-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||     

HOME   ଜିଲ୍ଲା

ଭି ଏମ ଡି ସି ମିଟିଂରେ ଜିଲ୍ଲାପାଳ

31-Jan-2026



ନୂଆପଡ଼ା (ରାମନାଥ ପଣ୍ଡା)
 ଓଡିଶା ଆଦର୍ଶ ବିଦ୍ୟାଳୟ ଟିମନପୁରଠାରେ ନୂଆପଡ଼ା ଜିଲ୍ଲାପାଳ ଶ୍ରୀଯୁକ୍ତ ମଧୁସୂଦନ ଦାସଙ୍କ ସଭାପତିତ୍ବରେ ବିଦ୍ୟାଳୟ ପରିଚାଳନା ଏବଂ ଉନ୍ନୟନ କମିଟିର ସଭା ସୁଚାରୁରୂପେ ସମ୍ପାଦନ ହୋଇଯାଇଛି । ବୈଠକରେ ବିଦ୍ୟାଳୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରାଯିବା ସହ ନୂତନ ଉନ୍ନୟନ କାର୍ଯ୍ୟକ୍ରମ ପାଇଁ ରୂପରେଖ ପ୍ରସ୍ତୁତ କରାଯାଇଥିଲା । ପୁଣି ବିଦ୍ୟାଳୟରେ ଛାତ୍ରଙ୍କ ପାଇଁ ଉପଯୁକ୍ତ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ସହ ଦଶମ ଓ ଦ୍ଵାଦଶ ବାର୍ଷିକ ପରୀକ୍ଷାରେ ଛାତ୍ରଛାତ୍ରୀମାନଙ୍କ ଭଲ ପ୍ରଦର୍ଶନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ତଥା ଶ୍ରେଣୀଗୃହ ପରିଦର୍ଶନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ବିଦ୍ୟାଳୟ ଅଧ୍ୟକ୍ଷ ଶିବୁ କୁମାର ବିଶ୍ଵାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କାର୍ମି ଓରାମ, ଅଧିକ୍ଷଣ ଯନ୍ତ୍ରୀ ରାସ୍ତା ଓ ଗୃହ ବିଭାଗ ଖରିଆର ଶଶାଙ୍କ ଶେଖର ଶୁକ୍ଳା,  ଗୋଷ୍ଠୀ ଶିକ୍ଷା ଅଧିକାରୀ ଯତୀନ୍ଦ୍ର କୁମାର ସେଠ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓଙ୍କାର ମେହେର, ଟିମନପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ପଣ୍ଡା, ବିଶିଷ୍ଟ ଶିକ୍ଷାବିତ୍ ମହେଶ ପ୍ରସାଦ ତିୱାରୀ, ଓଏଭିଏସ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦ୍ବାରା ମନୋନୀତ ସଦସ୍ୟ ପ୍ରଭାତ ନଳିନୀ ବେହେରା ପ୍ରମୁଖ ଉପସ୍ଥିତ ରହି ବିଦ୍ୟାଳୟର ଉନ୍ନତି ପାଇଁ ନିଜର ସୁଚିନ୍ତିତ ମତ ପ୍ରଦାନ କରିଥିଲେ । ବିଦ୍ୟାଳୟର ଶିକ୍ଷକ ନରେନ୍ଦ୍ର କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।ଛାତ୍ରୀମାନେ ଶିକ୍ଷକ ପ୍ରଦୀପ ବେହେରାଙ୍କ ରଚିତ ଗୀତ ଜିଲ୍ଲାପାଳଙ୍କ ପାଇଁ ଗାନ କରିଥିବା ବେଳେ ଛାତ୍ର ମାନସ କୁମାର ଦୁର୍ଗା ଜିଲ୍ଲାପାଳଙ୍କୁ ତାଙ୍କ ପ୍ରତିଛବି ଭେଟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026

You Might Also Like