-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||     

HOME   ଜିଲ୍ଲା

ମୃତ ଶିକ୍ଷକଙ୍କ ପରିବାର କୁ ଏକ୍ସ କ୍ୟାଡର୍ ଶିକ୍ଷକ ଶିକ୍ଷକ ସଂଘ ତରଫରୁ ସହାୟତା ରାଶି ପ୍ରଦାନ

01-Feb-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ବଡ ଓଲମା ଆଶ୍ରମ ବିଦ୍ୟାଳୟରେ  ଲମ୍ବୋଦର ଭତ୍ରl(୪୫) ଗଣ ଶିକ୍ଷକ ଭାବେ କାର୍ଯ୍ୟ କରି ଆସୁଥିଲେ l ତାଙ୍କର ଦେହ ହଠାତ୍ ଖରାପ ହେବାରୁ ସେ ତା ୨୩|୧|୨୬ ରିଖରେ ମୃତ୍ୟୁବରଣ କରିଥିଲେ l ଏ ଦୁଃଖଦ ଖବର ପାଇ ଡାବୁଗାଁ ବ୍ଳକ ଏକ୍ସ କ୍ୟାଡର୍  ଶିକ୍ଷକ ସଂଘ ମହଲରେ ଦୁଃଖ ର ଛାୟା ଖେଳିଯାଇଥିଲା l ଆଜି ଦଶାହ କାର୍ଯ୍ୟ ଦିବସ ପଡିଥିବାରୁ ଡାବୁଗାଁ ବ୍ଳକ ଏକ୍ସ କ୍ୟାଡର୍  ଶିକ୍ଷକ ସଂଘ ଙ୍କ ତରଫରୁ ସ୍ଵର୍ଗତ ଲମ୍ବୋଦର ଭତ୍ରl ଙ୍କ ଘର ତାଳବେଡା ଗ୍ରାମକୁ ଯାଇ ମୃତକ ଶିକ୍ଷକଙ୍କ ସହଧର୍ମିଣୀଙ୍କୁ ଚାଉଳ, ପନିପରିବା,  ଲୁଗାପଟା ଓ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ପ୍ରକାଶ ଥାଉକି ତାଙ୍କର ଗୋଟିଏ ଝିଅ, ଦୁଇଟି ପୁଅ ଅଛନ୍ତି, ବଡ ଝିଅ ଯୁକ୍ତ ଦୁଇ ପାଶ୍ କରିଥିବା ବେଳେ ଗୋଟିଏ ପୁଅ ଅଷ୍ଟମ, ଆଉ ଗୋଟିଏ ପୁଅ ୫ମ ରେ ପାଠ ପଢୁଛନ୍ତି l ପ୍ରଦାନ କରିବା ସମୟରେ ଏକ୍ସ କ୍ୟାଡର୍ ଶିକ୍ଷକ ଶିକ୍ଷକ ସଂଘ ସଭାପତି ବଲ୍ଳଭ ନାରାୟଣ ପଣ୍ଡା, ନରସିଂହ ମାଝୀ, ଜିତେନ୍ଦ୍ର ମାଝୀ, ପ୍ରଦୀପ ପାଢୀ, ଦୁର୍ଗା ରଥ, ରବି ପ୍ରଧାନ,ଡମୁଣା ମେହେର, ଉଦରନ ଭତ୍ରl, ଶୁଭେନ୍ଦୁ ଦାସ, ଆଶାରାମ ହରିଜନ, ଧରମୁ ପରଜା, ସମୁଦ୍ର ଗଣ୍ଡ, ବକଚନ ମାଝୀ, ଦଶମନ ମାଝୀ ପ୍ରମୁଖ ଉପସ୍ଥିତ ରହି ତାଙ୍କ ପରିବାର ବର୍ଗଙ୍କ ନିକଟରେ ଦୁଃଖ ପ୍ରକାଶ କରି ଶାନ୍ତ୍ୱନା ଦେଇ ସହାୟତା ରାଶି ଓ ସମାଗ୍ରୀ ଦେବାରେ ସହଯୋଗ କରିଥିଲେ l ଉକ୍ତ ଅସହାୟ ପରିବାର ଉପରେ ସରକାରଙ୍କ କୃପାଦୃଷ୍ଟି ପଡି ବଡ ଝିଅକୁ ଚାକିରୀ ଯୋଗାଇ ଦେଲେ ପରିବାର ଅନ୍ତତଃ ଆଶ୍ୱସ୍ତ ହୋଇ ପାରନ୍ତା ବୋଲି ବୁଦ୍ଧିଜୀବି ମହଲରେ ଦୃଢ଼ ଦାବୀ ହେଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026

You Might Also Like