-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

*ପୋଡ଼ାଗଡ ଠାରେ ପାରମ୍ପରିକ ମାଘ ମଣ୍ଡେଇ ଅନୁଷ୍ଠିତ*

03-Feb-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ ଐତିହାସିକ ପିଠ ପୋଡ଼ାଗଡ ଠାରେ ପାରମ୍ପରିକ  ମାଘ ମଣ୍ଡେଇ ଅନୁଷ୍ଠିତ ହୋଇ ଯାଇଛି ଏହି ଅବସରରେ ତିନି ମୁଠା ଯଥା ହୀରାପୁର, ପରୀଆ ଓ ବୋରିଗାଁ ମୁଠା ଯଥା ୯୩ ମୌଜାର  ଦେବା ଦେବୀଙ୍କ  ପ୍ରତୀକ ଲାଠି କୁର୍ଚି,ବିମାନ ଓ ଛ୍ଛତର ଯୋଗଦେଇଛନ୍ତି  10ହଜାର ରୁ ଉର୍ଦ୍ଧ ଲୋକ ଓ ପର୍ଯ୍ୟଟକ ଯୋଗଦେଇ ଏହି ମଣ୍ଡେଇ କୁ ଉପଭୋଗ କରିଛନ୍ତି , ଏହି ମଣ୍ଡେଇ ଦୁଇଦିନ ହେବ। ଆସନ୍ତା କାଲି ମଙ୍ଗଳବାର ଦିନ ଦୁଇଟି ପାହାଡ଼ ଯଥା ଉପର ଗଡ ଓ ଝାଜଲ୍ ଦେଇ ପାହାଡ  ଚଢ଼ା କାର୍ଯ୍ୟକ୍ରମ ରହିଛି ଏହି ପାହାଡ ଚଢ଼ାରେ  ଆଦିବାସୀ ପରମ୍ପରା ଅନୁସାରେ ବାଲି ଫୁଲ ବନ୍ଧା  ଓ ସିଶିରି ପଥର ନିକଟରେ ହୁଇସିଲ ପ୍ରତିଯୋଗିତା ହେବ। ପାଞ୍ଚ ଦେଓ ଭଟ୍ଟାରେ  ଦେବତା ମାନଙ୍କ ବିଚାର ବିମର୍ଶ ହେବ ଯେ କୌଣସି ଗାଁ ର ସମସ୍ୟା ଥିଲେ ଦେବାଦେବୀ ସମାଧାନ କରିବେ  ଏହି ମଣ୍ଡେଇ ପର୍ବରେ ପୂର୍ବତନ ସାଂସଦ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ , ଉମରକୋଟ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁଶୀଳା ମାଝୀ ସମାଜ ସେବୀ ଶ୍ରୀଯୁକ୍ତ ଦେବିଶିଂ ମାଝୀ ,  ପୋଡ଼ାଗଡ।ସେବାୟତ ଚାରିଟେବୁଲ ଟ୍ରଷ୍ଟ ର ସଭାପତି  ଶ୍ରୀଯୁକ୍ତ ଉଦ୍ଧବ ଚରଣ ନାୟକ ମୁଖ୍ୟ ଉପଦେଷ୍ଟା ଡଃ କୈଳାସ ଚନ୍ଦ୍ର ବେହେରା  , ଝିତୃ କଲାର  ,ଦେବ ଭତ୍ରା  ,  କୃଷ୍ଣ ପୂଜାରୀ , ବିଞ୍ଜାଲ୍ ପୂଜାରୀ, ମହେନ୍ଦ୍ର ମାଝୀ ,ସକାଳୁ ପୂଜାରୀ ଈଶ୍ୱର ମାଝୀ ସୁକ୍ମନ୍ ପୂଜାରୀ ,ପାରିଆ ପୂଜାରୀ ବୁଡୁରାମ ପୂଜାରୀ,ତୁଳସୀ ରାମ ଭାତ୍ରା ,ଭରମ୍ ବିଶୋଇ, ପୂର୍ଣ୍ଣ ପୂଜାରୀ ନାରାୟଣ ପୂଜାରୀ, ବରୁଣ ପୂଜାରୀ  ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like