-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

*ଆସନ୍ତା କାଲି ରବିବାର ମୁଖ୍ୟମନ୍ତ୍ରୀ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ* *ସହରରେ ପୋଲିସ ର ଫ୍ଲାଗ ମାର୍ଚ୍ଚ*- *ସୁରକ୍ଷା ବ୍ୟବସ୍ଥା କଡାକଡି*-

31-Jan-2026



(ମନୋରଞ୍ଜନ ତ୍ରିପାଠୀ)
 ଆସନ୍ତା କାଲି ଫେବୃୟାରୀ ୧ ରବିବାର ଦିନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ଚୁଡାନ୍ତ ହୋଇଛି। ଏହି ଅବସରରେ ସେ  ୧୦.୩୦ ଟାରେ ରାମେଶ୍ୱର ଷ୍ଟାଡିୟମ୍ ନିକଟସ୍ଥ ହେଲିପ୍ୟାଡ ରେ ପହଞ୍ଚିବା ପରେ ସେଠାରୁ ପ୍ରଥମେ ଭୀମଭୋଇଙ୍କ ସାଧନା, ସିଦ୍ଧି ଓ ସମାଧି ପୀଠ ଖଲିଆପାଲିରେ ଅନୁଷ୍ଠିତ ହେଉଥିବା ପବିତ୍ର ମାଘମେଳାରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଏଠାରେ ପହଞ୍ଚି ପାଦୁକା ମନ୍ଦିର ଓ ଭୀମଭୋଇ ଙ୍କ ସମାଧି ଦର୍ଶନ କରି ୨ ଶହ ୧୨କେଜି ରେ ନିର୍ମିତ ଏକ ବିରାଟ ଘଣ୍ଟିର ଉଦଘାଟନ କରିବେ ‌।  ପରେ ସୋନପୁର ଗୋପାଲଜୀ ମନ୍ଦିର ରେ ପ୍ରତିଷ୍ଠା ହେବାକୁ ଥିବା ୧୨ଟି ଦୁର୍ଲଭ ଗୋପାଳଜୀ ମୂର୍ତ୍ତିଙ୍କୁ ଦର୍ଶନ କରିବେ ଓ ମହାପ୍ରଭୁଙ୍କ ଗମ୍ଭିରା ବିଜେ ଉତ୍ସବରେ ଯୋଗ ଦେଇ ପ୍ରଭୁକୃପା ଲାଭ କରିବେ।  ପ୍ରକାଶ ଥାଉ କି ୪୨ ବର୍ଷ ପୂର୍ବେ ଉକ୍ତ ୧୨ଟି ଦୁର୍ଲଭ ମୂର୍ତ୍ତି ଶ୍ରୀ ଗୋପାଳଜୀ ମନ୍ଦିରରୁ ଦୁର୍ବୃତ୍ତମାନେ ଚୋରି କରି ନେଇଥିଲେ । ୧୯୯୩ ମସିହାରେ ଦିଲ୍ଲୀରେ ସିବିଆଇ ଦ୍ବାରା ୧୨ଟି ମୂର୍ତ୍ତି ଜବତ କରାଯାଇଥିଲା। 
ପରେ ଭୁବନେଶ୍ବର ସିବିଆଇ ମାଲାଖାନାରେ ଉକ୍ତ ୧୨ଟି ମୂର୍ତ୍ତି ପଡି ରହିଥିଲା। ଏବେ ରାଜ୍ୟ ସରକାର ଓ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ୍ ସାହୁ ଏବଂ ଜିଲ୍ଲା ପ୍ରଶାସନ, ଦେବୋତ୍ତର ବିଭାଗ ର ଉଦ୍ୟମରେ ଏହି -ମୂର୍ତ୍ତିଗୁଡ଼ିକର ପୁନରୁଦ୍ଧାର ହୋଇଛି।

ଗତ ୨୫ ତାରିଖରୁ ସ୍ଥାନୀୟ ଗୋପାଳଜୀ ମନ୍ଦିରରେ ମୂର୍ତ୍ତିଗୁଡ଼ିକର ପୂଜାର୍ଚ୍ଚନା ଓ ଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଯଜ୍ଞ ଓ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ଯକ୍ରମରେ ପ୍ରତ୍ୟହ ଭକ୍ତ ଙ୍କ ଭିଡ଼ ଲାଗି ରହିଛି l ପରେ ରାମେଶ୍ୱର ଷ୍ଟାଡିୟମ ରେ ୭ ଦିନ ବ୍ୟାପି ହେବାକୁ ଥିବା ଜିଲ୍ଲା ସ୍ତରୀୟ ସୁଭଦ୍ରା ମେଳାର ଶୁଭାରମ୍ଭ କରିବା ସହ ଉଦବୋଧନ୍ ଦେବେ ।  ଅଗଣିତ ଭକ୍ତ ଏବଂ ଜନସାଧାରଣ ଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ପ୍ରଶାସନ ଓ ଦେବୋତ୍ତର ବିଭାଗ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଆଜି ସହର ରେ ପୁଲିସ ଫ୍ଲାଗ ମାର୍ଚ୍ଚ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like