-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ-୨୦୨୬ ଉଦ୍‌ଯାପିତ

31-Jan-2026



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ପିଏମଶ୍ରୀ ଉତ୍ସବ-୨୦୨୬ ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ସଭାପତିତ୍ଵରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗଙ୍କ ଆବାହନ କ୍ରମେ ପିଆର ହାଇସ୍କୁଲ ଖେଳ ପଡିଆରେ ଦୁଇ ଦିନିଆ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ସକାଳ କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଦ୍ଵାରା କରାଯାଇଥିବା ପ୍ରଦର୍ଶନୀ ଷ୍ଟଲ ଗୁଡିକ ବୁଲି ଦେଖିବା ସହ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।  
ଅପରାହ୍ନ ଆୟୋଜିତ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ଓଡ଼ିଶା ସରକାର ଡଃ ମୁକେଶ ମହାଲିଙ୍ଗ

ଉପସ୍ଥିତ ଥିଲେ । ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ସହ ଛାତ୍ରଛାତ୍ରୀଙ୍କର ସର୍ବାଙ୍ଗୀନ ଉନ୍ନତି କରିବା ପିଏମଶ୍ରୀ ସ୍କୁଲର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମୁଖ୍ୟ ଅତିଥି ଶ୍ରୀ ମହାଲିଙ୍ଗ ମତବ୍ୟକ୍ତ କରିଥିଲେ । କେନ୍ଦ୍ର ସରକାରଙ୍କ ନୂତନ ଶିକ୍ଷା ନୀତି ପୁସ୍ତକ ଶିକ୍ଷା ଠାରୁ ଜ୍ଞାନ ଆହରଣ କରି ତାହାକୁ ପ୍ରାୟୋଗିକ କାର୍ଯ୍ୟରେ ଲଗାଇବା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରୁଛି, ଯାହା ସେମାନଙ୍କ ସୁଭବିଷ୍ୟତ ଗଠନରେ ସହାୟକ ହେବ ବୋଲି କହିବା ସହ ଭାରତ ସରକାରଙ୍କ ଏଆଇ(କୃତ୍ରିମ ବୁଦ୍ଧିମତା) ମିଶନ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇ ଥିଲେ । ପୂର୍ବତ୍ତନ ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ପରିଚାଳନା

କମିଟି ସହ ବିଚାରବିମର୍ଶ ଦ୍ଵାରା ବିଦ୍ୟାଳୟ ଏବଂ ଶିକ୍ଷା କ୍ଷେତ୍ରରେ କିଭଳି ପରିବର୍ତ୍ତନ ଆଣିପାରିବା ସେ ଦିଗରେ ଗୁରୁତ୍ଵ ଦେବାକୁ ଜିଲ୍ଲାପାଳ ଶିକ୍ଷାଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପ୍ରବୀର ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇଙ୍କ ସହ ଜିଲ୍ଲା ବିଜ୍ଞାନ ତତ୍ତ୍ବାବଧାରକ ନବଘନ ସାହୁ ମଞ୍ଚାସୀନ ଥିଲେ । ଶ୍ରେଷ୍ଠ ପ୍ରଦର୍ଶନୀ ଷ୍ଟଲ ଗୁଡିକୁ ପୁରସ୍କୃତ କରାଯାଇଥିଲା । ସେହିପରି ବେଶଭୂଷା, ଅଭିନୟ, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ବିଜ୍ଞାନ ଭିତ୍ତିକ ଡ୍ରାମା ପରିବେଷଣରେ ଉତ୍ତମ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଆଜିର କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ ଶିକ୍ଷାଧିକାରୀ, ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ସାମ୍ବାଦିକଗଣ  ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like