-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଜନନୀଙ୍କ ପୁଷ୍ପାବତୀ ହୋମ ଅନୁଷ୍ଠିତ

03-Feb-2026



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଲିଟିସର୍ଗି ପଂଚାୟତ ଲିଟିସର୍ଗି ନିବାସୀ ଶ୍ରୀଯୁକ୍ତ ଲଛମନ ଜାଲ ଙ୍କ ଦ୍ଵିତୀୟ ଝିଅ ଜନନୀଙ୍କର ପ୍ରଥମ ରଜଦର୍ଶନ ର ସପ୍ତମ ଦିବସରେ ସାମାଜିକ ବିଧିବିଧାନ ସହ ପୁଷ୍ପବତୀ ହୋମ  ତାଙ୍କ ବାସଗୃହରେ ଅନୁଷ୍ଠିତ ହୋଇଯାଇଛି l କନ୍ୟାଙ୍କୁ ସୁଦ୍ଧସ୍ନାନ କରାଇ ନବବସ୍ତ୍ର ପିନ୍ଧାଇ ଏହିଦିନ ମା ଝିଅକୁ କୋଳରେ ବସାଇ ବନ୍ଧାଇ ଥାନ୍ତି ଓ  ନିମନ୍ତ୍ରିତ ବନ୍ଧୁମାନଙ୍କର ତଥା ଜ୍ଞାତି କୁଟୁମ୍ଭ  ସ୍ତ୍ରୀଲୋକ ବନ୍ଧୁବାନ୍ଧବ ଓ ଜ୍ଞାତି କୁଟୁମ୍ଭ ସ୍ତ୍ରୀଲୋକମାନେ ଚାଉଳ, ଚନ୍ଦନ,ତିଳକ ଲଗାଇ ବନ୍ଧାପନା କରିଥାନ୍ତି l ଝିଅକୁ ସାବୁନ,ପାଉଡର, ମୁଣ୍ଡଵାଲ ତେଲ,ଅତର, ନଖପାଲିଶ,ଅଳତା, ପୋଷାକ ଓ ଟଙ୍କା ଆଦି ଉପହାର ଦେଇଥିଲେ l ପୁଷ୍ପବତୀ ହୋମ ବନ୍ଧାପନା ପରେ ଅତିଥିଗଣଙ୍କୁ ଭୁରି ଭୋଜନ ଦ୍ୱାରା ଆପ୍ୟାୟିତ କରାଯାଇଥିଲା l ଓ ବି ଶି, ଆଦିବାସୀ ଓ ହରିଜନ ଜାତିରେ ଏହି ପରମ୍ପରା ବହୁ ଦିନରୁ ଚାଲି ଆସିଛି l ଏହିପରି ଝିଅ କର୍ମହୋଇ ସାତ ଦିନ ପରେ ଘରୁ ବାହାର କରାଯାଏ l ସାତ ଦିନ ଝିଅ କୌଣସି ପୁରୁଷର ମୁହଁ କୁ ଦେଖି ନ ଥାଏ l ଘର ବାଡ଼ିପଟେ ସ୍ନାନ ଶୌଚ  ହୋଇ ଘର କୋଣରେ ବିଶ୍ରାମ ନେଇଥାଏ l ଏହି ଦିନ ଠାରୁ  ତିନି ଚାରି ବର୍ଷ ପରେ ବିବାହ ଯୋଗ୍ୟା ହେଲା ବୋଲି ଧରାଯାଏ l କର୍ମସମୟର ନକ୍ଷତ୍ର ଓ ଲଗ୍ନ ସହିତ ବରପାତ୍ରର ଜନ୍ମ କୋଷ୍ଠି ମେଳଖୁଆଇ ବିବାହ ସ୍ଥିର କରାଯାଇଥାଏ l ଏହି ଦିବସ  ଓ ସମୟ ଝିଅ ଜୀବନର ଗୁରୁତ୍ୱ ପୂର୍ଣ୍ଣ ଏବଂ ଭବିଷ୍ୟତ ନିର୍ଣ୍ଣାୟକ ହୋଇଥାଏ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like