-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଗିରୀଧାରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ

31-Jan-2026



ଆଗଲପୁର, (ବିନୋଦ ଦୀପ) ଗାଇସିଲେଟ ବ୍ଲକ ତଥା ଭରସୁଜା ଗିରିଧାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶରଧାପାଳି ରେ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ପ୍ରଥମେ ଗଣେଶ ,ସରସ୍ଵତୀ ପ୍ରତିମୂର୍ତ୍ତି ରେ ଧୂପଦୀପ ଦେଇ ପୂଜା ଅର୍ଚ୍ଚନା କରାଯାଇ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଥିଲା l ଏହାପରେ କଲେଜ ଅଧ୍ୟକ୍ଷ ଉଚ୍ଚାଟ ନନ୍ଦ ମହାକୁର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ। ଝରଣା ପାଣିଗ୍ରାହୀ , ପୂର୍ବତନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଉପଦେଷ୍ଟ। ନାରାୟଣ ସାହୁ , ସରଧ।ପଳି ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ , ସରଧ।ପଳି ହାଇସ୍କୁଲ ପ୍ରଧାନ ଶିକ୍ଷକ ଓକିଲ ପାଣ୍ଡେ , ପାଇକମାଲ ର ରାଜ୍ୟପାଲ ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଦ୍ୱାଦଶ  ପଧାନ , ପଦ୍ମନ।ଭ ସାହୁ , ନିରଞ୍ଜନ ପଣ୍ଡା , ତାଳପାଲି କଲେଜ ଅଧ୍ୟକ୍ଷ କ୍ଷିରୋଦ ପ ଧାନ , ସୁଶିଲ ଭୋଇ ,  ସଦାନନ୍ଦ ସାହୁ ପ୍ରମୁଖ ମଞ୍ଚ।ଷିନ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି ବାର୍ଷିକ ଉତ୍ସବ ଉପଲକ୍ଷେ କଲେଜ ପାଇ ଜମିଦାନ ବ୍ୟକ୍ତି ସ୍ବର୍ଗତ କଳାକାଁହୁ ଭୋଇ ଙ୍କ ସୁ ପୁତ୍ର ଆଶିଷ ଭୋଇ , ପ୍ରମୋଦ ଭୋଇ , ପ୍ରଶାନ୍ତ ନାୟକ , ଅଞ୍ଜଳି ପାତ୍ର ଙ୍କୁ ସମ୍ମାନିତ କରାଯାଇଥିଲା l

ଏହିପରି ଦୌଡ଼ ପ୍ରତିଯୋଗିତାରେ ରାଜ୍ୟ ସ୍ତରରେ ମନୋନୀତ ହୋଇଥିବା ଅଙ୍କିତା ମିର୍ଦ୍ଧା ଙ୍କୁ ସମ୍ମାନିତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ ରେ ଛ।ତ୍ର ଛାତ୍ରୀ ମାନେ କିପରି ଶୃଙ୍ଖଳା , ପରିଶ୍ରମ , ସଂସ୍କ।ରି ହେବା ସହିତ ପାଠ ପଢାରେ ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଥିଲେ ।ଏହା ସହିତ କଲେଜ ଅଧ୍ୟକ୍ଷ ବିବରଣୀ ପଠନ କରିଥିବା ବେଳେ ଅଧ୍ୟାପକ ରମଣୀ ରଂଜନ ପଧାନ ମଞ୍ଚ ପରିଚାଳନା କରିଥିଲେ l ଏହାପରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେ କୃତିତ୍ୟୁ ହାସଲ କରିଥିବା ଛାତ୍ର ଛାତ୍ରୀ ଙ୍କୁ ସମ୍ମାନିତ କରାଯାଇଥିଲା l ପରେ ସଂସ୍କୃତିକ   କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା । ଏହି ଅବସର ରେ କଲେଜ କର୍ମଚାରି ଅଶ୍ଵିନୀ ସାହୁ , ରାଧାମାଧବ ମିଶ୍ର , ପବିତ୍ର ମୋହନ ଭୋଇ , ପବିତ୍ର ସାହୁ , ଉମାକାନ୍ତ ପଧାନ , ଯୁଧିଷ୍ଟିର ସୁନା , ଲଳିତା ଭୋଇ ସହଯୋଗ କରିଥିଲେ । ଶେଷରେ ରାଜନୀତି ବିଜ୍ଞାନ ଅଧ୍ୟାପକ ଭୀମସେନ ଦାସ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like