-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଲିପୁ ମେମୋରିଆଲ ଭେଟେରାନ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ

03-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁରେଶ୍ଵରୀ ଫୁଟବଲ ଏକାଡେମୀ ତରଫରୁ ଆଜି ସୋନପୁର କଲେଜ ପଡିଆ ଠାରେ ଚତୁର୍ଥ ଲିପୁ ମେମୋରିଆଲ ଅଲ୍ ଓଡିଶା ଭେଟେରାନ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ରେ ଫୁଲବାଣୀ ଦଳ ଚମ୍ପିୟାନ ହୋଇଛନ୍ତି । ଦିନିକିଆ ଏହି ଭେଟେରାନ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଭେଟେରାନ ଖେଳାଳୀ ମାନେ ବହୁତ ଉଚ୍ଚ ମାନର ଖେଳ ପ୍ରଦର୍ଶନ କରିଥିଲେ। ଆଜି ପ୍ରଥମାର୍ଦ୍ଧରେ ତରଭା,ଏମସିଏଲ୍ ବୁର୍ଲା,ବୈ।ଦ୍ଧ, ସୁବର୍ଣ୍ଣପୁର, ପାଟଣାଗଡ଼, ସମ୍ବଲପୁର, ଫୁଲବାଣୀ, ବଲାଙ୍ଗିର, ଖେଳିଥିବା ବେଳେ ଫାଇନାଲ ଖେଳ ବୁର୍ଲା ଓ ଫୁଲବାଣୀ ମଧ୍ୟରେ ହୋଇଥିଲେହେଁ ଟ୍ରାଇବ୍ରେକର ଯୋଗେ ଫୁଲବାଣୀ ଦଳ ୪-୩ ଗୋଲରେ ରେ ବିଜୟୀ ହୋଇଥିଲେ। ଆଜି ର ଏହି ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବରେ ଯୁବନେତା ତଥା କଳାପଥର ଏମ୍ ପି ଏସ୍ ଅରବିନ୍ଦ ବାରିକ ଅନ୍ୟତମ ଅତିଥି ଭାବରେ  କଇରୁ ସ୍ଵାଇଁ,ଅମିୟ ଦାଶ, ସତ୍ୟ ନାରାୟଣ ଦରୱ।ନ୍,ଦିଲୀପପାତ୍ର ପ୍ରମୁଖ ଯୋଗଦେଇ ବିଜୟୀ ଫୁଲବାଣୀ ଭେଟେରାନ୍ ଦଳ ଙ୍କୁ ଟ୍ରଫି ପ୍ରଦାନ କରିଥିଲେ।
  ଫୁଲବାଣୀ ଦଳ ର ମେନ ଅଫ୍ ଦି ଟୁର୍ଣାମେଣ୍ଟ, ବେଷ୍ଟ ସ୍କୋରର୍ ବାବୁ ପ୍ରଧାନ, ପ୍ରେମଚାଦ ସିଂ ମେନ ଅଫ୍ ଦି ଟୁର୍ଣାମେଣ୍ଟ ,ବେଷ୍ଟ ଡିଫେନ୍ସ ନିଲୁ ମାଝୀ, ବେଷ୍ଟ ଗୋଲକିପର୍ ପାର୍ଥ ସାରଥି ମଲ୍ଲିକ ସେହିପରି ସୁବର୍ଣ୍ଣପୁର ର କିଛି ଭେଟେରାନ୍ ଫୁଟବଲର  କଇରୁ ସ୍ଵାଇଁ, ଶ୍ୟାମ ସୁନ୍ଦର ଡାଙ୍ଗୁଆ, ଗଣେଷ ରାମ ମେହେର , ମନୋହର ମହମ୍ମଦ, ସତ୍ୟନାରାୟଣ ମିଶ୍ର, ତାରିଣୀ ମିଶ୍ର, ବିବେକାନନ୍ଦ ମହାନ୍ତି, ସୁବର୍ଣ୍ଣା ଫୁଟବଲ ୟୁଟ୍ୟୁବ ଚେନାଲ ରେ ପ୍ରତ୍ୟକ୍ଷ ଲାଇଭ୍  ଚେନାଲ ର ମୁଖ୍ୟ ରାକେଶ ନାଗ ଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ଖେଳକୁ ପରିଚାଳନା ସୁଦାମ ଜଗଦଲା, ବାବୁଲାଲ ସାହୁ, ସିଦ୍ଧାର୍ଥ ପାତ୍ର, ଜଗତ ଜଗଦଲା, ଦୁର୍ଗା ମାଝୀ, ବଦ୍ରିପ୍ରସାଦ ହୋତା, ପ୍ରମୁଖ ଖେଳ କୁ  ପରିଚାଳନା କରିଥିବା ବେଳେ ସଭାପତି ରାଜେନ୍ଦ୍ର କୁମାର ସାହୁ,ନିଶାନ୍ତ ମହାନ୍ତି, ଶାସ୍ଵତ ମିଶ୍ର, ସ୍ଵରୁପ ପାତ୍ର , ହରିହର  ପଟ୍ଟନାୟକ,ଶରତ ମହାପାତ୍ର, ସୂର୍ଯ୍ୟ ପ୍ରଧାନ , ସିଦ୍ଧାର୍ଥ ମହାନ୍ତି,ସୁରେନ୍ଦ୍ର ବାରିକ, ଧର୍ମପଦ ଦୀପ୍(ସୁରଟି), ଆଦିତ୍ୟ ମହାପାତ୍ର, ଜ୍ୟୋତିର୍ମୟ ମିଶ୍ର,ମନୋଜ ଜେନା, ସନ୍ତୋଷ ନାଏକ, ଦେବାଶିଷ ପଟ୍ଟନାୟକ, ସୁବ୍ରତ ସେଠୀ, ଅନିଲ ସାହୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like