-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଖଲିଆପାଲି ମହିମାପୀଠକୁ ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ,ଉନ୍ନୟନ ପାଇଁ ୩୫ କୋଟିର ଅନୁଦାନ ଘୋଷଣା

01-Feb-2026



ସମାଧି ମନ୍ଦିର,ପାଦୁକାମନ୍ଦିର, ମ୍ୟୁଜିୟମ,ପାଣ୍ଡୁଲିପି ଦେଖିେଲେ, ଦୀପ ଜାଳିଲେ

ବଲାଙ୍ଗୀର(ପ୍ରେରଣା ଖବର)-ପବିତ୍ର ମାଘମେଳା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଖଲିଆପାଲି ସ୍ଥିତ ସନ୍ଥକବି ଭୀମଭୋଇଙ୍କ ସାଧନା, ସିଦ୍ଧି ଓ ସମାଧିପୀଠକୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତକରି ପରିଦର୍ଶନ କରିଛନ୍ତି ଓ ସୋନପୁର ସୁଭଦ୍ରାମେଳାରେ ପୀଠ ପାଇଁ ୩୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଏହାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲାବାସୀ ତଥା ମହିମାଭକ୍ତଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି । ଖଲିଆପାଲିର ଏହି ମହିମାପୀଠକୁ ପ୍ରଥମକରି ଜଣେ ମୁଖ୍ୟମନ୍ତ୍ରୀ ଆସିଥିବାରୁ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଥିଲା ଓ ମହିମାସାଧୁସନ୍ଥଙ୍କ ସହ ପୀଠ ପରିଚାଳନା କରୁଥିବା ଭୀମଭୋଇ ସମାଧିପୀଠ ଟ୍ରଷ୍ଟର କର୍ମକର୍ତ୍ତା ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟସ୍ୱାଗତ କରିଥିଲେ ।

ସମାଧିପୀଠର ପୀଠାଧିଶ ସନ୍ୟାସୀ ବାବା ମୁଖ୍ୟମନ୍ତ୍ରୀଙ୍କୁ ମନ୍ଦିରରେ ବୁଲାଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୀଠକୁ ପହଞ୍ଚି ପ୍ରଥମେ ଘୃତଦୀପ ପ୍ରଜ୍ୱଳନ କରି ସମାଧିମନ୍ଦିର, ପାଦୁକା ମନ୍ଦିର, ମ୍ୟୁଜିୟମରେ ଥିବା ଭୀମଭୋଇଙ୍କ ପାଣ୍ଡୁଲିପି,ସନ୍ଥକବି ବ୍ୟବହାର କରୁଥିବା ତୁଳି,ତାଳପତ୍ର ଇତ୍ୟାଦି ଦେଖି ଅଭିଭୁତ ହୋଇଥିଲେ। ଏହାପରେ ସେ ପାଦୁକା ମନ୍ଦିର ସମ୍ମୁଖରେ ଭକ୍ତ ମାନଙ୍କ ଦାନରେ ନବନିର୍ମିତ ୨କ୍ୱିଣ୍ଟାଲ୧୨ କିଲୋ ୯୦୦ ଗ୍ରାମର ର ଏକ ବୃହତ ପିତ୍ତଳ  ଘଣ୍ଟିକୁ ଉଦଘାଟନ କରିଥିଲେ । ଘଣ୍ଟିକୁ ଉଦଘାଟନ କରି ପ୍ରଥମ କରି ପୀଠରେ ଦଉଡିଟାଣି ଘଣ୍ଟି ବଜାଇଥିଲେ। ଅଲେଖ ମହିମାଡାକରେ ଅଞ୍ଚଳ କମ୍ପି ଉଠିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୀମଭୋଇ ସମାଧି ପୀଠ ଟ୍ରଷ୍ଟର କର୍ମକର୍ତ୍ତାଙ୍କ ସହିତ ବିଭିନ୍ନ ସମସ୍ୟା ତଥା ଉନ୍ନୟନ ନେଇ ଆଲୋଚନା କରିଥିଲେ। ସମାଧି ପୀଠଟ୍ରଷ୍ଟର ମେନେଜିଂ ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ, ମାଘମେଳା କମିଟିର ପୂର୍ଣ୍ଣଚନ୍ଦ୍ର ବଗର୍ତ୍ତି,ବରିଷ୍ଠ ସଭ୍ୟ ମହାଦେବ ବଗର୍ତ୍ତି,ସଂପାଦକ ଜନ୍ମେଜୟ ସ୍ୱାଇଁ,ସୁମନ୍ତ ପୁଟେଲ,କାର୍ତ୍ତିକ ଭୋଇ,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ସିଦ୍ଧାର୍ଥ

ଅଗ୍ରୱାଲ,ବିଭୁତିଭୂଷଣ ନେଗୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେବା ସହିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ସମାଧି ପୀଠର ଫଟୋଚିତ୍ର, ଭୀମଭୋଇ ଗ୍ରନ୍ଥାବଳି, ମହିମାପତ୍ରିକା, ମେମେଣ୍ଟୋ ଓ ଉପଢୌକନ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା। ଆଜି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କର ଏହି ଗସ୍ତବେଳେବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପ୍ରଶନ୍ନ ଷଢଙ୍ଗୀ, ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ ସାହୁ, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ପ୍ରମୁଖଙ୍କ ସହିତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ସାମିଲଥିଲେ। ଆଜି ମାଘପୂର୍ଣ୍ଣମୀ ପାଇଁ ମହିମାପୀଠକୁ ପରିଦର୍ଶନ ପାଇଁ ହଜାର ହଜାର ଭକ୍ତ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like