-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

*ଟିକାରାପାଲା ବିଦ୍ୟାଳୟରେ ସି ଆର ସି ସି ସ୍ତରୀୟ ମାସିକ ସମୀକ୍ଷା ବୈଠକରେ ଯୋଗଦେଲେ ଦୁଇଜଣ ଏବିଇଓ*

02-Feb-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ା ହାଣ୍ଡି ବ୍ଲକର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ଅଧ୍ୟକ୍ଷତା ତେ ଟିକାରାପାଲା ବିଦ୍ୟାଳୟ ରେ ବୈଠକ ହୋଇଥିଲା।  ସିଆରସିସି ସ୍ତରୀୟ ବୈଠକରେ ଏବିଇଓ ନାୟକ ସାର ଶିକ୍ଷାର ନିୟମ ପାଳନ, ବିଦ୍ୟାଳୟ ପରିବେଶ ଓ ପାଠ୍ୟକ୍ରମ ସଠିକ ରୂପେ ରୂପାୟଣ ପାଇଁ ସମସ୍ତ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଇଥିଲେ।ବୈଠକରେ ନିମ୍ନଲିଖିତ ବିଷୟରେ ଗଭୀର ଆଲୋଚନା ହୋଇଥିଲା: ବୈଠକର ଆରମ୍ଭରେ ସିଆରସିସି ବାବୁଲାଲ ସାଗର ଙ୍କ ଦ୍ୱାରା ସମସ୍ତ ଅଂଶଗ୍ରାହୀଙ୍କୁ ସ୍ୱାଗତମ ଜଣାଇ ଗତ ମାସର ଶିକ୍ଷାଦାନ ଅବସ୍ଥା, ପାଠ୍ୟକ୍ରମ ରୂପାୟଣ ଓ ଶିକ୍ଷା ଗୁଣମାନ ଉପରେ ସମୀକ୍ଷା କରାଯାଇଥିଲା। ଶିକ୍ଷକମାନଙ୍କୁ ଶିକ୍ଷାକୁ ଆକର୍ଷଣୀୟ ଓ ଫଳପ୍ରଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ସୋପାନ ରେଜିଷ୍ଟାର ସମୀକ୍ଷା ବୈଠକରେ ସମସ୍ତ ବିଦ୍ୟାଳୟର ସୋପାନ ରେଜିଷ୍ଟାର ରକ୍ଷଣାବେକ୍ଷଣ ଓ ଅଦ୍ୟତନ ସ୍ଥିତି ସମୀକ୍ଷା କରାଯାଇଥିଲା। ନିୟମିତ ଭାବେ ରେଜିଷ୍ଟାର ଅଦ୍ୟତନ, ଶିକ୍ଷାଗତ ତଥ୍ୟ ସଠିକ ଭାବରେ ଲିପିବଦ୍ଧ କରିବା ଓ ମନିଟରିଂକୁ ଶକ୍ତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ‘ପଢ଼ିବା ଗଢ଼ିବା ଓଡ଼ିଶା’ କାର୍ଯ୍ୟକ୍ରମ
‘ପଢ଼ିବା ଗଢ଼ିବା ଓଡ଼ିଶା’ ଅଭିଯାନର ରୂପାୟଣ ସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ୫ମ ଓ ଅଷ୍ଟମ ଶ୍ରେଣୀ ବୋର୍ଡ ପରୀକ୍ଷା ପ୍ରସ୍ତୁତି ଆସନ୍ତା ୫ମ ଓ ଅଷ୍ଟମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଅଭ୍ୟାସ କାର୍ଯ୍ୟକ୍ରମ, ମଡେଲ ପ୍ରଶ୍ନପତ୍ର, ନିୟମିତ ପରୀକ୍ଷା ଓ ପୁନରାବୃତ୍ତି ପାଠ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଛାତ୍ରଛାତ୍ରୀଙ୍କୁ ପରୀକ୍ଷାମୁଖୀ ପ୍ରସ୍ତୁତି ପାଇଁ ସମସ୍ତ ବିଦ୍ୟାଳୟରେ ଯୋଜନାବଦ୍ଧ ଭାବରେ ଅଭ୍ୟାସ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ବୈଠକରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷିକା ଓ ଶିକ୍ଷା କର୍ମଚାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like