-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା ଲୋକାର୍ପିତ

03-Feb-2021



ଭୁବନେଶ୍ବର, (ପ୍ରେରଣା ଖବର ବ୍ୟୁରୋ) ମଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି ।  ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି।

 ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। 

  ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି  ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ  ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି।

ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ।

  ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like