-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||     

HOME   ଜିଲ୍ଲା

ବିକଶିତ ଭାରତ ଜୀ ରାମ ଜୀ ବିଲ୍-୨୦୨୫ ଆଇନ ଉପରେ ଏକ କର୍ମଶାଳା

31-Jan-2026



ବଲାଙ୍ଗିର(ପ୍ରେରଣା ଖବର): ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ (ଗ୍ରାମୀଣ) ବିକଶିତ ଭାରତ ଜୀ ରାମ ଜୀ ବିଲ୍-୨୦୨୫ ଆଇନ ଉପରେ ଏକ କର୍ମଶାଳା ଭୀମଭୋଇ ମେଡିକାଲ ଅଡିଟୋରିୟମ୍ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ, ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗ, ଓଡିଶା ସରକାର ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବେ ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ,

ଟିଟିଲାଗଡ ବିଧାୟକ ନବୀନ ଜୈନ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା ପ୍ରମୁଖ ମଞ୍ଚାସିନ ଥିଲେ । ଏହି ନୂଆ ଆଇନ ଗ୍ରାମୀଣ ପରିବାର ପାଇଁ ପ୍ରତି ଆର୍ଥିକ ବର୍ଷରେ ବୈଧାନିକ ମଜୁରି ଭିତ୍ତିକ ନିଯୁକ୍ତି ଗ୍ୟାରେଣ୍ଟିକୁ ୧୨୫  ଦିନକୁ ବୃଦ୍ଧି କରିଛି । ଏହା ସଶକ୍ତିକରଣ ଓ ସମାବେଶୀ ଅଭିବୃଦ୍ଧି ସୁନିଶ୍ଚିତ କରିବା ସହ ଏକ ସମୃଦ୍ଧ, ସ୍ଥିର ଏବଂ ଆତ୍ମନିର୍ଭରଶୀଳ ଗ୍ରାମୀଣ ଭାରତ ପାଇଁ ମୂଳଦୁଆକୁ ମଜବୁତ କରିବ । ଏହା ଆଧୁନିକ ବୈଧାନିକ ଢାଞ୍ଚା ପ୍ରଦାନ କରିବ ଏବଂ ବିକଶିତ ଭାରତ ୨୦୪୭ର ଜାତୀୟ ଲକ୍ଷ୍ୟକୁ ସାକାର କରିବା ଲାଗି ଜୀବିକା ସୁରକ୍ଷାକୁ ବୃଦ୍ଧି କରିବ । ଏହା ମଜୁରି ସୁରକ୍ଷାକୁ

ସୁଦୃଢ଼ କରିବ ଏବଂ ଶ୍ରମିକମାନଙ୍କୁ ବିଳମ୍ବରେ ପାଉଣା ପାଇବାରୁ ରକ୍ଷା କରିବ । ଏହା ରୋଜଗାର ତଥା ବେକାରୀ ଭତ୍ତା ପାଇଁ ବୈଧାନିକ ଅଧିକାରକୁ ସମ୍ପୂର୍ଣ୍ଣ ସଂରକ୍ଷିତ କରିବ। ବିକଶିତ ଭାରତ ଜୀ ରାମ ଜୀ ଆଇନର ଦ୍ଵାରା ଆମେ ବଲାଙ୍ଗିର ଜିଲ୍ଲାକୁ ଦାଦନ ମୁକ୍ତ କରାଯିବ, ଏହା ଲୋକଙ୍କୁ ସେମାନଙ୍କ ଅଞ୍ଚଳରେ ଗ୍ୟାରେଣ୍ଟି କାମ ଯୋଗାଇବ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବ । ଏହି ଯୋଜନା ଗ୍ରାମୀଣ ନିଯୁକ୍ତି ଏବଂ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ବଲାଙ୍ଗିର ଭଳି ଦାଦନ ପ୍ରବଣ ଅଞ୍ଚଳରେ ଏହି କଲ୍ୟାଣକାରୀ ଯୋଜନାକୁ ସୂଚାରୁ ରୂପେ କାର୍ଯ୍ୟକାରୀ କରା ଯିବ;  ଯଦ୍ଵାରା ତୃଣମୂଳସ୍ତରରେ ଲୋକ ଉପକୃତ ହୋଇ ପାରିବେ ଏବଂ ବଲାଙ୍ଗିର ଜିଲ୍ଲା ଦାଦନ ମୁକ୍ତ ହୋଇପାରିବ । ଏହା ସହ ବିକଶିତ ଭାରତ ଜୀ ରାମ ଜୀ ଭଳି କଲ୍ୟାଣକାରୀ ଯୋଜନାର ଲକ୍ଷ୍ୟ ଓ ଉପକାରିତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବା ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ଅତିଥି ବୃନ୍ଦ ଲୋକଙ୍କୁ ଦେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଆରଏସ, ପିଇଓ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026

You Might Also Like