଫାଳୀ ସିଂଦେଓ, ଆରତୀ ବେହେରା ତଥା କର୍ମଚାରୀ ପଞ୍ଚା ମହାନନ୍ଦ, ସୁଧାଂଶୁ ଛୁରା,ଗରେସ ମହାନନ୍ଦ, ଅନିତା ସାହୁ,ପୁଷ୍ପା ପୁଟେଲ ପ୍ରମୁଖ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like