-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପାଟଣେଶ୍ୱରୀପୀଠର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଚଣ୍ଡିପୂଜା ଆରମ୍ଭ

02-Feb-2026



ବଲାଙ୍ଗିର(ପ୍ରେରଣା ଖବର): ୧୮୭୨ ମସିହାରେ ପାଟଣାଗଡରୁ ବଲାଙ୍ଗୀର ସହରକୁ ତତକାଳିନ ପାଟଣା ରାଜ୍ୟର ରାଜଧାନୀ ସ୍ଥାନାନ୍ତର ପରେ ଏହି ରାଜ୍ୟର ଇଷ୍ଟଦେବୀ ପାଟଣେଶ୍ୱରୀଙ୍କ ଦେବୀଙ୍କର ଏକ ପୀଠ ମଧ୍ୟ ସ୍ଥାପନା କରାଯାଇଥିଲା । ରାଜା ରାମଚନ୍ଦ୍ର ଦେଓ ଏହାର ସ୍ଥାପନା କରାଇ ପୂଜାର୍ଚ୍ଚନା କରୁଥିଲେ । ଏହାପରେ ଏଠାରେ ମନ୍ଦିର ନିର୍ମାଣ ହୋଇଥିଲା । ଏବେ ଗତ ୨୦୨୪ ମସିହାରେ ରାଜ୍ୟ ସରକାରଙ୍କ ପ୍ରାୟ ଦୁଇକୋଟି ଟଙ୍କା ଅନୁଦାନ ବ୍ୟୟରେ

ମନ୍ଦିରର ପୁନଃନିର୍ମାଣ କରାଯାଇଛି । ସେହି ପାଟଣେଶ୍ୱରୀ ପୀଠ ସ୍ଥାପନର ୧୫୦ବର୍ଷ ପୂର୍ତ୍ତି ହୋଇଛି । ସେଥିପାଇଁ ଏକ ମହୋତ୍ସବର ଆୟୋଜନ କରାଯାଇଛି । ଆଜି ଫେବୃୟାରୀ ୨ ତାରିଖଠାରୁ ଦେବୀଙ୍କ ପୀଠରେ ପୂଜାର୍ଚ୍ଚନା କରାଯାଇ ମହୋତ୍ସବର ଶୁଭାରମ୍ଭ କରାଯାଇଛି । ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଆଜି ପୌରାଧ୍ୟକ୍ଷା ଲିକା ସାହୁ ଓ ତାଙ୍କ ସ୍ୱାମୀ ଦେବଦତ୍ତ ବେହେରା,ସାମ୍ବାଦିକ ଅଞ୍ଜନକୁମାର ପଧାନ ଓ ତାଙ୍କ ଲୋପାମୁଦ୍ରା ସାହୁ ପତ୍ନୀ କର୍ତ୍ତାରୂପେ ବସି ପୂଜାର୍ଚ୍ଚନା କରିଥିଲେ । ରାଜପୁରୋହିତ ସନ୍ତୋଷ ଦାସଙ୍କ ତତ୍ୱାବଧାନରେ ଦେବୀପୀଠର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଯଜ୍ଞମଣ୍ଡପ ପ୍ରତିଷ୍ଟା ସହ ଚଣ୍ଡିପାଠ କରାଯାଇଥିଲା ।
   ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ପାଟଣା ରାଜ୍ୟର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ୧୫୦ ବର୍ଷ ପୁର୍ତ୍ତି ପୀଠର ଉତ୍ସବ ଆୟୋଜନ କରୁଛି । ଗତକାଲି ୧ତାରିଖ ଦିନ ଅପରାହ୍ନ ଘ.୪ ରେ କଳସଧିବାସ, ୨ତାରିଖ ସୋମବାର ଦିନ ଯଜ୍ଞ ଓ ଚଣ୍ଡିପାଠ ଆରମ୍ଭ ହୋଇଯାଇଛି । ସୋମବାର ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ କଳାଧାମ ଏକାଡେମୀ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ, ୩ ତାରିଖ ମଙ୍ଗଳବାର ଦିନ ପୂଜା ଓ ଚଣ୍ଡିପାଠ, ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ, ମହା ଆଳତି ରୁଗୁଡିପଡା ଦୁର୍ଗାପୂଜା କମିଟି ଦ୍ୱାରା ଆୟୋଜିତ ହେବ, ଭଜନ ସନ୍ଧ୍ୟା ପଂଚମ ଅନୁଷ୍ଠାନ, ୪ ତାରିଖ ବୁଧବାର ଦିନ ଚଣ୍ଡିପାଠ ଓ ହୋମଯଜ୍ଞ, ଅପରାହ୍ନ ୨.୫୧ମି. ରୁ ଘ.୪.୧୧ମି. ମଧ୍ୟରେ ଅନୁଷ୍ଠିତ ହେବ ।  ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ସାଂସଦ ସଂଗୀତା କୁମାରୀ ସିଂଦେଓ ,ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ,ପୂର୍ବତନ ବିଧାୟକ ନରସିଂହ ମିଶ୍ର , ପୌରାଧ୍ୟକ୍ଷା ଲିକା ସାହୁ ସାମିଲ ହେବା ପାଇଁ ସହମତି ପ୍ରକାଶ କରିଛନ୍ତି ବୋଲି ଦେବାଳୟ ଐତିହ୍ୟ ସୁରକ୍ଷା କମିଟିର ସଭାପତି ଜୟକୃଷ୍ଣ ମିଶ୍ର ସୂଚନା ପ୍ରଦାନ କରିଛନ୍ତି । ଦେବାଳୟ ସୁରକ୍ଷାକମିଟିରେ ଜୟକୁମାର ଆଚାର୍ଯ୍ୟ ଙ୍କ ସଂପାଦନାରେ

୧୫୦ ବର୍ଷରପୁସ୍ତକ ପ୍ରକାସିତ ହେବାକୁଯାଉଛି ଓ ଏଥରେ ଜିଲ୍ଲାର ଦେବାଦେବୀଙ୍କ ବିଷୟରେ ପ୍ରବନ୍ଧସ୍ଥାନିତ ହେବାକୁ ଯାଉଛି ।  କମିଟିରେ ସାଂପାଦକ ପ୍ରଶାନ୍ତ ମହାକୁର, ଭବାନୀ ଶଙ୍କର ଭୋଇ, ଦିନେଶକୁମାର ଶର୍ମା, ଅଶ୍ୱିନୀକୁମାର ପଟ୍ଟନାୟକ, ରିଣ୍ଟୁ ସାହୁ ପ୍ରମୁଖ ରହିଛନ୍ତି । କମିଟି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଗ୍ରାମର ଦେବାଦେବୀ ମାଁ ଙ୍କ ଦର୍ଶନ ପାଇଁ ଏକ ଶୋଭାଯାତ୍ରା ଆୟୋଜିତ ହେବ । ଆଖ ପାଖ ଗାଁର ମନ୍ଦିର ପୀଠର ପୂଜକମାନେ ଯୋଗଦେବେ ବୋଲି ସୂଚନା ମିଳିଛି ।  ୮୪ ଘର ଅଘରିଆ ସମାଜ, ସାଇ ସେବା ସଂସ୍ଥାଙ୍କ ସହ ସହରର  ବିଭିନ୍ନ ସଂଗଠନ ଏଥିରେ ସାମିଲ ହେଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like