-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଐତିହାସିକ ସଦାନନ୍ଦ ଅଗ୍ରୱାଲଙ୍କ ଗବେଷଣାଲବ୍ଧ ପୁସ୍ତକ ପ୍ରଦାନ

01-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସୋନପୁର ଜିଲ୍ଲାର ଖଲିଆପାଲି ମହିମାପୀଠକୁ ପରିଦର୍ଶନ ସମୟରେ ଐତିହାସିକ ସ୍ୱର୍ଗତ ସଦାନନ୍ଦ ଅଗ୍ରୱାଲଙ୍କ ଗବେଷଣାଲବ୍ଧ ୪ ଖଣ୍ଡ ପୁସ୍ତକ ପ୍ରଦାନ କରା ଯାଇଛି । ଡ.ସଦାନନ୍ଦ ଅଗ୍ରୱାଲ ସ୍ମୃତିକମିଟି ପକ୍ଷରୁ ସ୍ୱର୍ଗତ ଅଗ୍ରୱାଲଙ୍କ ପୁତ୍ର ସିଦ୍ଧାର୍ଥ ଅଗ୍ରୱାଲ(ଆଶିଷ) ସ୍ୱର୍ଗତ ଅଗ୍ରୱାଲଙ୍କ ଲିଖିତ ଇଂରାଜୀପୁସ୍ତକ “ଶ୍ରୀଖାରବେଳ”, “ସୋନପୁର ଇତିହାସ ପ୍ରଥମଖଣ୍ଡ”, “ଟୁ କପରପ୍ଲେଟ ଗ୍ରାଣ୍ଟସଫ୍ରମ ୱେଷ୍ଟର୍ଣ୍ଣ ଓଡିଶା”ଓ “ମାନବବାଦୀ ସନ୍ଥ ଭୀମଭୋଇ” ପୁସ୍ତକ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ପୁସ୍ତକଗୁଡିକୁ ଦେଖି ଏବିଷୟରେ ପଚାରିବୁଝିବା ସହିତ ସୋନପୁର ଇତିହାସର ଦ୍ୱିତୀୟଖଣ୍ଡ ବିଷୟରେ ପଚାରି ବୁଝିଥିଲେ । ପ୍ରକାଶ ଯେ,ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲ ଐତିହାସିକ ଗବେଷଣା ସହିତ ସାହିତ୍ୟସାଧନା, ସଂଗୀତ ସାଧାନା ସହ ମହିମାଧର୍ମ ଉପରେ ଗବେଷଣାରତ ଥିଲେ । ଖଲିଆପାଲିରେ ସନ୍ଥକବିଙ୍କ ସମାଧିପୀଠରେ ଟ୍ରଷ୍ଟଗଠନ କରାଇ ସେ ଏହାର ପ୍ରଥମ ମେନେଜିଂଟ୍ରଷ୍ଟି ରହି ପୀଠର ଅନେକଗୁଡିଏ ଉନ୍ନୟନମୂଳକ କାମ କରାଇଥିଲେ। ଏହି ପୁସ୍ତକ ପ୍ରଦାନ ବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟବକ୍ତିଗତସାଚିବ ପ୍ରଶନ୍ନକୁମାର ଷଢଙ୍ଗୀ, ସୋନପୁର ଜିଲ୍ଲାପାଳ ଡ.ନୃପରାଜ ସାହୁ,ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ଧିରେନ୍ଦ୍ର ଝାଙ୍କର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like