-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||     

HOME   ଜିଲ୍ଲା

ବରିଷ୍ଠ ସାମ୍ବାଦିକ ରାମକୁମାର ଅଗ୍ରୱାଲ ଙ୍କ ପରଲୋକରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି

01-Feb-2026



ବଲାଙ୍ଗୀର (ପ୍ରେରଣା ଖବର): ବରିଷ୍ଠ ସାମ୍ବାଦିକ  ରାମ କୁମାର ଅଗ୍ରୱାଲ ଙ୍କ ବିୟୋଗରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଆଜି ଦିବଙ୍ଗତ  ସାମ୍ବାଦିକ ଶ୍ରୀ ଅଗ୍ରୱାଲଙ୍କ  ଗଙ୍ଗା ଶ୍ରାଦ୍ଧ ଅବସରରେ ଏହି ଅମର ଆତ୍ମାର ସଦଗତି ପାଇଁ  ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ଭବନଠାରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ପ୍ରଥମେ ସ୍ୱର୍ଗତ ଅଗ୍ରୱାଲ ଙ୍କ ଫଟୋଚିତ୍ରରେ  ଧୂପଦୀପ ଓ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ ଥିଲା। ସାମ୍ବାଦିକ ଭବନର ପ୍ରତିଷ୍ଠା କ୍ଷେତ୍ରରେ ଶ୍ରୀ ଅଗ୍ରୱାଲ ଙ୍କ ସ୍ମରଣୀୟ ସାମର୍ଥ୍ୟ, ସାଙ୍ଗଠନିକ ଦକ୍ଷତା ତଥା ସାମ୍ବାଦିକ ବୃତ୍ତିର ଗାରିମା ବୃଦ୍ଧି ଦିଗରେ ଶ୍ରୀ ଅଗ୍ରୱାଲଙ୍କ ଅବଦାନ ଏକ ଅଭୁଲା ସ୍ମୃତି ହୋଇ ରହିବ ବୋଲି ସାମ୍ବାଦିକ ମାନେ ନିଜ ଵକ୍ତାବ୍ୟରେ କହିଥିଲେ l ଏଥିରେ ବରିଷ୍ଠ ସାମ୍ବାଦିକ ତଥା ଏସ ୟୁ ଜେ ରାଜ୍ୟ ଉପଦେଷ୍ଟା ଗୋପବନ୍ଧୁ ଶତପଥୀ, ଜିଲ୍ଲା ସାମ୍ବାଦିକ ସଂଘର ସଂପାଦକ ଶିଶିରକାନ୍ତ ଶତପଥି, ବରିଷ୍ଠ ସାମ୍ବାଦିକ  ତଥା ଏସ ଯୁ ଜେ ରାଜ୍ୟ ଉପସଭାପତି ମହେନ୍ଦ୍ର କୁମାର ଦର୍ଜି,  ଏସ ୟୁ ଜେ ବଲାଙ୍ଗୀର ଜିଲ୍ଲା ସଭାପତି ଶରତ କୁମାର ମହାକୁର,  ସାମ୍ବାଦିକ ଦୀପକ ପୁରୋହିତ, ସନ୍ଦୀପ କୁମାର କୁଅଁର, ମହମ୍ମଦ ଶେଖ ୱାହିଦ ଓ.ୟୁ.ଜେ ର ରାଜ୍ୟ ସମ୍ପାଦକ ରିତୁରଜ ସିଂହ, ଏସ ୟୁ ଜେ ବଲାଙ୍ଗୀର ଜଲ୍ଲା ସାଧାରଣ ସମ୍ପାଦକ ରଘୁ ନନ୍ଦନ ସିଂହ, ସାମ୍ବାଦିକ ଯୁଧିଷ୍ଠିର ମେହେର, ପୱନ ଅଗ୍ରୱାଲ ପ୍ରମୁଖ ସ୍ୱର୍ଗତ ଅଗ୍ରୱାଲ ଙ୍କ ସାମ୍ବାଦିକ ଜୀବନର ବିଭିନ୍ନ ଦିଗ ଉପରେ ସ୍ମୃତିଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026

You Might Also Like