-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଓଡିଶା ପବ୍ଲିକ ସ୍କୁଲ କଣ୍ଟାମାଳର ପ୍ରଥମ ବାର୍ଷିକୋତ୍ସବ “ଭାଇବ୍ରାନ୍ସ”

31-Jan-2026



କଣ୍ଟାମାଳ(ଜୟ କୁମାର ମହାରଣା): ଶିକ୍ଷା ହିଁ ମନୁଷ୍ୟର ଅଜ୍ଞାନତାର ଅନ୍ଧକାର ଦୂର କରିଥାଏ ବୋଲି ବୁଧବାର ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ଥିତ ଓଡିଶା ପବ୍ଲିକ ସ୍କୁଲ ଓ ପିଇ କୋଚିଂ ସେଣ୍ଟର ର ପ୍ରଥମ ବାର୍ଷିକୋତ୍ସବ “ଭାଇବ୍ରାନ୍ସ” ରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ   l  ପିଇ କୋଚିଂ ର ପ୍ରତିଷ୍ଠାତା ଓ ଓଡିଶା ପବ୍ଲିକ ସ୍କୁଲ ର ନିର୍ଦେଶକ ପଞ୍ଚାନନ କର୍ଣ୍ଣ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ପ୍ରଥମ ବାର୍ଷିକୋତ୍ସବ ରେଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟଅତିଥି,ଅବସରପ୍ରାପ୍ତ ଅଧ୍ୟାପକ ସନ୍ତୋଷ କୁମାର ବିଶି ମୁଖ୍ୟ ବକ୍ତା ଓ ସମ୍ମାନୀତ ଅତିଥି ଭାବେ କଣ୍ଟାମାଳ ଥାନାଧିକାରୀ ଇନ୍ସପେକ୍ଟର ବାସୁଦେବ ଭୋଇ,ଫାୟାର ଅଫିସର ବୌଦ୍ଧ ସୁମନ୍ତ କୁମାର ଜେନା, ଇଂରାଜୀ ଶିକ୍ଷକ ଆଦର୍ଶ ବିଦ୍ୟାଳୟ କଣ୍ଟାମାଳ ଅନନ୍ତ କୁମାର ପ୍ରଧାନ,କଣ୍ଟାମାଳ ହାଇସ୍କୁଲ ପ୍ରଧାନଶିକ୍ଷକ ମନୋରଞ୍ଜନ ପ୍ରଧାନ, ଶିମିଳିଯୋରା ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରକାଶ ପ୍ରଧାନ, ପଞ୍ଚାୟତ କଲେଜ କଣ୍ଟାମାଳ ଅଧ୍ୟାପକ ବସନ୍ତ କୁମାର ଖଟୁଆ, ପ୍ରଧାନଶିକ୍ଷକ ରାୟଗୁଡା କୁଶ ନାୟକ, ସମାଜସେବୀ ରଞ୍ଜିପ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସୁଶାନ୍ତ କୁମାର କହଁର ପ୍ରମୁଖ ଯୋଗଦେଇଥିଲେ  l  ବିଦ୍ୟାଳୟ ଅଧ୍ୟକ୍ଷ ଉଦୟ ନାଥ ଧଳ ବାର୍ଷିକ ବିବରଣୀ ପାଠ କରିଥିଲେ  l  ଶିକ୍ଷକ ଆୟୁଷ କୁମାର ନାୟକ ଓ ସୁଶ୍ରୀ ପ୍ରଭାସିନୀ ନାୟକ

ଅତିଥିପରିଚୟ ସହ ସଭା ସଂଯୋଜନା ଏବଂ ବାଲି ତୀର୍କୀ ଧନ୍ୟବାଦ ଅର୍ପଣ କରିଥିଲେ  l  ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ  l  ଆରମ୍ଭରେ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ  l  ଏହି ଅବସରରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସଚେତନତାମୂଳକ ନାଟକ ‘ଅଭିଳାସା’ ଦର୍ଶକଙ୍କ ମନଛୁଆଁ ହୋଇଥିଲା  l  ଏଥିସହ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ରଙ୍ଗାରଙ୍ଗ ନୃତ୍ୟ ସଙ୍ଗୀତ ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା  l  ବିଦ୍ୟାଳର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like