-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନୂଆପଡା ଉପଜିଲ୍ଲାପାଳ , ଜିଲ୍ଲା ଶ୍ରମ ଅଧିକାରୀଙ୍କ ମୁଣ୍ଡରେ ମାଟି ଡାଲା, ମନରେ ମାନବିକତା: ଟାନୱାଟରେ ପିଙ୍କ ସ୍ୱଚ୍ଛ ଟିମ ଓ ପ୍ରଶାସନର ସମର୍ପିତ ପ୍ରୟାସ

31-Jan-2026



ନୂଆପଡା(ପରମେଶ୍ୱର ମେହେର): ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ପ୍ରେରଣାରେ ଉଦବୁଦ୍ଧ ହୋଇ ପିଙ୍କ ସ୍ୱଚ୍ଛ ଟିମର ୧୦ ଜଣ ମହିଳା ଅଧିକାରୀ ସଦସ୍ୟା ଟାନୱାଟ ଗ୍ରାମପଞ୍ଚାୟତର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ। ପରିଦର୍ଶନ କାଳରେ ସେମାନେ ଟାନୱାଟ ଗ୍ରାମର ମାର୍କେଟ ଏରିଆ ବୁଲି ଦେଖିବା ସହିତ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ସହ ହାତ ମିଳାଇ ସଫେଇ କାର୍ଯ୍ୟରେ ସକ୍ରିୟ ଭାଗନେଇଥିଲେ। ପ୍ଲାଷ୍ଟିକ ଖଲି ଦନାର ବିକଳ୍ପ ଭାବରେ ଗ୍ରାମସଭାରେ ଏକ ବର୍ତ୍ତନ ବ୍ୟାଙ୍କ୍ ଉଦ୍ଘାଟନ କରିଥିଲେ l ଏହି ପଦକ୍ଷେପ ମାଧ୍ୟମରେ ଗ୍ରାମବାସୀଙ୍କ ମଧ୍ୟରେ ସ୍ୱଚ୍ଛତା ସଚେତନତାର ଏକ ସକାରାତ୍ମକ ସନ୍ଦେଶ ପ୍ରସାରିତ ହୋଇଥିଲା।ପରେ ଟିମ ସଦସ୍ୟାମାନେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ଶିଶୁମାନଙ୍କ ସହ କିଛି ସମୟ ବିତାଇ ପୋଷଣ, ପରିଚ୍ଛନ୍ନତା ଓ ସୁସ୍ଥ ପରିବେଶର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି କରିଥିଲେ। ଏହା ପରେ ସେମାନେ ପ୍ରାଥମିକ ବିଦ୍ୟାଳୟ ପରିସରର ସ୍ୱଚ୍ଛତା ବ୍ୟବସ୍ଥା  ତଦାରଖ କରି ଆବଶ୍ୟକ ସୁଧାରମୂଳକ ପରାମର୍ଶ ପ୍ରଦାନ କରିଥିଲେ। ପରିଦର୍ଶନ ସମୟରେ ଏକ ଗ୍ରାମ ପୋଖରୀରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ନିଶ୍ଚତ ଯୋଜନାରେ (ମନରେଗା)  ୫୦ ଜଣ ଶ୍ରମିକ କାର୍ଯ୍ୟରତ ଥିବା ଦେଖି ଟିମ ସଦସ୍ୟାମାନେ ଶ୍ରମିକମାନଙ୍କ ସହ ଆଲୋଚନା କରି ସେମାନଙ୍କର ସୁଖଦୁଃଖ ଓ ସମସ୍ୟା ବିଷୟରେ ଅବଗତ ହୋଇଥିଲେ। ଏହି ଅବସରରେ ଉପଜିଲ୍ଲାପାଳ ଶ୍ରୀମତୀ ସୂର୍ମୀ ସୋରେନ ଶ୍ରମିକମାନଙ୍କୁ ନିଜ ଗ୍ରାମ ଛାଡ଼ି ବାହାରକୁ ନ ଯାଇ, ପରିବାର ସହ ରହି ଗ୍ରାମରେ ରୋଜଗାର କରିବାକୁ ପରାମର୍ଶ ଦେବା ସହ ୩୦୦ ଦିନର କାମ ସୁଯୋଗକୁ ସଦବ୍ୟବହାର କରିବାକୁ ଆହ୍ୱାନ କରିଥିଲେ।
ଗୋଷ୍ଠି ଉନ୍ନୟନ ଅଧିକାରୀ  ରୋହିତ ଭୋଇ ପ୍ରଶାସନ ତରଫରୁ ପର୍ଯ୍ୟାପ୍ତ ପରିମାଣରେ କାମ ଯୋଗାଇ ଦିଆଯିବ ବୋଲି ଶ୍ରମିକମାନଙ୍କୁ ଆଶ୍ୱାସନା ଦେଇଥିଲେ। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଉପଜିଲ୍ଲାପାଳ ଶ୍ରୀମତୀ ସୋରେନ ,ଜିଲ୍ଲା ଶ୍ରମ ଅଧିକାରୀ  ଜଶ୍ମିନ ସାହୁ , ବ୍ଲକ୍ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ଯୋଶୀ ପ୍ରମୁଖ ନିଜେ ମୁଣ୍ଡରେ ମାଟି ବୋହି ଶ୍ରମର ମର୍ଯ୍ୟାଦା ଓ ପ୍ରଶାସନୀକ ସମର୍ପଣ ଭାବର ଏକ ଦୃଢ଼ ଉଦାହରଣ ସ୍ଥାପନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଜଳ ବିଭାଜିକା ପ୍ରକଳ୍ପ ଉପ ନିର୍ଦ୍ଦେଶିକା ସ୍ଵୟଂପ୍ରଭା ସିଂହ, ଅତିରିକ୍ତ ଟ୍ରେଜେରୀ ଅଧିକାରୀ ମଧୁସ୍ମିତା ପରିଜା ଓ ଅନ୍ୟ ମହିଳା ଅଧିକାରୀ  ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳତାର ସହ ସମ୍ପନ୍ନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like