-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଭୀମଭୋଇ ଙ୍କ ପାଇଁ ଖଲିଆପାଲି ମହିମାନ୍ଵିତ ହୋଇଛି

01-Feb-2026



ବଲାଙ୍ଗିର/ସୋନପୁର(ପ୍ରେରଣା ଖବର): ସନ୍ଥକବିଙ୍କ ଯୋଗୁଁ ଖଲିଆପାଲି ମହିମାନ୍ଵିତ ହୋଇଛି। ଏଠାରେ ସେ ରହି ସାଧନା କରି ସିଦ୍ଧି ଲାଭ କରିଥିଲେ। ଏହି ମାଟିରେ ସେ ତାଙ୍କ କାଳଜୟୀ କବିତା ଗୁଡିକ ଲେଖିଥିଲେ ବୋଲି ଖଲିଆପାଳି ଠାରେ ଅୟୋଜିତ ସାରସ୍ବତ ସମାରୋହରେ ଅତିଥିଗଣ ମତ ବ୍ୟକ୍ତ କରିଛନ୍ତି। ଭୀମଭୋଇଙ୍କ ସାଧନା, ସିଦ୍ଧି ଓ ସମାଧି ପୀଠରେ ଚାଲିଥିବା ମାଘମେଳାରେ ଶନିବାର ସନ୍ଧ୍ୟାରେ ସାରସ୍ୱତ ସମାରୋହ ଅନୁଷ୍ଠିତ ହେଇଥିଲା।

ଟ୍ରଷ୍ଟ ଉପାଧ୍ୟକ୍ଷ ତଥା ଉପଜିଲ୍ଲାପାଳ ଡ. ସୌମ୍ୟରୂପା ରଥ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ, ମୁଖ୍ୟ ବକ୍ତା ଭାବେ ସୋନପୁର ଆଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚେୟାରମେନ ଡ. ଜ୍ୟୋତି ରଞ୍ଜନ ବହିଦାର, ସମ୍ମାନିତ ଅତିଥି ଭାବେ ଆଇ ଆଇ ଏମ୍ ସମ୍ବଲପୁରର ପ୍ରଫେସର ଡ ସୁଜିତ କୁମାର ପୃଷେଠ, ଡ ଛତ୍ରଧାରୀ ଅଗ୍ରୱାଲ ପ୍ରମୁଖ ଯୋଗଦେଇ ସନ୍ଥକବି ଭୀମଭୋଇ ଙ୍କ କାଳଜୟୀ କାବ୍ୟ କବିତା ଏବଂ ତାଙ୍କ ସମାଜ ପ୍ରତି ରହିଥିବା ସମର୍ପଣ ମନୋଭାବ ଉପରେ ଆଲୋଚନା କରି ଥିଲେ l ଏହି ଅବସରରେ ଅନୁଷ୍ଠିତ ସାରସ୍ୱତ ସମାରୋହରେ କୈଳାସ ଚନ୍ଦ୍ର ପୁରୋହିତଙ୍କୁ ଭୀମଭୋଇ ସ୍ମୁତି ସମ୍ମାନ, ବାବା ଖଗେଶ୍ବର ସାହୁଙ୍କୁ ଭୀମଭୋଇ ମହିମା ସମ୍ମାନ, ପ୍ରଫେସର କାଳିଦାସ ମିଶ୍ରଙ୍କୁ ଭୀମଭୋଇ ସାହିତ୍ୟ ସମ୍ମାନ,

କରମ ଚାନ୍ଦ ମହାନ୍ତିଙ୍କୁ ଭୀମଭୋଇ କଳା ସମ୍ମାନ, ଡ ସଞ୍ଜୟ ନାଏକଙ୍କୁ ଭୀମଭୋଇ ଯୁବ ପ୍ରତିଭା ସମ୍ମାନ ଓ ସୁଶ୍ରୀ ସୁମନ୍ତିନି ରାଜହଂସଙ୍କୁ ଭୀମଭୋଇ କ୍ରୀଡା ସମ୍ମାନରେ ସମ୍ମାନିତ କରା ଯାଇଥିଲା l ଭୀମଭୋଇ ସମାଧିପୀଠ ମେନେଜୀଙ୍ଗ ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ l ଏହି ଅବସରରେ ଟ୍ରଷ୍ଟ ତରଫରୁ ଭୀମଭୋଇ ଆଶ୍ରମ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇହୋଇଥିବା ସଙ୍ଗୀତ ଓ ବକୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like