-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ, ବରଗଡ କୁ ହରାଇ ସୋନପୁର ରାମଧୂନ କ୍ଲବ ଫାଇନାଲରେ

31-Jan-2026



ବଲାଙ୍ଗିର,ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ସେମିଫାଇନାଲ ଖେଳରେ ସୋନପୁର ରାମଧୂନ କ୍ଲବ ବନାମ ବରଗଡ ୟୁନାଇଟେଡ କ୍ଲବ ଡ୍ର ରହିଥିଲା । ଟ୍ରାଇବ୍ରେକର ୪-୩ ଗୋଲରେ ସୋନପୁର ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ କରିଛି । ଟୁର୍ଣ୍ଣାମେଣ୍ଟ କମିଟି କାର୍ଯ୍ୟକାରୀ ସଭାପତି ବିଧୂ ଭୂଷଣ ତ୍ରିପାଠି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଖେଳରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ତହସିଲଦାର ଲଗ୍ନଜିତ ବେହେରା, ସଦର ବ୍ଲକ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ହୋତା, ଯୁବନେତା କଟାବାଣ୍ଟା ଗିରିରାଜ ସିଂମାଝି ଯୋଗଦେଇଥିଲେ ।

କମିଟିର ବରିଷ୍ଠ ସଦସ୍ୟ ପ୍ରଭାସ ପାଣିଗ୍ରାହୀ, ବରିଷ୍ଠ ସଦସ୍ୟ ରାଜେନ୍ଦ୍ର ପ୍ରସାଦ ହୋତା, ସଂପାଦକ ସାଗର ସଂଗମ ଶତପଥି ମଂଚାସିନ ଥିଲେ । ଖେଳକୁ ସୁବ୍ରତ ପୁରୋହିତ, ଦେବାଶିଷ ବାଗ, ଜିତେନ୍ଦ୍ର ପାତ୍ର ଓ ଶୁଶାନ୍ତ ନାଗ ପରିଚାଳନା କରିଥିଲେ । ଖେଳ ରେ ସୋନପୁର ଦଳର ଗୋଲକିପର ସୁନିଲ ବାଘା ଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ ଭାବେ ଟ୍ରଫି ସହ ୨ହଜାର ଟଙ୍କା ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା । ପୂର୍ବତନ ଖେଳାଳି ଉମେଶ ଚନ୍ଦ୍ର ପ୍ରଧାନ, ଭିକାରୀ ଚରଣ ବାଗ ଓ ଅଭିମନ୍ୟୁ ପାଣ୍ଡେ ଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଥିଲା । କ୍ରୀଡା ସଂସଦର ଫୁଟବଲ ସଂପାଦକ ଶରତ କୁମାର ନନ୍ଦ ମ୍ୟାଚ କମିଶନର ଦାୟିତ୍ୱ ତୁଳାଇଥିବା ବେଳେ ଜିଲ୍ଲା କ୍ରୀଡା ସଂସଦର କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା ମଂଚ ପରିଚାଳନା କରିଥିଲେ । ରବିବାର ଦିନ କୁଚିଣ୍ଡା ବିଏଫ୍‌ସି ବନାମ ସୋନପୁର ରାମଧୂନ କ୍ଲବ ମଧ୍ୟରେ ଫାଇନାଲ ଖେଳ ହେବ ବୋଲି ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like