-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

02-Feb-2026



ସିନାପାଲି(ଚିନ୍ତାମଣି ନେତାମ) ଆଜି ସକାଳ ୧୦ଟା ସମୟରେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖରସେଲ ଗ୍ରାମ ପଂଚାୟତ  କାର୍ଯ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ଗାଁ ରେ ପ୍ରଶାସନ ଗ୍ରାମପଂଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ  ଏବିଡିଓ ସୁବ୍ରତ ପରିଡା ସିନାପାଲି  ଉପସ୍ଥିତ ରହିଥିଲେ ଓ ଶିବିର ପରିଚାଳନା ପାଇଁ ସଭାପତି ଦାୟିତ୍ୱ ନିର୍ବାହ କରିଥିଲେ,,ସମ୍ମାନିତ ଅତିଥିଭାବେ ସରପଞ୍ଚ ବୀରେନ୍ଦ୍ର କୁମାର ଖମାରି,ଜି ପି ଡି ଓ   ସଞ୍ଜୟ କୁମାର ମହାନନ୍ଦ,  ବି ପି ସି ଘନଶ୍ୟାମ ମେହେର, ବି ଏସ ଏସ ଓ ଘନଶ୍ୟାମ ନାଏକ,  ଏ ପି ଓ ରବିରଞ୍ଜନ ରାଉତ, ସି ଡି ପି ଓ,  ଭି ଏ ଡବ୍ଲୁ  ଶ୍ରୀମତୀ  ତପସ୍ୱିନୀ ପାଢ଼ୀ,  ଗାଁ ରେ ପ୍ରଶାସନ ଅଭିଯୋଗ ସମାଧାନ ଶିବିର ମଞ୍ଚରେ ମଂଚାସୀନ ଥିଲେ l ତତ ସହିତ ମୋହନ ଶତନାମୀ ଗ୍ରାମପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ,  ଆର ଡବ୍ଲୁ ଆର ଏସ ଏସ  କେଶବ ଚନ୍ଦ୍ର ସାହୁ, ଡି ଓ (ବି ଏସ ଏସ ଓ ) ମଣ୍ଟୁ ନାଗ,  ଏଡି ଇ ଓ  ଗୋପାଳ ଦାସ,  ଜିଓ ଟେକ  ବବ୍ଲୁ ସାହୁ, ଗାଁ ସାଥି  ମକର ପୁଞ୍ଜି, ଥବିର ନିଆଲ, ମଧୁ ନିଆଲ, ୱାର୍ଡ ମେମ୍ବର, ଅଙ୍ଗନବାଡ଼ିକର୍ମୀ,ଅଙ୍ଗନବାଡି ସୁପର ଭାଇଜର,ଏମ ବି କେ, ସି ଆର ପି, ଇସି ମେମ୍ବର,ଆଶାକର୍ମୀ, ସମସ୍ତ ଅଙ୍ଗନବାଡି କର୍ମୀ,ସମସ୍ତ ଗାଁ ସାଥି  ଜନସାଧାରଣ ଉପସ୍ଥିତ ଥିଲେ  l  ଏହି ଶୁଣାଣିରେ ମନରେଗା ଯୋଜନା କାମ ଓ ପାଉଣା, ଝିଅ ମାନଙ୍କର ବିବାହିତ ଯୋଗ୍ୟତା  ବୟସ  ୧୮ ରୁ ୩୫ ବର୍ଷ  ହୋଇଥିବା ଦରକାର ଓ  ପୁଅ ର ବୟସ  ୨୧ ରୁ  ୩୫  ବର୍ଷ ଭିତରେ ହୋଇଥିବା ଦରକାର,  ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଜନା,ବାର୍ଦ୍ଧକ୍ୟ ଭତ୍ତା,ରାସ୍ତାଘାଟର ଉନ୍ନତି କରଣ,ଅନ୍ତୋଦୟ ଗୃହ ଯୋଜନା,ପାନୀୟ ଜଳର ବ୍ୟବସ୍ଥା, ଦାଦନ ଶ୍ରମିକ ମାନଙ୍କୁ ଫେରସ୍ତ ଆଣି କାମ ଯୋଗାଇବା, ପୋଖରୀ ଖନନ, ଜମିମରାମତି ଆଦି ଅନେକ ଯୋଜନାର କାର୍ଯ୍ୟ କାରିତା ଉପରେ ଆଲୋଚନା ହୋଇଥିଲା  l ସମୁଦାୟ  ୩ ଗୋଟି ଅଭିଯୋଗ କାରି ଦରଖାସ୍ତ ଦେଇଥିଲେ l ତତ ସହିତ ଏହି ଗ୍ରାମ ପଂଚାୟତ ରେ ଆସିଥିବା ଅଭିଯୋଗର  ତୁରନ୍ତ ସମାଧାନ ଏ ବି ଡି ଓ  ଶ୍ରୀଯୁକ୍ତ ପରିଡା ମହୋଦୟ କହିଥିଲେ ଓ କିଛି ଅଭିଯୋଗର ଉଚିତ ପଦକ୍ଷେପ ନେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଅବଗତ କରିଥିଲେ  l ସରପଞ୍ଚ  ବୀରେନ୍ଦ୍ର କୁମାର ଖମାରି ଗ୍ରାମ ପଂଚାୟତ ର  ସର୍ବାଙ୍ଗୀନ ଉନ୍ନତି ପାଇଁ ସବୁବେଳେ ପ୍ରୟାସ ଜାରି ରଖିଛନ୍ତି  l ସେଥିପାଇଁ ବ୍ଲକ ଓ ପ୍ରଶାସନ ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ସହଯୋଗ ଲୋଡ଼ା, ଏହା ହେଲେ ନିଶ୍ଚିତ ଭାବରେ ଏହି ପଂଚାୟତର ଉନ୍ନତି ହେବ ବୋଲି ମତ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like