-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା କୋଶଲେଶ୍ୱର ମାଳି ସମାଜ ନୂତନ କମିଟି ଗଠିତ (ମକରଧ୍ବଜ-ସଭାପତି,ନିରଞ୍ଜନ-ସମ୍ପାଦକ)

01-Feb-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା କୋଶଲେଶ୍ୱର ମାଳି ସମାଜ ନୂତନ କମିଟି ରବିବାର ଗଠିତ ହୋଇଯାଇଛି।ଜିଲ୍ଲା କମିଟିର ପୂର୍ବତନ ସମ୍ପାଦକ ନିରଞ୍ଜନ ପୁଟେଲଙ୍କ ଆବାହକତ୍ୱରେ ଅନୁଷ୍ଟିତ ଚୟନ ପ୍ରକ୍ରିୟାରେ ମୁଖ୍ୟ କାର୍ଯ୍ୟାଳୟ ଘଣ୍ଟାପାଲି ସମାଜ ଭବନ ଠାରେ ଆୟୋଜିତ ସଭାରେ ଜିଲ୍ଲାର ବିଭିନ୍ନ ମଣ୍ଡଳ କର୍ମକର୍ତ୍ତାଙ୍କ ସହ ପ୍ରାୟ ୩ଶହରୁ ଅଧିକ ମାଳି ସମାଜ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ ।ପ୍ରାରମ୍ଭରେ ସମସ୍ତ ସଦସ୍ୟ ବାବା କୋଶଳେଶ୍ୱରଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ ।ଏଥିରେ ରାଜ୍ୟ କୋଶଳେଶ୍ୱର ମାଳି ସମାଜ ବିକାଶ ପରିଷଦର ଉପ ସଭାପତି ଦାରାସିଂ ପୁଟେଲ,ସମ୍ପାଦକ ଡ଼ ଅନିରୁଦ୍ଧ କୁରକୁରିଆ,ସଂଯୋଜକ ତପିମନି ପୁଟେଲ,ଆଇନ ପରାମର୍ଶଦାତା ତଥା ଅଧ୍ୟାପକ ଅଭୟ କୁମାର ଚୌଧୁରୀ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବରେ କ୍ଷମାନିଧି ପଟେଲ,ଯୋଶବନ୍ତ ପଟେଲ,କିଶୋର ପଟେଲ,ବରଗଡ଼ ଜିଲ୍ଲା ସଭାପତି ମହେନ୍ଦ୍ର ପଟେଲ,ସମ୍ପାଦକ କୈଳାସ ପଟେଲ,ଭେଡେନ ମଣ୍ଡଳ ସମ୍ପାଦକ ଚନ୍ଦ୍ର ପୁଟେଲ,ରାଜ୍ୟ ଉପଦେଷ୍ଟା କମିଟି ଅଧ୍ୟକ୍ଷ ଲାଲମୋହନ ପୁଟେଲ ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ରହି ସମାଜ ଉନ୍ନତିରେ ଆମ୍ଭ ମାନଙ୍କର କର୍ତ୍ତବ୍ୟ କିଭଳି ରହିବା ଦରକାର ସେ ଉପରେ ଆଲୋକପାତ କରିଥିଲେ। ଜିଲ୍ଲାରେ ହୋଇଥିବା ପୁରୁଣା କମିଟିର କାର୍ଯ୍ୟକାଳ ଅବଧି ଶେଷ ହୋଇ ଯାଇଥିବାରୁ ଜିଲ୍ଲା ସ୍ତରରେ  ନୂତନ କମିଟି ଗଠନ ପ୍ରକ୍ରିୟା ନେଇ ନିର୍ବାଚନ ଦାୟିତ୍ୱରେ ଥିବା ରାଜ୍ୟ ଉପ ସଭାପତି ତଥା ଅଧ୍ୟାପକ ଅଭୟ କୁମାର ଚୌଧୁରୀ ନିର୍ବାଚନ ସମନ୍ଧରେ ଅବଗତ କରିଥିଲେ।କମିଟି ଗଠନ ନେଇ ଉପସ୍ଥିତ ସମସ୍ତ ସଦସ୍ୟ ନିଜ ନିଜ ମତାମତ ପ୍ରଦାନ କରି ବିଭିନ୍ନ ପଦ ନିମନ୍ତେ ପ୍ରସ୍ତାବ/ସମର୍ଥନ ଦେଇଥିଲେ ।ହେଲେ ସଭାପତି ପଦ ପାଇଁ ୨ଜଣ ପ୍ରତିଦ୍ବନ୍ଦିତା କରିବାରୁ ତାହା ନିର୍ବାଚନ ହୋଇଥିବା ବେଳେ ବାକି ଅନ୍ୟ ସବୁ ପଦବୀ ଗୁଡ଼ିକର ପ୍ରାର୍ଥୀ ମାନେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଥିଲେ।ତେବେ ସଭାପତି ପାଇଁ ମକରଧ୍ବଜ ଚୌଧୁରୀ ବନାମ ସୁବଳ ପୁଟେଲ ମଧ୍ୟରେ ପ୍ରତିଦ୍ବନ୍ଦିତା ହୋଇଥିଲା। ଏଥିରେ ଜିଲ୍ଲାର ୬ଟି ମଣ୍ଡଳ ରୁ ସଭାପତି/ସମ୍ପାଦକଙ୍କ ସହ ୫ଜଣ ଲେଖାଏଁ ଭୋଟ ଦେବାର କ୍ଷମତା ପ୍ରଦାନ କରାଯାଇଥିଲା କିନ୍ତୁ ଡୁଙ୍ଗୁରିପାଲି ମଣ୍ଡଳ ଭୋଟ ଦାନରୁ ଓହରିଯାଇଥିଲା ଫଳରେ ୫ମଣ୍ଡଳର ୨୫ଜଣ ସଦସ୍ୟ ସଭାପତି ପଦ ପାଇଁ ଭୋଟ ଦେଇଥିଲେ ।ତେବେ ମକରଧ୍ବଜଙ୍କ ସପକ୍ଷରେ ୨୫ଭୋଟ ପଡିଥିବା ବେଳେ ସୁବଳଙ୍କ ସପକ୍ଷରେ ଗୋଟିଏ ବି ଭୋଟ ପଡ଼ିନଥିଲା । ଫଳରେ ମକରଧ୍ବଜଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ସଭାପତି ଭାବେ ନିର୍ବାଚନ ଅଧିକାରୀ ଆନୁଷ୍ଠାନିକ ଭାବେ ଘୋଷଣା କରିଥିଲେ।ସେହିପରି ଉପ ସଭାପତି ଭାବେ ବାମଦେବ ବରିହା,ସମ୍ପାଦକ ଭାବେ ନିରଞ୍ଜନ ପୁଟେଲ,ସହ ସମ୍ପାଦକ ଭାବେ ସୁଶାନ୍ତ ପୁଟେଲ, କୋଷାଧ୍ୟକ୍ଷ ଭାବେ ଶ୍ରୀଧର ପୁଟେଲ ସର୍ବସମ୍ବତି କ୍ରମେ ମନୋନୀତ ହୋଇଥିଲେ ।ନିର୍ବାଚନ ପରେ ରାଜ୍ୟ ଉପଦେଷ୍ଟା ଲାଲମୋହନ ନୂତନ କର୍ମକର୍ତ୍ତା ମାନଙ୍କୁ ଶପଥପାଠ କରାଇଥିଲେ ।ଶେଷରେ ଧ୍ରୁବଚରଣ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like