-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଜେଟ ଅଧିବେଶନର ଅର୍ଥମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

01-Feb-2026



ବରଗଡ଼(ପ୍ରେରଣା ଖବର): ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ୱାରା ସଂସଦରେ ନବମ କେନ୍ଦ୍ରୀୟ ବଜେଟ ଆଗତ ହୋଇଛି। ବିଶେଷ କରି ବଜେଟରେ ବିକଶିତ ଭାରତକୁ ପ୍ରାଧ୍ୟାନ୍ୟ ଦିଆ ଯିବା ସହ ଓଡିଶା ପାଇଁ ମଧ୍ୟ ସ୍ୱତନ୍ତ୍ର ଧ୍ୟାନ ଦେଇଛନ୍ତି କେନ୍ଦ୍ର ସରକାର। ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଙ୍କ ସମେତ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ଓଡିଶା କ୍ଷେତ୍ରରେ ବିଶେଷ କରି ରେୟାର ୟାର୍ଥ କରିଡର ନିର୍ମାଣ ପାଇଁ ଆବଶ୍ୟକ ମେଟାଲ ଯାହାକି ପୂର୍ବରୁ ଚୀନ ରୁ ଆମଦାନୀ ହେଉଥିଲା ତାହା ଏବେ ଓଡ଼ିଶାରେ ଉତ୍ପାଦନ ହେବ। ଫଳରେ ଓଡ଼ିଶାରେ ନିଯୁକ୍ତିର ସମ୍ଭାବନା ବୃଦ୍ଧି ହେବ। ଦବିତୀୟରେ  ବାୟୁସେନା ବିମାନ ମାଧ୍ୟମରେ ୨୦ ଟି ନୂଆ ଜାତୀୟ ଜଳପଥ ତାଳଚେର, କଳିଙ୍ଗନଗର ଓ ଅନୁଗୁଳ ଦେଇ ଯିବ ଯାହାଫଳରେ ଓଡିଶା ବହୁତ ଲାଭବାନ ହେବ। ସେହିଭଳି ଇକୋ ଟୁରିଜିମ କ୍ଷେତ୍ରରେ ମଧ୍ୟ ଓଡିଶା ଲାଭବାନ ହେବ ଓ ପର୍ଯ୍ୟଟକଙ୍କ ଆକୃଷ୍ଟ କୁ ଦେଖିଲେ ଲାଗୁଛି ଆଗକୁ ଏହା ଆହୁରି ଲାଭଦାୟକ ହେବ। ବିଶେଷ କରି କେନ୍ଦୁ ପତ୍ର ଉପରେ ଜିଏସଟି ମାତ୍ର ୨% ରହିଛି ଯାହାଫଳରେ ୧୫ ଲକ୍ଷ କେନ୍ଦୁପତ୍ର ଉତ୍ପାଦନ କରି ଲାଭବାନ ହେବେ। କୃଷି କ୍ଷେତ୍ରରେ ମଧ୍ୟ ୧ଲକ୍ଷ ୬୨ ହଜାର ୬୩୧ କୋଟି ଟଙ୍କା, ଶିକ୍ଷା କ୍ଷେତ୍ରରେ ୧ ଲକ୍ଷ ୩୯ ହଜାର ୨୮୯ କୋଟି, ଗ୍ରାମୀଣ ବିକାଶ କ୍ଷେତ୍ରରେ ୨ଲକ୍ଷ ୭୩ ହଜାର  ୧୦୮କୋଟି ଟଙ୍କା ବଜେଟରେ ମଂଜୁର ହୋଇଛି। ଅନ୍ୟାନ୍ୟ କ୍ଷେତ୍ର ଯଥା ଗ୍ରାମ୍ୟ ଉନ୍ନୟନ, ସ୍ଵାସ୍ତ୍ୟ, ଶକ୍ତି ଭଳି ବିଭିନ୍ନ କ୍ଷେତ୍ରରେ ଓଡିଶା ବିକାଶର ରେସ ରେ ଆହୁରି ଆଗକୁ ବଢିବ।ଏହି ଐତିହାସିକ ବଜେଟ ପାଇଁ ଓଡିଶା ଅଧିକ ଲାଭବାନ ହେବା ସହ ନୂଆ ନିଯୁକ୍ତି ସୃଷ୍ଟିର ମଧ୍ୟ ସମ୍ଭାବନା ସୃଷ୍ଟି କରିବ। ଏହି ଭେଟି ପାଇଁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଂସଦ ଶ୍ରୀ ପୁରୋହିତ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like