-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

*କେଲିଆ ଶୈବପୀଠ ରେ ମହାଶିବରାତ୍ରି ପାଇଁ ପ୍ରସ୍ତୁତି ବୈଠକ*

31-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅନ୍ତର୍ଗତ ଦେଓବନ୍ଦ କେଲିଆ ଶୈବପୀଠ ରେ ଏବର୍ଷ କିଭଳି ଶିବରାତ୍ରି ପାଳିତ କରାଯିବ ଅନେଇ ଆଜି ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହଇଯାଇଛି । ଆଗାମୀ ପେବୃଆରି ମାସ 15 ତାରିଖରେ ମହାଶିବରାତ୍ରି ଥିବାରୁ ବର୍ତ୍ତମାନ ଠାରୁ ପ୍ରସ୍ତୁତି ଆରମ୍ଭ ହଇଯାଇଛି ।ନବରଙ୍ଗପୁର ଜିଲ୍ଲାର ବିଖ୍ୟାତ ଶୈବପୀଠ କେଲିଆରେ ପ୍ରତିବର୍ଷ ହଜାର  ହଜାର ଉର୍ଦ୍ଧ୍ବ ଶୈବ ଭକ୍ତଙ୍କ  ଜନସମାଗମ ଦେଖିବାକୁ ମିଳେ।ମନ୍ଦିର କମିଟି ତରଫରୁ ଭକ୍ତଙ୍କ ସୁରକ୍ଷା କୁ ବିଶେଷ ଭାବରେ ଧ୍ୟାନ ଦିଆଯିବ ବୋଲି ମନ୍ଦିର କମିଟିର ସମ୍ପାଦକ ଦେବରାଜ ପାତ୍ର ଏବଂ କମେଟିର ସଦର୍ଶମାନେ ମତବ୍ୟକ୍ତ କରିଛନ୍ତି। *ଏହା ଖାଲି ଶୈବପୀଠ ନୁହେଁ ଓଡ଼ିଶାର ଏକ ପର୍ଯ୍ୟଟନ ସ୍ଥଳି ମଧ୍ୟ*। ଏଠାରେ ଦର୍ଶନ ପାଇଁ ଜିଲା ବାହାରୁ ତଥା ପଡସିରାଜ୍ୟ ଛତିଶଗଡ଼ ରୁ ମଧ୍ୟ ଦର୍ଶକ ଆସନ୍ତି । ଶିବ ମନ୍ଦିର ଠାରୁ  ଜଙ୍ଗଲ ମଧ୍ୟ ଦେଇ ୨ କିଲମିଟର ଚାଲିକି ଗଲେ ଏକ ପର୍ବତ ଗୁମ୍ଫାରେ ମାଁ ପାର୍ବତୀଙ୍କ ମନ୍ଦିର ଅବସ୍ଥିତ  ଯାହାକି କେଲିଆ ମନ୍ଦିରର ଏକ ମୁଖ୍ୟ ଆକର୍ଷଣ ଅଟେ । ଏହା ଏକ ପଞ୍ଜିକୃତ କମିଟି ଦ୍ୱାର ପରିଚାଳିତ ।ଆଜିର ଏହି ପ୍ରସ୍ତୁତି ବୈଠକରେ ଉପସ୍ଥିତ ଥିଲେ ।ଡାବୁଗାଁ  ତହସିଲଦାର ଗୀତ ମୁର୍ମୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମୀର ପାତ୍ର, ଡାବୁଗାଁ ଥାନା ଭାରପ୍ରାପ୍ତ ଅଧିକାରୀ ଗୋପାଳ କୃଷ୍ଣ ଆଗୁ ପାତ୍ର,ମନ୍ଦିର କମିଟିର ସମ୍ପାଦକ ଦେବରାଜ ପାତ୍ର, କସାଧକ୍ଷ ଜି. ସାଇ ରାଜୁ,ସୁରେନ୍ଦ୍ର ମିଶ୍ର,ବ୍ଲକ ଚେରମେନ ବୀଣା ମାଝୀ, ଚଚରାଗୁଡା ସରପଞ୍ଚ ରା଼ଞ୍ଜୁ ଭତ୍ରା, ପୂର୍ବତନ ସରପଞ୍ଚ ଧର୍ମାନନ୍ଦ ନାୟକ ସୂର୍ଯ୍ୟ ସୁବୁଦ୍ଧି,ଭାଗିରଥି ମଝି, ପଦ୍ମ ମଝି,ଭଗବାନ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like