-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବ୍ଳକ ସ୍ତରୀୟ ପଡୋଶୀ ଯୁବ ସମ୍ବିଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ

03-Feb-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା  ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଟାଡିୟାମରେ ଫୁଲବାଣୀ ନେହେରୁ ଯୁବ ସଂଗଠନ ଏବଂ ନୁଆରିପଦର ସଟାକର ଯୁବକ ସଂଘର ମିଳିତ ଅନୁକୁଲ୍ୟରେ ପଡୋଶୀ ଯୁବ ସମ୍ବିଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ଅବସରପ୍ରପ୍ତ ଅଧିକାରୀ ଡ.ଅନନ୍ତଚରଣ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମର ମୂଳ ବିଷୟ ବସ୍ତୁ ସମ୍ପର୍କରେ  ଯୋଗ ଦେଇଥିବା ଯୁବ ମାନଙ୍କୁ ବୁଝାଇଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ସଟାକର ଯୁବକ ସଂଘର ସମ୍ପାଦକ ଅର୍ଜୁନ କହଁର ଅତିଥି ସ୍ୱାଗତ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା କ୍ରୀଡା  ଅଧିକାରୀ ଜୀତେନ୍ଦ୍ର କୁମାର ମହାକୁଡ, ସ୍ୱେଛାସେବୀ ଅନୁଷ୍ଠାନ କଲ୍ୟାଣିର ସମ୍ପାଦକ ରବିନ୍ଦ୍ର କୁମାର ସାହୁ,କାରମେଲ ଇଂରାଜୀ ମିଡିୟମ ସ୍କୁଲର ପରିଚାଳକ ପ୍ରଦୀପ କୁମାର ବେହେରା ଏବଂ ଫୁଲବାଣୀ ନେହେରୁ ଯୁବ ସଂଗଠନର ଅଧିକାରୀ ଭିନିତ୍ କୁମାର,ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ବ୍ଳକରୁ ୮୦ ରୁ ଅଧିକ ଯୁବକ ଯୁବତୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ,ଜଳଶକ୍ତି ଅଭିଯାନ,ସଡକ ସୁରକ୍ଷା ଏବଂ ସ୍ୱଛ ଭାରତ ଭଳି ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା । ଉପସ୍ଥିତ ଯୁବକ ଯୁବତୀ ମାନଙ୍କ ମଧ୍ୟରେ କୁଇଜ୍ ଏବଂ ପଥପ୍ରାନ୍ତ ନାଟକ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ସମ୍ମାନୀତ କରାଯାଇଥିଲା । ଶେଷରେ ଯୁବ ସଂଘର ସଭାପତି ଅନନ୍ତଚରଣ କହଁର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026

You Might Also Like